Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ମୋଦି ଇଭିଏମ୍ ନୁହେଁ, ଲୋକଙ୍କ ହୃଦୟ ହ୍ୟାକ୍ କରନ୍ତି: କଙ୍ଗନା

ନୂଆଦିଲ୍ଲୀ: ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ବିଜେପି ସାଂସଦ କଙ୍ଗନା ରଣାୱତ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ୍ ହ୍ୟାକ୍ କରନ୍ତି ନାହିଁ, ବରଂ ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରଣାୱତ ଏହି ବୟାନ…

ଓପିଟିସିଏଲ ଓ ନାବାର୍ଡ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର:ଓଡିଶାରେ ବିଦ୍ୟୁତ୍ ଭିତ୍ତିଭୂମି ବିକାଶ ପାଇଁ ଓପିଟିସିଏଲ ଏବଂ ନାବାର୍ଡ ମଧ୍ୟରେ ଏକ ଦୀର୍ଘକାଳୀନ ଋଣ ଚୁକ୍ତିନାମା ସ୍ୱାକ୍ଷରିତ ଲୋକସେବା ଭବନରେ ହୋଇଛି। ଏହି ରଣନୈତିକ ଆର୍ଥିକ ସହଭାଗିତା ରାଜ୍ୟର ଆଗାମୀ ଶିଳ୍ପ ପ୍ରକଳ୍ପ ଓ ଗ୍ରାହକମାନଙ୍କ ପାଇଁ ଗୁଣାତ୍ମକ ଏବଂ ନିର୍ଭରଯୋଗ୍ୟ…

Naxal surrender: ୪ନକ୍ସଲଙ୍କ ଆତ୍ମସମର୍ପଣ;ମୁଣ୍ଡରେ ଥିଲା ୨୩ ଲକ୍ଷ

ରାୟପୁର: ଛତିଶଗଡ଼ରେ  ଭୁଷୁଡୁଛି ନକ୍ସଲଙ୍କ ଗଡ । କ୍ରମାଗତ ଭାବେ ଆତ୍ମସମର୍ପଣ କରୁଛନ୍ତି ନକ୍ସଲ । ଆଜି ୨୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ଚାରି ଜଣ ନକ୍ସଲ କାଙ୍କେର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣକାରୀଙ୍କ ମଧ୍ୟରେ ଉତ୍ତର ବସ୍ତର ଡିଭିଜନ, ଡିକେ ଟେକ୍ନିକାଲ୍…

୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ, ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ଗ୍ରୀନ ଫିଲଡ଼…

ଭୁବନେଶ୍ୱର: କେନ୍ଦ୍ର ସରକାର ଓଡ଼ିଶାରେ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସେଥିରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ଓ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ସେହିପରି ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ନୂତନ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ବର: ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ନିୟମିତ ପ୍ରତିଶ୍ରୁତି ଦେଇ ପାଳନ କରୁନଥିବା ଅଭିଯୋଗ। ଏହି ଅଭିଯୋଗ ଆଧାରରେ ଆନ୍ଦୋଳନକୁ ଓହ୍ଲାଇଲା…

ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ କଟକଣା

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ବ୍ୟାନ ହେଲା ସୋସିଆଲ ମିଡିଆ। ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ୍ ମିଡିଆ ବ୍ୟାନ୍ ହୋଇଛି। ଆଜିଠୁ ନୂଆ ନିୟମ ଲାଗୁ ହୋଇଛି । ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍, ୟୁଟ୍ୟୁବ୍‌ରେ ଆକାଉଣ୍ଟ ଥିଲେ ହଟାଇବାକୁ ପଡ଼ିବ ନଚେତ୍ କମ୍ପାନୀକୁ ୩୩ ମିଲିୟନ ଡଲାର…

Deepavali added to UNESCO: ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସାମିଲ ;…

ନୂଆଦିଲ୍ଲୀ:ଆଲୋକର ପର୍ବ ଦୀପାବଳିକୁ ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ(Intangible Cultural Heritage) ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ…

ଜନସାଧାରଣଙ୍କ ପାଇଁ ଖୁସି ଖବର: ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା ରହିବା ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି। ପ୍ରାତଃଭ୍ରମଣକାରୀ, ଫିଟନେସ୍ ପ୍ରେମୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, ବିଡିଏ ନିଷ୍ପତ୍ତି ନେଇଛି ଯେ, ସପ୍ତାହାନ୍ତରେ…

Mahanadi water dispute: ମହାନଦୀ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର:ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ତେବେ ମହାନଦୀ ଜଳ ବିବାଦ ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ । ରାଜ୍ୟ…

ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍‌ କଟକଣା ବଢ଼ିଲା। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି। ପୁଣି ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କଲେ ଡିଜିପି।…