Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: MMDR ବିଲ୍ ଉପରେ ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ କଂଗ୍ରେସର ଦାବି

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଇଥିବା ଖଣିଜ ଓ ଖଣି ଉନ୍ନୟନ ଏବଂ ନିୟନ୍ତ୍ରଣ ସଂଶୋଧନ ବିଲ୍‌କୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିଲ୍ ଯୋଗୁଁ ରାଜ୍ୟକୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଆର୍ଥିକ କ୍ଷତି ସହିବାକୁ ପଡ଼ିବ ବୋଲି ଦର୍ଶାଇ ଓଡ଼ିଶା କଂଗ୍ରେସ…

ପଶ୍ଚିମବଙ୍ଗରେ TMC ବିଭାଜନ ପରେ ନୂଆ ସଙ୍କଟ, ବହୁଜନ NCPI ଉପରେ ବିଦ୍ରୋହୀ ସାଂସଦଙ୍କ ନଜର

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସରେ ଦେଖାଦେଇଥିବା ବିଦ୍ରୋହ ଏବେ ଏକ ନୂଆ ମୋଡ଼ ନେଇଛି। ଦଳର ୨୦ ଜଣ ଲୋକସଭା ସାଂସଦ କାକୋଲି ଘୋଷ ଦସ୍ତିଦାରଙ୍କ ନେତୃତ୍ୱରେ ଏକ ନୂଆ ଗୋଷ୍ଠୀ ଗଠନ କରିବା ସହ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟି ଅଫ୍ ଇଣ୍ଡିଆ (NCPI)…

ରକ୍ତ ପରୀକ୍ଷା ପାଇଁ ଆଉ ଘଣ୍ଟାଘଣ୍ଟା ଠିଆ ହେବେ ନାହିଁ ରୋଗୀ; କରାଯିବ ଟୋକୋନ୍ ବ୍ୟବସ୍ଥା

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ରକ୍ତ ପରୀକ୍ଷା ପାଇଁ ଆଉ ଧାାଡିରେ ଘଣ୍ଟା ଘଣ୍ଟା ଠିଆ ହେବାକୁ ପଡ଼ିବ ନାହିଁ । ସେଥିପାଇଁ ପାଥୋଲୋଜି ବିଭାଗରେ ନିର୍ମାଣ ଚାଲିଛି ସ୍ୱତନ୍ତ୍ର ରକ୍ତ ପରୀକ୍ଷା ୟୁନିଟ୍ । ସେଠାରେ ପ୍ରାୟ ୨୫୦ରୁ ଅଧିକ ରୋଗୀଙ୍କୁ ବସିବା ପାଇଁ ଚୌକି ବ୍ୟବସ୍ଥା କରାଯିବ ।…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…

ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀଙ୍କ ପଞ୍ଜୀକରଣ: ମନ୍ତ୍ରୀ

ଭୁବନେଶ୍ୱର: ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ…

Myanmar Military Airstrike: ବୌଦ୍ଧ ମଠ ଉପରେ ସେନାର ଏୟାରଷ୍ଟ୍ରାଇକ;୧୪ ମୃତ, ୨୦ ଆହତ

ନୂଆଦିଲ୍ଲୀ:ଶୁକ୍ରବାର ଦିନ ମିଆଁମାର ସେନା କେନ୍ଦ୍ରୀୟ ସାଗାଇଙ୍ଗ ଅଞ୍ଚଳରେ (monastery in Sagaing Region)ଥିବା ଏକ ବୌଦ୍ଧ ମଠ ଉପରେ ଏୟାରଷ୍ଟ୍ରାଇକ କରିଛି । ଏହି ଆକ୍ରମଣରେ ଏକ ସପ୍ତାହ ବ୍ୟାପୀ ଧ୍ୟାନ ଶିବିରରେ ଅଂଶଗ୍ରହଣ କରୁଥିବା ୧୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣ ସକାଳ…

ଜାଣିପାରିଲେନି କାମୁଡିଦେଲା ସାପ, ଚାଲିଗଲା କକା-ପୁତୁରାଙ୍କ ଜୀବନ

ନୂଆପଡ଼ା: ରାତିରେ ଖୋଲା କ୍ୟାମ୍ପରେ ଶୋଇଥିବା ବେଳେ ଅଜାଣତରେ ବିଷାକ୍ତ ସାପ କାମୁଡ଼ିଦେଲା। ସାପ କାମୁଡ଼ିଥିବା ଜାଣିପାରିଲେ ନାହିଁ କକା-ପୁତୁରା। ଅନ୍ୟ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନେବା ପରେ ସେଠାରେ ଜଣାପଡ଼ିଲା କକା-ପୁତୁରାଙ୍କୁ ମଧ୍ୟ ସାପ କାମୁଡ଼ିଛି। ଚିକିତ୍ସାଧୀନ…

Explosion At NTPC Plant:କଣିହାଁ NTPC କୋଇଲା ବଙ୍କରରେ ବିସ୍ଫୋରଣ;୫ ଆହତ, ଯାଞ୍ଚ ପାଇଁ ଉଚ୍ଚସ୍ତରୀୟ ବୈଷୟିକ କମିଟି…

ତାଳଚେର:କଣିହାଁ ସ୍ଥିତ NTPC(National Thermal Power Corporation) ପ୍ଲାଣ୍ଟରେ ବିସ୍ଫୋରଣ । କଣିହାଁସ୍ଥିତ ଏନଟିପିସି ପ୍ଲାଣ୍ଟରେ ଗତକାଲି ରାତିରେ ୧ ନମ୍ବର ସିଏଚପି ବଙ୍କର ବ୍ଲାଷ୍ଟ ହୋଇଥିବା ଜଣା ପଡିଛି। ବିସ୍ଫୋରଣରେ କୋଇଲା ବଙ୍କର-ୱାନରେ କାମ କରୁଥିବା ୫ ଜଣ ଶ୍ରମିକ ଗୁରୁତର ଆହତ…

୩୧ ରୁ ରତ୍ନଭଣ୍ଡାର ଗଣତି, ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ପୁରୀ: ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ତଥା କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ, ଆସନ୍ତା ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାର ଗଣତି। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ (SOP) ଅନୁଯାୟୀ ଅନୁଷ୍ଠିତ ହେବ। । ଏନେଇ ଶ୍ରୀମନ୍ଦିର…

Sugar Prices: କାହିଁକି ଉପରମୁହାଁ ଚିନି ଦର? ୬୦ ଛୁଇଁଲାଣି କିଲୋ! ସରକାର କହିଲେ ପ୍ରକୃତ କାରଣ…

ନୂଆଦିଲ୍ଲୀ: ଚା’ରେ ଚିନି ଟିକେ ଅଧିକ ପଡ଼ିଲେ ଏବେ ପକେଟ୍‌ ଉପରେ ବି ପ୍ରଭାବ ପଡ଼ୁଛି। ଗତ ଏକ ମାସ ମଧ୍ୟରେ ଦେଶରେ ଚିନି ଦରରେ ଉଲ୍ଲେଖନୀୟ ବୃଦ୍ଧି ହୋଇଛି। କିଲୋ ପିଛା ହାରାହାରି ଖୁଚୁରା ଦର ୪୮.୧୮ ଟଙ୍କାରୁ ବଢ଼ି ୫୫.୭୦ ଟଙ୍କାରେ ପହଞ୍ଚିଛି। ରାଜ୍ୟରେ ତ ଚିନି ଦର ୬୦ ଟଙ୍କାରେ ବି ବିକ୍ରି…