Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Water Resources Department: ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ…

ପଞ୍ଚୁକ ପରେ ହେବ ରତ୍ନଭଣ୍ଡାରର ଗଣତିମଣତି

ଭୁବନେଶ୍ୱର: ପଞ୍ଚୁକ ପରେ ହେବ ରତ୍ନଭଣ୍ଡାରର ଗଣତିମଣତି। ଏନେଇ ପ୍ରକ୍ରିୟା ଜାରି ରହିଥିବା କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପଞ୍ଚୁକରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଉପରେ ଦିଆଯାଇଛି ଗୁରୁତ୍ୱ । ସିଂହଦ୍ୱାର ଦେଇ ପ୍ରବେଶ, ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟାବସ୍ତା ହୋଇଛି ।…

Pradeep Jena: ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଦାଏର ହେଲା ଜନସ୍ବାର୍ଥ ମାମଲା

ଭୁବନେଶ୍ୱର: ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି । ଭୁବନେଶ୍ବର କ୍ଲବ ସଭାପତି ଭାବେ ନିର୍ବାଚିତ ପରେ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି । ସୁବ୍ରତ କୁମାର ତ୍ରିପାଠୀ ନାମକ ସାମ୍ବାଦିକଙ୍କ ପକ୍ଷରୁ ଦାୟର ହେଲା ଜନସ୍ବାର୍ଥ ମାମଲା । ଓଇଆରସି ଅଧ୍ୟକ୍ଷ…

Raja Chakra: ଗନ୍ଧମାର୍ଦ୍ଦନ ଲୋଡିଂ କେଳେଙ୍କାରୀ: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ

କଟକ: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ କେଳେଙ୍କାରୀ ମାମଲା । ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରଙ୍କୁ ହାଇକୋର୍ଟରୁ ଝଟ୍‌କା ଲାଗିଛି। ରାଜା ଚକ୍ରର ଜାମିନ ଆବେଦନ ଖାରଜ ହୋଇଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ କଲେ…

କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ

ଭୁବନେଶ୍ବର: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ 'କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ' ୨୦୨୫ରେ ସମ୍ମାନିତ କରାଯାଇଛି। ରାଜ୍ୟ ପୋଲିସ ଏହାର X ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି। ପୁରସ୍କାରପ୍ରାପ୍ତ…

ନିର୍ବାଚନୀ ଆଚରଣ ବିଧି ଉଲ୍ଲଂଘନ; ଓଆଇଏସ ଅଧିକାରୀ ତନୁଜା ମହାନ୍ତି ନିଲମ୍ୱିତ

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ ଓଡ଼ିଶା ସୂଚନା ସେବା (ଓଆଇଏସ) ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଅବଧି…

Adi kailash-Om parvat yatra: ସହଜ ହେବ ଆଦି କୈଳାସ ଯାତ୍ରା:୫.୪କି.ମି ସୁଡ଼ଙ୍ଗ ହେବ ନିର୍ମାଣ,ଏପରି ରହଛି…

ନୂଆଦିଲ୍ଲୀ:ଆଦି କୈଳାସ ଯାତ୍ରା ହେବ ସହଜ । ଓମ୍ ପର୍ବତ କୈଳାସ ମାନସରୋବର ଯାତ୍ରା ମାର୍ଗରେ ଚୀନ୍ ସୀମା ସଂଲଗ୍ନ ପିଥୌରାଗଡ଼ର ବ୍ୟାସ ଉପତ୍ୟକାକୁ ସହଜ ଏବଂ ନିରାପଦ କରିବା ପାଇଁ କେନ୍ଦ୍ର ସରକାର ଏକ ୫.୪ କିଲୋମିଟର ଲମ୍ବା ସୁଡ଼ଙ୍ଗ ନିର୍ମାଣ କରିବେ। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ…

Ind-US Deal: ପ୍ରତିରକ୍ଷା କ୍ଷେତ୍ରରେ ବଡ ଡିଲ୍ କଲେ ଭାରତ-ଆମେରିକା, ପୂର୍ବରୁ କେବେ ହୋଇନଥିଲା ଏମିତିକା ଡିଲ୍…

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ୧୦ ବର୍ଷର ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷର କରିଛନ୍ତି। ମାଲେସିଆର ରାଜଧାନୀ କୁଆଲାଲମ୍ପୁରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସହ ସାକ୍ଷାତ କରିବା ପରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ୍ ହେଗସେଥ୍ ଏହା ଘୋଷଣା କରିଛନ୍ତି। ଚୁକ୍ତି ଅନୁଯାୟୀ, ଉଭୟ…

SI Exam Scam Case: SI ପରୀକ୍ଷା କେଳେଙ୍କାରୀ ମାମଲା: CBIକୁ କେସ ରେକର୍ଡ ହସ୍ତାନ୍ତର କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: SI ପରୀକ୍ଷା କେଳେଙ୍କାରୀ ମାମଲାରେ CBIକୁ ସହଯୋଗ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି ବିନୟ ତୋଷ ମିଶ୍ର। ତଦନ୍ତରେ ସହଯୋଗ କରାଯିବ ସହ ସମସ୍ତ ତଥ୍ୟ ସିବିଆଇକୁ ଦିଆଯିବ। ଆନ୍ତଃରାଜ୍ୟ ଲିଙ୍କ୍ ଥିବା ପୂର୍ବରୁ କହିଥିଲୁ ବୋଲି କହିଛନ୍ତି…

Statue of Unity କାହିଁକି ସ୍ୱତନ୍ତ୍ର?, ଆସନ୍ତୁ ଜାଣିବା ବିଶ୍ବର ସବୁଠୁ ଉଚ୍ଚ ସର୍ଦ୍ଦାର ପଟେଲଙ୍କ ଏହି…

ନୂଆଦିଲ୍ଲୀ: ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମଜୟନ୍ତୀ । ଏଥିପାଇଁ ଗୁରୁରାଟ ସ୍ଥିତ ବିଶ୍ବର ସୁଉଚ୍ଚ ପ୍ରତିମୂର୍ତ୍ତି ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଆଜି ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଷ୍ଟାଚ୍ୟୁ ଅଫ୍ ୟୁନିଟି କେବଳ ସର୍ଦ୍ଦାର ପଟେଲଙ୍କ ଅନନ୍ୟ ଅବଦାନର…