Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦୁଗ୍ଧ ଚାଷୀଙ୍କ ପାଇଁ ଖୁସି ଖବର: କ୍ଷୀର ସଂଗ୍ରହ ମୂଲ୍ୟ ଲିଟର ପିଛା ୨ ଟଙ୍କା ବଢ଼ାଇଲା ଓମ୍‌ଫେଡ୍

ଭୁବନେଶ୍ୱର: ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀଙ୍କ ପାଇଁ ଏକ ବଡ଼ ତଥା ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ରାଜ୍ୟର ଅଗ୍ରଣୀ ତଥା ସର୍ବବୃହତ୍ ସମବାୟ ଦୁଗ୍ଧ ଉତ୍ପାଦନକାରୀ ସଂସ୍ଥା 'ଓମ୍‌ଫେଡ୍' ପକ୍ଷରୁ କ୍ଷୀର ସଂଗ୍ରହ ବା କ୍ରୟ ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ବୃଦ୍ଧି ଘୋଷଣା କରାଯାଇଛି।…

ପ୍ରଧାନମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି: କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବନ୍ଧୁକ ସହ ୨ ଅଟକ

ମୁମ୍ବାଇ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୁମ୍ବାଇ ଗସ୍ତ ସମୟରେ ଏକ ବଡ଼ ଧରଣର ଅଘଟଣକୁ ସଫଳତାର ସହ ଟାଳି ଦିଆଯାଇଛି । କଡ଼ା ସୁରକ୍ଷା ବଳୟ ମଧ୍ୟରେ ଆୟୋଜିତ ହେଉଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ମୁମ୍ବାଇ ପୋଲିସ ଦୁଇ ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖିବା…

ଚୀନ୍ ସହରଗୁଡ଼ିକ ଉପରେ ଘୁରି ବୁଲୁଛି ପରମାଣୁ ଆକ୍ରମଣର ବିପଦ: ସତର୍କ କରାଇଲା ସେନା, ଜାପାନକୁ କହିଲା ସବୁଠୁ ବଡ଼…

ବେଜିଂ: ଦୁନିଆରେ ପୁଣି ଏକ ପରମାଣୁ ଯୁଦ୍ଧର ଆଶଙ୍କା ଘନୀଭୂତ ହେଉଛି କି? ଚୀନ୍ ସେନା 'ପିପୁଲ୍ସ ଲିବରେସନ୍ ଆର୍ମି' ର ଏକ ତାଜା ଅଧ୍ୟୟନ ରିପୋର୍ଟ ଏବେ ସମଗ୍ର ବିଶ୍ୱରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପିଏଲଏର ରକେଟ୍ ଫୋର୍ସ ସହିତ ଜଡ଼ିତ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଚୀନ୍‌ର ପ୍ରମୁଖ ସହରଗୁଡ଼ିକୁ…

ଦିଲ୍ଲୀ ପିଜି ଟ୍ରାଜେଡି ପରେ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ଭଙ୍ଗାଯିବ ଅସୁରକ୍ଷିତ କୋଠା

ଭୁବନେଶ୍ୱର: ଦିଲ୍ଲୀ PG ଟ୍ରାଜେଡି ପରେ ଭୁବନେଶ୍ୱରରେ କେତେ ସୁରକ୍ଷିତ ବିଭିନ୍ନ ବିଲ୍ଡିଂ । ରାଜଧାନୀ ଭୁବନେଶ୍ୱରରେ ଭଙ୍ଗାଯିବ ଅସୁରକ୍ଷିତ କୋଠା। ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ। ଅସୁରକ୍ଷିତ ବିଲ୍ଡିଂ ଯାଞ୍ଚ କରିବାକୁ ଗଠନ ହୋଇଛି ସ୍ବତନ୍ତ୍ର…

Snehangini’s husband suspended:ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ୱାମୀ ଚାକିରିରୁ ସସପେଣ୍ଡ;ରାଜନୈତିକ…

ଭୁବନେଶ୍ୱର:ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ସସପେଣ୍ଡ୍‌ କରାଯାଇଛି । ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ।…

ଓଡ଼ିଶା ପୋଲିସ ଡିଜି ନିଯୁକ୍ତି ମାମଲା: ପକ୍ଷଭୁକ୍ତ ହେଲେ ଆଇପିଏସ୍‌ ସୁଶାନ୍ତ ନାଥ

କଟକ: ରାଜ୍ୟ ସରକାରଙ୍କ ଅଡୁଆ ବଢ଼ାଉଛି ଓଡ଼ିଶା ପୋଲିସ୍ ଡିଜି ନିଯୁକ୍ତି ବିବାଦ। ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ରୁଜୁ ମାମଲାରେ ସୋମବାର ପ୍ରଥମ ଚୟନ ତାଲିକାରେ ଥିବା ବରିଷ୍ଠ ଆଇପିଏସ୍‌ଙ୍କ ମଧ୍ୟରୁ ସୁଶାନ୍ତ ନାଥ ପକ୍ଷଭୁକ୍ତ ହୋଇଛନ୍ତି। ଚୟନ ତାଲିକାରେ ପ୍ରଥମେ…

୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି…

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ…

ପାଠ ପଢୁଛନ୍ତି ଆତଙ୍କୀ! ଜୈଶ୍ ମୁଖ୍ୟାଳୟରେ ୨ ମାସର ଟ୍ରେନିଂ

ନୂଆଦିଲ୍ଲୀ: ଭାରତ ବିରୋଧରେ ପାକିସ୍ତାନ ପୁଣି ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ରଚୁଥିବା ଗୁପ୍ତଚର ସୂଚନାରୁ ପ୍ରକାଶ ପାଇଛି। ପାକିସ୍ତାନର ପ୍ରମୁଖ ଆତଙ୍କବାଦୀ ସଂଗଠନ 'ଜୈଶ୍-ଏ-ମହମ୍ମଦ' ଏବଂ 'ଲସ୍କର-ଏ-ତୋଇବା'ର ଆତଙ୍କବାଦୀମାନଙ୍କୁ ଏକାସାଙ୍ଗରେ ଏକାଧିକ ଡ୍ରୋନ୍ ଚଳାଇ ଆକ୍ରମଣ କରିବା…

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଅସୁରକ୍ଷିତ ଏବଂ ଜରାଜୀର୍ଣ୍ଣ କୋଠା ଚିହ୍ନଟ କରିବା ପାଇଁ ଓଡ଼ିଶା ସରକାର ୧୫ ଦିନିଆ ଯାଞ୍ଚ ଅଭିଯାନ ଆରମ୍ଭ କରିଛନ୍ତି। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା କୋଠା ବିରୋଧରେ…

ଓଡ଼ିଶା ଜଙ୍ଗଲରୁ ୫ଟି ବିରଳ ଓରାଙ୍ଗଉଟାନ ଠାବ ଘଟଣା: କେଉଁଠୁ ଆସିଲେ ତଦନ୍ତ କରିବ WCCB

ଭୁବନେଶ୍ୱର: ୫ ଓରାଙ୍ଗଉଟାନ ମିଳିବା ଘଟଣାରେ ତଦନ୍ତ ହେବ କହିଲେ ବିଭାଗୀୟ ମନ୍ତ୍ରୀ। ଏହି ଘଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ୱାଇଲ୍ଡ ଲାଇଫ୍‌ କ୍ରାଇମ୍‌ କଣ୍ଟ୍ରୋଲ ବ୍ୟୁରୋ (WCCB) ତଦନ୍ତ କରିବ ବୋଲି କହିଲେ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଅନ୍ତର୍ଜାତୀୟ ମାଫିଆ…