Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Bribe: ଖାକିରେ ଦାଗ ;୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ SI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ପୋଲିସ ଏସ୍‌ଆଇ (SI of Police) । କୋଡିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କଟକ ଜିଲ୍ଲା ବାଙ୍କୀ ଥାନା ଅଧୀନରେ ଥିବା ସୁବର୍ଣ୍ଣପୁର ପୋଲିସ ବିଟ୍ ହାଉସରେ କାର୍ଯ୍ୟରତ ଏସ୍‌ଆଇ ପ୍ରସନ୍ନ କୁମାର…

‘ପୁରୀ ସହିତ ଦେଶ-ବିଦେଶରେ ରଥଯାତ୍ରା ଓ ସ୍ନାନ ଯାତ୍ରା ଗୋଟିଏ ଦିନରେ ହେବା ଉଚିତ୍‌’

ପୁରୀ: ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜଙ୍କ ଉପସ୍ଥିତିରେ ଏକ ପ୍ରେସମିଟ୍ ଅନୁଷ୍ଠିତ ହୋଇଯାଇଛି । ଅଦିନିଆ ରଥଯାତ୍ରାକୁ ନାପସନ୍ଦ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି…

ପୁରୀ: ଆସନ୍ତାକାଲି ଚନ୍ଦ୍ରଗ୍ରହଣ । ଏନେଇ ଆଜି ରାତିରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ । ରାତି ୨ଟାରୁ ଦ୍ବାରଫିଟା ପରେ, ୨ଟା ୩୦ରେ ହେବ ଭିତର ଶୋଧ । ୨ଟା ୪୦ରେ ମଙ୍ଗଳ ଆଳତୀ, ୩ଟାରେ ମଇଲମ ଓ ତଡ଼ପ ଲାଗି, ୩ଟା…

Kedarnath dham yatra: ସେପ୍ଟେମ୍ବର ୧ରୁ ବନ୍ଦ ଥିବା କେଦାରନାଥ ଯାତ୍ରା ହେଲା ଆରମ୍ଭ; ଏପଟେ ତୁଷାରପାତ ଯୋଗୁଁ…

ଡେରାଡୁନ:ଆଜି କେଦାରନାଥ ଧାମ ସହ ରୁଦ୍ରପ୍ରୟାଗରେ ପାଗ ସଫା ରହିଛି । ଏହାକୁ ନଜରରେ ରଖି ତୀର୍ଥଯାତ୍ରା ମଧ୍ୟ ପୁଣି ଆରମ୍ଭ ହୋଇଯାଇଛି । ସେପ୍ଟେମ୍ବର ୧ ତାରିଖରୁ ବନ୍ଦ ଥିବା କେଦାରନାଥ ଯାତ୍ରା ପୁଣି ଥରେ ଖୋଲିଛି।  ସୂଚନାଥାଉକି କେଦାରନାଥ ଧାମ ସହିତ ବଦ୍ରିନାଥ ଧାମ ଯାତ୍ରା ମଧ୍ୟ ଆରମ୍ଭ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିବା ମହିଳା କମାଣ୍ଡର ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ଜଣେ ମହିଳା ମାଓ କମାଣ୍ଡର । ତାଙ୍କ ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ।…

Mahanadi water dispute: ମହାନଦୀ ଜଳ ବିବାଦ ମାମଲା: ‘ଅକ୍ଟୋବର ୧୧ ସୁଦ୍ଧା ବୁଝାମଣାର ଅଗ୍ରଗତି…

ଭୁବନେଶ୍ବର: ଶନିବାର ମହାନଦୀ ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି । ଓଡ଼ିଶା ପାଇଁ ପକ୍ଷ ରଖିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲ୍‌ରେ ପକ୍ଷ ରଖିବା ପରେ AG ପୀତାମ୍ବର ଆଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା…

Road Accident: ଅଟୋ ଉପରେ ମାଡ଼ିଗଲା କାର୍‌; ୩ ମୃତ, ୨ ଗୁରୁତର

ଅନୁଗୁଳ: ଅଟୋ ଉପରେ ଶନିବାର ଏକ କାର୍‌ ମାଡ଼ିଯିବାରୁ ୩ ଜଣଙ୍କ ଜୀବନ ଚାଲିଯାଇଛି। ଅନ୍ୟ ୨ ଆହତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସଦର ଥାନା ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖଣ୍ଡହତା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । କାର ଚାଳକ ଫେରାର ରହିଛି। ପୋଲିସ…

ରାଜ୍ୟ ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି। ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ…

Pentagon Rebranding: ଆମେରିକାର ବଡ଼ ପଦକ୍ଷେପ, ପେଣ୍ଟାଗନ ଏବେ ‘ଡିପାର୍ଟମେଣ୍ଟ ଅଫ୍ ଓ୍ବାର୍’, ସ୍ବାକ୍ଷର…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରତିରକ୍ଷା ବିଭାଗର ପେଣ୍ଟାଗନର ନାମ ପରିବର୍ତ୍ତନ କରି ‘ଡିପାର୍ଟମେଣ୍ଟ ଅଫ୍ ଓ୍ବାର୍(ଯୁଦ୍ଧ ବିଭାଗ)’ କରିଛନ୍ତି। ରାଷ୍ଟ୍ରପତି ଟ୍ରମ୍ପ ଗତକାଲି ଏହି ସମ୍ବନ୍ଧୀୟ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ସ୍ୱାକ୍ଷର କରିଥିଲେ ଏବଂ ଏହି…

ରାଜ୍ୟର କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବାବେଳେ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ଏହି ସମୟ ଭିତରେ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ବଡ ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । କୌଣସି…