Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଶ୍ୱକୁ ଆଉ ଏକ ଟ୍ରମ୍ପ ଦରକାର; ଆମେରିକା ରାଷ୍ଟ୍ରପତିଙ୍କୁ କାହିଁକି ଇସ୍ରାଏଲର ଏତେ ପ୍ରଶଂସା…

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶଂସାରେ ଶତମୁଖ ହୋଇପଡ଼ିଛନ୍ତି। ସୋମବାର ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରି ନେତାନ୍ୟାହୁ କହିଛନ୍ତି ଯେ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଏପର୍ଯ୍ୟନ୍ତ ଇସ୍ରାଏଲର ସବୁଠାରୁ ଭଲ ବନ୍ଧୁ। ସେ…

ରାଜଧାନୀରେ ଅଛନ୍ତି ୪୭ହଜାରରୁ ଉର୍ଦ୍ଧ୍ବ ବୁଲା କୁକୁର; ପ୍ରତି ହଜାରେ ଜନସଂଖ୍ୟାରେ ହାରାହାରି ୩୬ କୁକୁର

ଭୁବନେଶ୍ୱର:ବିଏମ୍ ସି (ଭୁବନେଶ୍ୱର ମହାନଗର ନିଗମ) ଅଞ୍ଚଳରେ ୪୭,୧୨୬ଜଣ ବୁଲା କୁକୁର ଥିବା ନେଇ ସୂଚନା ଦିଆଯାଇଛି। ସେପ୍ଟେମ୍ଵର ୧୮ ରୁ ୨୫ ତାରିଖ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ ବୁଲା କୁକୁରଙ୍କ ଗଣନା କାର୍ଯ୍ୟ ହୋଇଥିଲା। ୬୭ଟି ୱାର୍ଡର ସମସ୍ତ ଗଳିକନ୍ଦିରେ…

ମୁଁ ଯୁଦ୍ଧ ସମାଧାନ କରିବାରେ ସିଦ୍ଧହସ୍ତ: ଟ୍ରମ୍ପ୍ 

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ଦେଶରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଦାବି କରିଛନ୍ତି। ତେବେ ମଧ୍ୟପ୍ରାଚ୍ୟ ଗସ୍ତ ସମୟରେ ଟ୍ରମ୍ପ ଏୟାର ଫୋର୍ସ ୱାନରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ପାକିସ୍ତାନ…

ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟକା, ଅଡୁଆରେ ପତ୍ନୀ ଓ ପୁଅ

ନୂଆଦିଲ୍ଲୀ: ବିହାର ନିର୍ବାଚନ ପୂର୍ବରୁ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍‌କା । IRCTC ଦୁର୍ନୀତି ମାମଲାରେ ଲାଲୁଙ୍କ ବିରୋଧରେ ଚାର୍ଜ ଫ୍ରେମ୍ । ଲାଲୁଙ୍କ ବିରୋଧରେ ଚାର୍ଜଫ୍ରେମ୍ କଲେ ଦିଲ୍ଲୀ କୋର୍ଟ । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଆଇଆରସିଟିସି ଦୁର୍ନୀତି ମାମଲାରେ ବିହାରର ପୂର୍ବତନ…

ଓଡ଼ିଶା ଭାରତୀୟ ଶିକ୍ଷା ଓ ସଂସ୍କୃତିର ନେତୃତ୍ୱ ଦାୟିତ୍ୱ ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ସେ କହିଛନ୍ତି ଯେ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦…

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ରୟାଲ୍ ସ୍ୱିଡିସ୍ ଏକାଡେମୀ ଅଫ୍ ସାଇନ୍ସେସ୍ ୨୦୨୫ ମସିହା ପାଇଁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ଘୋଷଣା କରିଛି। "ଉତ୍ପାଦନ-ଚାଳିତ ଅର୍ଥନୈତିକ ଅଭିବୃଦ୍ଧିକୁ ବାଖ୍ୟା କରିଥିବାରୁ ଜୋଏଲ୍ ମୋକିର୍, ଫିଲିପ୍ ଆଗିଅନ୍ ଏବଂ ପିଟର୍ ହାୱିଟଙ୍କୁ ଅର୍ଥନୀତିରେ ନୋବେଲ୍ ପୁରସ୍କାର ପ୍ରଦାନ…

ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ସୋମବାର ଦିନ କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶିକ୍ଷକ ଜଣକ ରାୟଗଡା ଜିଲ୍ଲାର ଦ୍ୱିତି ଚନ୍ଦ୍ର ସାହୁ ବୋଲି ଜଣାପଡିଛି। ଯାହାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ…

ପିନ୍ଧା ଧୋତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖମଣ୍ଡଳ ଚିତ୍ର, ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଘୋର ବିରୋଧ

ପୁରୀ: ଧୋତି ପଞ୍ଜାବୀରେ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିହ୍ନ । କିଛି ଶ୍ରଦ୍ଧାଳୁ ପୁରୀ ଶ୍ରୀମନ୍ଦିର ନିକଟରେ ଜଗନ୍ନାଥଙ୍କ ଛବି ଥିବା ଧୋତି ପଞ୍ଜାବୀ ପିନ୍ଧି ବୁଲୁଥିବାର ଦେଖିବାକୁ ମିଳିଛି । ଯାହାକୁ ଦେଖି ସେବାୟତମାନେ ଘୋର ବିରୋଧ କରିଛନ୍ତି । ଏଥିସହ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ପ୍ରବେଶ…

ରାଜଧାନୀରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ। ଭୁବନେଶ୍ବର ରେଲୱେ ଷ୍ଟେସନ ୬ନଂ ପ୍ଲାଟ୍‌ଫର୍ମ ବାହାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣରେ ଗୁରୁତର ଶିକ୍ଷକ…