Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Weather update: ୧୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା; ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୧୩ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡବର୍ଷାର ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି,…

Nepal Gen Z Protest: ନେପାଳ ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା…ଶାନ୍ତି…

ନୂଆଦିଲ୍ଲୀ: ଭାରତର ପଡୋଶୀ ଦେଶ ନେପାଳରେ ସୋସିଆଲ ମିଡିଆ ବ୍ୟାନ ଏବଂ ଦୁର୍ନୀତି ବିରୋଧରେ ପ୍ରତିବାଦ କ୍ରମାଗତ ଭାବରେ ହିଂସାତ୍ମକ ହେବାରେ ଲାଗିଛି। ଏପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସୂଚନା ଦେଇଛନ୍ତି ଯେ, କ୍ୟାବିନେଟ ସୁରକ୍ଷା କମିଟି (Cabinet Committee on Security…

ଏବେ ହେଲିକପ୍ଟରରେ କେଦାରନାଥ ଯିବା ପାଇଁ ଦେବାକୁ ପଡିବ ୨ ଗୁଣା ଅଧିକ ଟଙ୍କା…

ଡେରାଡୁନ: ଏଥର ହେଲିକପ୍ଟରରେ କେଦାରନାଥ ଧାମକୁ ଯାତ୍ରା କରିବା ଶ୍ରଦ୍ଧାଳୁମାନଙ୍କୁ ମହଙ୍ଗା ପଡିବ । ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣ (UCADA) ହେଲିକପ୍ଟର ଭଡ଼ା ୪୯ ପ୍ରତିଶତ ବୃଦ୍ଧି କରିଛି । ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ଚୂଡ଼ାନ୍ତ ଅନୁମତି…

ଉପରାଷ୍ଟ୍ରପତି ନିର୍ବାଚନ: ୧୫ ଭୋଟ ଅବୈଧ, କ୍ରସ ଭୋଟିଂ ସଂଖ୍ୟା ଅସ୍ପଷ୍ଟ

ନୂଆଦିଲ୍ଲୀ: ଭାରତର ୧୭ତମ ଉପରାଷ୍ଟ୍ରପତି ନିର୍ବାଚନରେ ସିପି ରାଧାକୃଷ୍ଣନ ବିଜୟୀ ହୋଇଛନ୍ତି। ସେ ମୋଟ ୪୫୨ ଭୋଟ ପାଇଛନ୍ତି। ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ ୩୦୦ ଭୋଟ ପାଇ ପରାଜିତ ହୋଇଛନ୍ତି। ନିର୍ବାଚନରେ ୯୮.୨% ଭୋଟିଂ ହୋଇଥିଲା। କିନ୍ତୁ ୧୫ଟି ଭୋଟ ଅବୈଧ ଘୋଷିତ ହୋଇଛି।…

ଲାଞ୍ଚ ନେଇ ଫସିଲେ ଗ୍ରାମ କୃଷି କର୍ମଚାରୀ

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ମଙ୍ଗଳବାର ଦିନ ଅନୁଗୁଳ ଜିଲ୍ଲାର ଜଣେ ଗ୍ରାମ କୃଷି କର୍ମଚାରୀ (ଭିଏଡବ୍ଲୁ)ଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ ଅନୁଗୁଳ ଜିଲ୍ଲାର କିଶୋରନଗର ବ୍ଲକ ଅନ୍ତର୍ଗତ କଦଳୀମୁଣ୍ଡା, ରାଣୀକୋଟା ଏବଂ ଧୌରାପାଲି ଜିପିର…

ଏଫଏମ କଲେଜ ଛାତ୍ରୀ ଆତ୍ମଦାହ ଘଟଣା; କ୍ରାଇମବ୍ରାଞ୍ଚର ଚାର୍ଜସିଟ୍ ଦାଖଲ…

ଭୁବନେଶ୍ୱର: ଫକୀର ମୋହନ ସ୍ୱୟଂଶାସିତ କଲେଜରେ ଜୁଲାଇ ମାସରେ ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ବର୍ତ୍ତମାନ ଏହି ଘଟଣାରେ ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ ବାଲେଶ୍ୱର ଏସଡିଜେଏମ କୋର୍ଟରେ ୩୪୯ ପୃଷ୍ଠା ବିଶିଷ୍ଟ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ୧୨୦ ଜଣ…

ଦେଶର ନୂଆ ଉପ ରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ନୂଆ ଉପ ରାଷ୍ଟ୍ରପତି ହେଲେ ଚନ୍ଦ୍ରପୁରମ୍ ପୋନୁସାମୀ ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବିଜୟୀ ହୋଇ ଦେଶର ୧୪ତମ ଉପ ରାଷ୍ଟ୍ରପତି ହୋଇଛନ୍ତି । ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବି ଇଣ୍ଡିଆ ବ୍ଲକ ପ୍ରାର୍ଥୀ ଅବସରପ୍ରାପ୍ତ…

‘ସାରା ଦେଶରେ ଓଡ଼ିଶାକୁ ମହିଳା ସୁରକ୍ଷିତ ରାଜ୍ୟର ଉଦାହରଣ ରୂପେ ପରିଗଣିତ କରିବାକୁ ପୋଲିସ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପୋଲିସ ଅପରାଧ ନିରାକରଣ ବିଭାଗ ଆନୁକୂଲ୍ୟରେ ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଏକ ଦିନିକିଆ କର୍ମଶାଳା ଭୁବନେଶ୍ୱର ସ୍ଥିତ ପୋଲିସ ଭବନ ଠାରେ ଆୟୋଜିତ ହୋଇଯାଇଛି । ଏହି କର୍ମଶାଳାରେ ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଯୋଗେଶ ବାହାଦୂର…

ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ବଦଳି କରି ନୂତନ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଚାରି ଜଣ ଓଏଏସ ଅଧିକାରୀଙ୍କୁ ବଦଳି ଏବଂ ନୂତନ ପଦବୀ ଦିଆଯାଇଛି।…

‘ସୋସିଆଲ ମିଡିଆ ଭାଙ୍ଗୁଛି ପରିବାର, ମୋବାଇଲ ଠାରୁ କିଛି ସମୟ ବିରତି ନିଅନ୍ତୁ ମହିଳା’

ଭୁବନେଶ୍ଵର: ଆଜି ଲୋକସେବା ଭବନ କନଭେନସନ ହଲରେ ଯୌତୁକ ଏବଂ ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଦେବା ନେଇ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଘରୋଇ ହିଂସାରୁ ମହିଳା ମାନଙ୍କୁ ସୁରକ୍ଷା ଅଧିନିୟମ-୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ-୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଉଦବେଗ…