Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ: ଇଓଡବ୍ଲ୍ୟୁ ଓ ଏସ୍‌ଟିଏଫ୍ ଆଇଜି ହେଲେ ହିମାଂଶୁ ଲାଲ

ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆଜି ବରିଷ୍ଠ ଆଇପିଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସରକାରୀ ସ୍ତରରେ ପ୍ରକାଶିତ ନୂତନ ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟର କିଛି ଅଭିଜ୍ଞ ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନୂଆ ଏବଂ…

ପାରାଦୀପ ବନ୍ଦରର ବିକାଶକୁ ନୂଆ ଉଡ଼ାଣ: ୪୨୮ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ…

ପାରାଦୀପ: ଆଜି ପାରାଦୀପ ବନ୍ଦରର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଏକ ନୂତନ ଏବଂ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ଶୁକ୍ରବାର ଦିନ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ପାରାଦୀପ ବନ୍ଦର ଗସ୍ତରେ ଆସି ୪୨୭.୮୦ କୋଟି (ପ୍ରାୟ ୪୨୮ କୋଟି) ଟଙ୍କାର…

Hirakud Dam:ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ୍‌,୧୧ ଗେଟ୍ ଦେଇ ଜଳ ନିଷ୍କାସନ

ହୀରାକୁଦ:ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଉଛି । ଫଳରେ ଗୁରୁବାର ରାତିରେ ୨ଟି ଓ ଶୁକ୍ରବାର ସକାଳେ ପୁଣି ୪ଟି ମୋଟ ସମୁଦାୟ ୬ଟି ସ୍ଲୁଇସ ଗେଟ୍‌କୁ ବନ୍ଦ କରାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୯ ଓ ଦକ୍ଷିଣ ପାର୍ଶର…

ନୟାଗଡ଼ରୁ ମିଳିବ ସୁଭଦ୍ରା ଯୋଜନାର ୫ମ କିସ୍ତି; ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର କୋଟିଏରୁ ଊର୍ଦ୍ଧ୍ୱ ମହିଳାଙ୍କୁ ରାଜ୍ୟ ସରକାର ଦେବାକୁ ଯାଉଛନ୍ତି ଏକ ବଡ଼ ଉପହାର । ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ଟଙ୍କା ରାଖୀ ପୂର୍ଣ୍ଣିମା ଦିନ ନୟାଗଡ଼ ଜିଲ୍ଲାରେ ଆୟୋଜିତ ଏକ ଭବ୍ୟ…

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଆସିବାକୁ ନିମନ୍ତ୍ରଣ, କିନ୍ତୁ ଭାରତ ଗସ୍ତକୁ ନେଇ ଦ୍ୱନ୍ଦ୍ୱରେ ଢାକା

ନୂଆଦିଲ୍ଲୀ: କୂଟନୈତିକ ସ୍ତରରେ ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଏକ ଅସ୍ଥିର ପରିସ୍ଥିତି ଲାଗି ରହିଥିବା ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ‘ବ୍ରିକ୍ସ’ ଶିଖର ସମ୍ମିଳନୀରେ ସାମିଲ ହେବା…

ଅତ୍ୟଧିକ ମିଠା ଖାଉଛନ୍ତି କି? ସାବଧାନ, ହୋଇପାରେ ଟାଇପ୍-୨ ଡାଇବେଟିସ୍!

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଓଡ଼ିଶାରେ ତଥା ସମଗ୍ର ଦେଶରେ ଟାଇପ୍-୨ ଡାଇବେଟିସ୍ ବା ମଧୁମେହ ରୋଗୀଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ଆମର ଅସ୍ୱାସ୍ଥ୍ୟକର ଜୀବନଶୈଳୀ, ବିଶେଷ କରି ଅତ୍ୟଧିକ ଚିନି ବା ମିଠା ଜାତୀୟ ଖାଦ୍ୟ ଖାଇବା ଏହାର ଏକ…

Poland backs India’s anti-terror stance:‘ଆମେ ଭାରତ ସହ ଅଛୁ’: ଆତଙ୍କବାଦ ବିରୋଧୀ ଲଢ଼େଇରେ ଏହି ଦେଶ ଭାରତକୁ…

ନୂଆଦିଲ୍ଲୀ:ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତକୁ ଖୋଲା ସମର୍ଥନ ଜଣାଇ ପୋଲାଣ୍ଡ ଏକ ବାର୍ତ୍ତା ପ୍ରଦାନ କରିଛି। ଭାରତରେ ପୋଲାଣ୍ଡର ରାଷ୍ଟ୍ରଦୂତ ପିଓଟର୍ ଆଣ୍ଟୋନି ସ୍ୱିଟାଲ୍‌ସ୍କି କହିଛନ୍ତି ଯେ, ବିଶ୍ୱର ଯେକୌଣସି ସ୍ଥାନରେ ଥିବା ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀରେ ମୁଖ୍ୟମନ୍ତ୍ରୀ, ହଜାର ହଜାର ସାଧୁସନ୍ଥଙ୍କ ଜନସମାଗମ

ଅନୁଗୁଳ: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବକୁ ନେଇ ଚଳଚଞ୍ଚଳ ହୋଇଛି ତାଳଚେରର ଗୁରୁଜାଙ୍ଗ। ଆଜିଠାରୁ ଏହି ଶତବାର୍ଷିକୀ ମହୋତ୍ସବର ଉଦ୍‌ଘାଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ଆଗାମୀ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ…

ଗଞ୍ଜାମ ଜିଲ୍ଲା ସୌର ସ୍ଥାପନାରେ ପ୍ରଥମ: ଦକ୍ଷିଣ ଓଡ଼ିଶାରେ ସ୍ୱଚ୍ଛ ଶକ୍ତି ରୂପାନ୍ତରଣକୁ ମିଳୁଛି ଅଧିକ ଗତି

ବ୍ରହ୍ମପୁର: ଛାତ ଉପରେ ସୌର ଶକ୍ତି ସ୍ଥାପନା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଓଡ଼ିଶାର ଅଗ୍ରଣୀ ଜିଲ୍ଲା ଭାବେ ଉଭା ହୋଇଛି। ଜିଲ୍ଲାରେ ୧୬,୪୧୮ଟି ସୌର ସ୍ଥାପନା ହୋଇଥିବା ବେଳେ ଏହା ରାଜ୍ୟରେ ସର୍ବାଧିକ। ଏହି ସଫଳତା ଦକ୍ଷିଣ ଓଡ଼ିଶାର ଏହି ଜିଲ୍ଲାକୁ ସ୍ୱଚ୍ଛ ଓ ଅକ୍ଷୟ ଶକ୍ତି ଆଡ଼କୁ ଓଡ଼ିଶାର…

ଆଖି ବୁଜିଲେ ବର୍ଷିଆନ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାଁନ୍ତି ବର୍ଷିଆନ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟ । ୮୮ ବର୍ଷ ବୟସରେ ଆଖି ବୁଜିଛନ୍ତି ସେ । ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ହୋଇଛି । ତାଙ୍କର ମୃତ୍ୟୁ ପରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ପହଞ୍ଚିଛନ୍ତି । ସଙ୍ଗୀତ ନାଟକ ଏକାଡେମୀ ଓ ରାଜ୍ୟ ଚଳଚିତ୍ର ପୁରସ୍କାର ସେ…