Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍‌…

ଭୁବନେଶ୍ୱର: ସ୍ୱୟଂ ସହାୟକ ଗୋଷ୍ଠୀର ଭଉଣୀମାନେ କେବଳ ଲାଭାର୍ଥୀ ନୁହନ୍ତି, ସେମାନେ ଓଡ଼ିଶା ବିକାଶ ଯାତ୍ରାରେ ଅଂଶୀଦାର । ସେମାନଙ୍କ କଠିନ ପରିଶ୍ରମ, ଶୃଙ୍ଖଳା ଏବଂ ଉଦ୍ୟୋଗୀ ମନୋଭାବ ଗ୍ରାମୀଣ ଅର୍ଥନୀତିରେ ପରିବର୍ତ୍ତନ ଆଣିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଠାରେ…

Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…

ନୂଆଦିଲ୍ଲୀ: ୧ ଫେବୃଆରୀରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଇଛି। ତେବେ ଆସନ୍ତୁ ଜାଣିବା ଚଳିତ ବର୍ଷ କେନ୍ଦ୍ରୀୟ ବଜେଟରେ ମଧ୍ୟବିତ୍ତ ବର୍ଗ ଏବଂ ସାଧାରଣ ଜନତାଙ୍କ ପାଇଁ କ’ଣ ପରିବର୍ତ୍ତନ କରାଯାଇଛି। ବଜେଟରେ ମଧ୍ୟବିତ୍ତ ବର୍ଗ ଏବଂ ସାଧାରଣ ଜନତାଙ୍କ ପାଇଁ ଟିକସ…

Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍ ଏକ ଅଭିବୃଦ୍ଧି ମୂଳକ ବଜେଟ୍। ସମାଜର ସବୁ ବର୍ଗର ଲୋକଙ୍କ ଅଭିବୃଦ୍ଧି ଉପରେ ଏଥିରେ ଗୁରୁତ୍ବ ଦିଆଯାଇଛି। ଯୁବ ଶକ୍ତିର ବିକାଶ ଉପରେ ସ୍ବତନ୍ତ୍ର ଫୋକସ୍…

Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି

ନୂଆଦିଲ୍ଲୀ: ସରକାର ୨୦୨୬ ବଜେଟରେ ଗେମିଂ ଏବଂ କଣ୍ଟେଣ୍ଟ ସୃଷ୍ଟି କ୍ଷେତ୍ର ପାଇଁ ପ୍ରମୁଖ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ସଂସଦରେ ତାଙ୍କର ନବମ ବଜେଟ୍ ଉପସ୍ଥାପନ କରି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନବସୃଜନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଏକ ବିକଶିତ ଭାରତର ସବୁଠାରୁ ବଡ଼ ଇଞ୍ଜିନ୍ ଭାବରେ…

ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୭.୮୫ ଲକ୍ଷ କୋଟି ଟଙ୍କାର ପ୍ରତିରକ୍ଷା ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଗତ ଆର୍ଥିକ ବର୍ଷର ୬.୮୧ ଲକ୍ଷ କୋଟି ଟଙ୍କା ତୁଳନାରେ ଏକ ବଡ଼ ବୃଦ୍ଧି। ଯାହା ଦେଶର ମୋଟ ଜିଡିପି (GDP)ର ପ୍ରାୟ ୧୧ ପ୍ରତିଶତ ଅଟେ ।…

ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ୍ ୨୦୨୬ ଉପସ୍ଥାପନା କରିଛନ୍ତି । ଏହା ତାଙ୍କର ଲଗାତର ୯ମ ବଜେଟ୍‌ । ଆଜିର ଏହି ବଜେଟ୍ ରେ ଖାଲି ହେବ ନିଶାଡିଙ୍କ ପକେଟ୍ । ବଜେଟରେ ମଦ-ସିଗାରେଟ୍ ଏବଂ ପାନ ମସଲା ମହଙ୍ଗା ହୋଇଛି । ଏସବୁକୁ ସେବନ କରୁଥିବା ଲୋକଙ୍କ…

Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…

ନୂଆଦିଲ୍ଲୀ: ୨୦୨୬ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ କ୍ଷେତ୍ର ପାଇଁ ଅନେକ ଘୋଷଣା କରିଛନ୍ତି। ଏଥିରେ ପର୍ଯ୍ୟଟନ ଗାଇଡମାନଙ୍କୁ ଦକ୍ଷତା ତାଲିମ ପ୍ରଦାନ କରିବା, ଜାତୀୟ ଆତିଥ୍ୟ ପ୍ରତିଷ୍ଠାନ ପ୍ରତିଷ୍ଠା କରିବା ଏବଂ ବିଦେଶ ଯାତ୍ରାରେ TCSକୁ ଯଥେଷ୍ଟ ହ୍ରାସ କରି ଯାତ୍ରା…

Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୦୨୭ରେ ଦେଶର ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା କରିବେ । ବିଶେଷ କରି STEM (ବିଜ୍ଞାନ, ବୈଷୟିକ ଜ୍ଞାନକୌଶଳ, ଇଞ୍ଜିନିୟରିଂ ଏବଂ ଗଣିତ) ବିଭାଗରେ ଅଧ୍ୟୟନ କରୁଥିବା…

Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ…

ନୂଆଦିଲ୍ଲୀ: ଆଜି ବଜେଟ୍‌ ୨୦୨୬-୨୭ ଉପସ୍ଥାପନ ହୋଇଛି । ବଜେଟ୍‌ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି । ବଜେଟ୍‌ ଘୋଷଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ଏହି ବଜେଟ୍‌ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା…

Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ୍ ଉପସ୍ଥାପନ କରିଛନ୍ତି। ଯାହା ପରେ ସେନସେକ୍ସ ଏବଂ ନିଫ୍ଟି ଦ୍ରୁତ ଭାବେ ହ୍ରାସ ପାଇଥିଲା। ଅପରାହ୍ନ ୧୨ଟା ୩୫ମି.ରେ ସେନସେକ୍ସ ୧,୭୦୦ ପଏଣ୍ଟ ହ୍ରାସ ପାଇ ୮୦,୮୦୪ରେ କାରବାର କରୁଥିଲା। ନିଫ୍ଟି ୩୭୭ ପଏଣ୍ଟ ହ୍ରାସ ପାଇ ୨୫,୦୪୧ ରେ…