Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମାଲକାନଗିରିରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍‌ କଲେ ଜିଲ୍ଲାପାଳ। ହେଡ୍‌ କ୍ୱାର୍ଟର୍ସ ନଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ। ଜିଲ୍ଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ନ…

ପୂଜା ପାଇଁ ଏଥର ଆଗୁଆ ମିଳିବ ଦରମା…

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ…

ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା: ଥାର୍ ମାଲିକ ଗିରଫ

ଭୁବନେଶ୍ୱର: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା । ଏହି ଘଟଣାରେ ପୂର୍ବରୁ ୩ ଜଣ ଗିରଫ ହୋଇଥିବାବେଳେ, ଏବେ ଥାର୍ ମାଲିକ ହେଲେ ଗିରଫ । ପୁରୀରୁ ଥାର୍ ମାଲିକ ସୋମନାଥ ବେହେରାଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଗତ ୯…

‘ନିଜ ଲୋକଙ୍କ ଉପରୁ ବୋମା ପକାଇବାରୁ ଫୁରସତ ମିଳୁ’: ପାକିସ୍ତାନକୁ କଡା ସମାଲୋଚନା କଲା ଭାରତ

ନୂଆଦିଲ୍ଲୀ: ସଂଯୁକ୍ତ ରାଷ୍ଟ୍ର ମାନବଧିକାର ପରିଷଦ (UNHRC)ରେ ଭାରତ ପୁଣି ଥରେ ପାକିସ୍ତାନକୁ ସମାଲୋଚନା କରିଛି। ଆତଙ୍କବାଦ ପ୍ରସଙ୍ଗଠୁ ନେଇ ପିଓକେ ଓ ନିକଟରେ ଖବୈର ପଖତୁନଖ୍ୱାରେ ପାକ୍‌ ସେନାର ବୋମା ମାଡ଼କୁ ନେଇ କଡ଼ା ଜବାବ ଦେଇଛି ଭାରତ। ଆତଙ୍କବାଦକୁ ନେଇ ପ୍ରହାର କରି ପାକ୍‌କୁ ସଭା…

ସ୍କୁଲ ପିଲାଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ: ହଷ୍ଟେଲରେ ନିଯୁକ୍ତ ହେବେ ସ୍ୱାସ୍ଥ୍ୟକର୍ମୀ

ଭୁବନେଶ୍ୱର: ହଷ୍ଟେଲରେ ରହୁଥିବା ସ୍କୁଲ ପିଲାଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ପିଲାଙ୍କ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବା ଲାଗି ଆପଣାଇଛନ୍ତି ନୂଆ ପଦକ୍ଷେପ। ଏଣିକି ହଷ୍ଟେଲରେ ନିଯୁକ୍ତ ହେବେ ସ୍ୱାସ୍ଥ୍ୟକର୍ମୀ ବା ନର୍ସ। ରାଜ୍ୟର ସମସ୍ତ ସରକାରୀ ହଷ୍ଟେଲରେ…

ହନୁମାନଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହେଲେ ଆମେରିକା ନେତା

ଓ୍ବାଶିଂଟନ୍: ଆମେରିକାର ଟେକ୍ସାସ ରାଜ୍ୟରେ ରିପବ୍ଲିକାନ ନେତା ଆଲେକଜାଣ୍ଡାର ଡଙ୍କନ ହନୁମାନଙ୍କ ବିଷୟରେ ଏକ ବୟାନ ଦେଇ ବିବାଦରେ ଫଶିଛନ୍ତି । ଏଥିସହିତ ଆମେରିକା ଏକ ଖ୍ରୀଷ୍ଟିଆନ୍‌ ରାଷ୍ଟ୍ର ବୋଲି ସେ ଘୋଷଣା କରିଛନ୍ତି । ତାଙ୍କର ଏଭଳି ମନ୍ତବ୍ୟକୁ ବିଭିନ୍ନ ସମ୍ପ୍ରଦାୟ ଏବଂ ଇଣ୍ଟରନେଟ୍‌…

Jaishankar-Rubio Meet: ‘ଭାରତ ସହିତ ଦୃଢ଼ ସମ୍ପର୍କ ପରେ ବି ଶୁଳ୍କ ଲାଗୁ’, ରୁବିଓ କହିଲେ କାହିଁକି…

ନୂଆଦିଲ୍ଲୀ: ଆମେରିକାର ବିଦେଶ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କ ଦେଶ ସହିତ ଭାରତର ସମ୍ପର୍କ ଉପରେ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ରୁବିଓ କହିଛନ୍ତି ଯେ ଆମେରିକା ଏବଂ ଭାରତ ମଧ୍ୟରେ ସମ୍ପର୍କ ବହୁତ ମଜବୁତ, କିନ୍ତୁ ୟୁକ୍ରେନ ଯୁଦ୍ଧ ଯୋଗୁଁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର…

Katrina Kaif-Vicky Kaushal: ପୁଣି ଆଉ ଜଣେ ବଲିଉଡ୍ ଦମ୍ପତି ପିତାମାତା ହେବେ, ବେବି ବମ୍ପର ଏକ ସୁନ୍ଦର ଫଟୋ ପୋଷ୍ଟ…

ମୁମ୍ବାଇ: ବଲିଉଡର ସବୁଠାରୁ ପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଜଣେ, କ୍ୟାଟ୍ରିନା କୈଫ୍ ଏବଂ ଭିକି କୌଶଳ, ପ୍ରଶଂସକମାନଙ୍କୁ ବହୁ ପ୍ରତୀକ୍ଷିତ ଖୁସି ଖବର ଦେଇଛନ୍ତି। ସେମାନେ ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି। ଖୁବଶୀଘ୍ର ସେମାନେ ବାପାମାଆ ହେବାକୁ ଯାଉଛନ୍ତି। ହଁ, କ୍ୟାଟ୍ରିନା କୈଫ୍ ଏବଂ ଭିକି…

ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଅର୍ଥାତ୍ ଆସନ୍ତା କାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର…