Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଢୁଛି ଜଳସ୍ତର; ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଫଳରେ ବଢୁଛି ହୀରାକୁଦ ଜଳସ୍ତର । ପୁଣି ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ଆଉ ୪ଟି ଗେଟ୍ । ପୂର୍ବରୁ ୮ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା । ତେବେ ଏହାକୁ ମିଶାଇ ବର୍ତ୍ତମାନ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।…

Navratri 2025 Day3 Puja:ଦେବୀ ଦୁର୍ଗାଙ୍କ ତୃତୀୟ ରୂପ ମା’ ଚନ୍ଦ୍ରଘଣ୍ଟା; ଜାଣନ୍ତୁ ପୂଜାବିଧି….

ଭୁବନେଶ୍ବର: ୨୪ ସେପ୍ଟେମ୍ବର ୨୦୨୫ ନବରାତ୍ରୀର ତୃତୀୟ ଦିନ । ନବରାତ୍ରୀର ତୃତୀୟ ଦିନ ଦେବୀ ଦୁର୍ଗାଙ୍କ ତୃତୀୟ ରୂପ ମା ଚନ୍ଦ୍ରଘଣ୍ଟାଙ୍କ ପୂଜା କରାଯାଏ । ଏହି ଦେବୀଙ୍କୁ ପୂଜା କରିବା ଦ୍ବାରା ଅସୀମ ସାହସ, କୃପା ଏବଂ ଯୋଦ୍ଧା ସ୍ବଭାବ ପ୍ରାପ୍ତ ହୁଏ । ମାତା ଚନ୍ଦ୍ରଘଣ୍ଟାଙ୍କୁ ଶାନ୍ତି,…

ମାଓ ଡମ୍ପରୁ ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଏସଏଫ୍‌ ଓ ଡିଭିଏଫକୁ ପୁଣି ସଫଳତା । କାଲିମେଳା ବ୍ଲକର ଭେଜଙ୍ଗୱାଡା ଆରଏଫର ଦୟାଲତଙ୍ଗ ଏବଂ ଏଲକାନୁର ଜଙ୍ଗଲରେ ମାଓ ଡମ୍ପକୁ ଉଦ୍ଧାର ହୋଇଛି । ଏଥିରେ ଟିଫିନ୍ ବୋମା ପ୍ରସ୍ତୁତ ପାଇଁ ଷ୍ଟିଲ ଟିଫିନ, ଗ୍ରନେଡ, ଜିଲୋଟିନ ଷ୍ଟିକ, କୋଡେକ୍ସ ତାର, ୩୬ଟି…

କେନ୍ଦୁପତ୍ର ଚୋରା ଚାଲାଣ କରି ଫରେଷ୍ଟର୍ ନିଲମ୍ବିତ: ରେଞ୍ଜର ଫେରାର

ଟିଟିଲାଗଡ: କେନ୍ଦୁପତ୍ର ଚୋରାଚାଲାଣ ଅଭିଯୋଗରେ ନିଲମ୍ବିତ ହେଲେ ଫରେଷ୍ଟର । ଫରେଷ୍ଟର ଅରକ୍ଷିତ ଦଳାଇଙ୍କୁ ନିଲମ୍ବିତ କରିଛନ୍ତି ଟିଟିଲାଗଡ ଡିଏଫଓ । କେନ୍ଦୁପତ୍ରର ବିଭାଗ ପ୍ରାଥମିକ ତଦନ୍ତ କରି ଫରେଷ୍ଟରଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେଇଛି । ସୂଚନା ମୁତାବକ, ଟିଟିଲାଗଡ ଡିଭିଜନ ନୂଆପାଲି…

ଏହି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…

କୋରାପୁଟ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହା ଫଳରେ କୋରାପୁଟ ଜିଲ୍ଲା ପ୍ରଶାସନ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛି। ସେପ୍ଟେମ୍ବର ୨୭ ତାରିଖ ବେଳକୁ ଦକ୍ଷିଣ…

ଓଡ଼ିଶାକୁ ପ୍ରାଧାନ୍ୟ, ୮ ନେତୃବୃନ୍ଦଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ତିନୋଟି ରାଜ୍ୟରେ କଂଗ୍ରେସ ସଂଗଠନକୁ ସୁଦୃଢ କରିବା ପାଇଁ ସଂଗଠନ ସୃଜନ ଅଭିଯାନରେ ଜିଲ୍ଲା ସଭାପତି ଚୟନ ପ୍ରକ୍ରିୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତେଲେଙ୍ଗାନା, ଛତିଶଗଡ ରାଜ୍ୟର ଜିଲ୍ଲା ସଭାପତି ଚୟନ ନେଇ ଏଆଇସିସି ଓଡିଶାକୁ ପ୍ରାଧାନ୍ୟ ଦେଇ ୮ ଜଣ ନେତୃବୃନ୍ଦଙ୍କୁ ସଂଗଠନ…

ପେଟ୍ରୋଲ ପମ୍ପରେ ଯୋଗାଣ ବିଭାଗର ଅଚାନକ ଚଢ଼ାଉ, ମାନ ପରୀକ୍ଷଣ ପାଇଁ ପଠାଗଲା ଡିଜେଲ

ଭୁବନେଶ୍ବର: ଭୁବନେଶ୍ୱର ନୂଆଗାଁରେ ଥିବା ଲିଙ୍ଗରାଜ ପେଟ୍ରୋଲ ପମ୍ପ ଉପରେ ଆଜି ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି । ଚଢ଼ାଉ ସମୟରେ ଅଧିକାରୀମାନେ ଡିଜେଲର ମାନରେ କିଛି ତ୍ରୁଟି ପରିଲକ୍ଷିତ ହେବାରୁ ଏହାର ନମୁନା ସଂଗ୍ରହ କରାଯାଇ ଫୋରେନ୍ସିକ୍‌ ଲାବୋରେଟୋରୀକୁ ପଠାଇଛନ୍ତି । ପମ୍ପରେ…

ବୌଦ୍ଧରେ ବାଣ ବିସ୍ଫୋରଣ ଘଟଣା; ବନ୍ଧାହେଲେ ୫ଅଭିଯୁକ୍ତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟାରେ ବାଣ ଥିବା ଏକ ଗୋଦାମରେ ଗତ ରବିବାର ଘଟିଥିବା ବଡ଼ଧରଣର ବିସ୍ଫୋରଣ ହୋଇଥିଲା । ଏହି ଘଟଣାରେ ସଂପୃକ୍ତ ୫ ଜଣ ଅଭିଯୁକ୍ତଙ୍କୁ ବୌଦ୍ଧ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପୁରୁଣାକଟକ ଥାନା…

କେବେ ଥମିବ ହାତୀ-ମଣିଷ ଲଢେଇ? ୪ ମାସରେ ୪୫ ମୃତ

ଭୁବନେଶ୍ୱର: ଗତ ସାଢ଼େ ୪ ମାସରେ ହାତୀ-ମଣିଷ ଲଢ଼େଇ ମଧ୍ୟରେ ୪୫ ଜଣ ଲୋକଙ୍କ ଜୀବନ ଯାଇଛି । ଏପରିକି ଏହି ସମୟ ମଧ୍ୟରେ ବିଭିନ୍ନ କାରଣରୁ ୯ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୭ଟି ହାତୀର ଜୀବନ ଯାଇଥିବା ନେଇ ମଙ୍ଗଳବାର ବିଧାନସଭାର ମୌସୁମୀ ଅଧିବେଶନରେ ଗୃହରେ ଏହି ତଥ୍ୟ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ଶ୍ରୀମୟୀଙ୍କ ସହ ୩ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ମଙ୍ଗଳବାର ଦିନ ବିଜୁ ଜନତା ଦଳ (ବିଜେଡି) ଶ୍ରୀମୟୀ ମିଶ୍ରଙ୍କ ସମେତ ତିନି ଜଣ ନେତାଙ୍କୁ ନିଲମ୍ବିତ କରିଛି। ବିଜେଡିର ମୁଖ୍ୟାଳୟର ଉପାଧ୍ୟକ୍ଷ ପ୍ରତାପ ଜେନାଙ୍କ ଦ୍ୱାରା ସ୍ୱାକ୍ଷରିତ ଏକ ନିର୍ଦ୍ଦେଶରେ କୁହାଯାଇଛି ଯେ ଦଳ…