Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ, ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ…

ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ CBI; ଯାଇଥିଲା ୪୧ ଜଣଙ୍କ ଜୀବନ

ନୂଆଦିଲ୍ଲୀ:ସୋମବାର ଦିନ ସୁପ୍ରିମକୋର୍ଟ ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟା ଘଟଣାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦଳଚକଟାରେ ୪୧ ଜଣଙ୍କ ଜୀବନ ଯାଇଥିଲା। ସିବିଆଇ ତଦନ୍ତର ତଦାରଖ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟି କରିବ।…

Jagannath Temple Closed: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା…

ଧନତେରାସ ପୂର୍ବରୁ ସୁନା ଓ ରୂପା ଦର ବୃଦ୍ଧି; ଜାଣନ୍ତୁ କେତେ ବଢିଲା..

ନୂଆଦିଲ୍ଲୀ: ଧନତେରାସ ପୂର୍ବରୁ ସୁନାରୂପା ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ଗ୍ରାହକଙ୍କୁ ଶକ୍ତ ଝଟକା ପରି ଲାଗିଛି । ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍‌ ୫୬୦୦ ଟଙ୍କା ଓ ୨୪ କ୍ୟାରେଟ୍‌ ସୁନା ଦାମ୍ ୬୧୨୦ ଟଙ୍କା ବଢ଼ିଛି । ସେହିପରି, ରୁପା କେଜି ୧,୯୦,୦୦୦ ଟଙ୍କାରେ ପହଞ୍ଚିଛି ।…

ପୋଲିସ ଏନ୍‌କାଉଣ୍ଟରରେ ଦୁଷ୍କର୍ମୀ ମୃତ, ଜେଲ୍‌ରୁ ଫେରିବା ପରେ ନାବାଳିକାକୁ ଆକ୍ରମଣ କରି ଫେରାର ଥିଲା

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୋଲିସ ଏନ୍‌କାଉଣ୍ଟରରେ ଦୁଷ୍କର୍ମୀ ମୃତ। ମିରଟ ସାରୁପୁର ଅଞ୍ଚଳରେ ସକାଳୁ ପୋଲିସର ଏନ୍‌କାଉଣ୍ଟର। ଦୁଷ୍କର୍ମ ମାମଲାରେ ୫ ବର୍ଷ ସଜ୍ଜା କାଟି ଫେରିଥିବା ଶେହଜାଦକୁ ଏନ୍‌କାଉଣ୍ଟର। ଜେଲ୍‌ରୁ ଫେରିବା ପରେ ଜଣେ ନାବାଳିକାକୁ ଆକ୍ରମଣ କରି ଫେରାର ଥିଲା। ଗିରଫ କରାଇଲେ…

ଆରମ୍ଭ ହେବ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା, ୭ ମାସ ଧାମରା-ଗହୀରମଥାରେ ମାଛଧରା ମନା

ଭଦ୍ରକ: ଆଉ କିଛି ଦିନ ପରେ ଭଦ୍ରକର ବଙ୍ଗୋପସାଗର ଗହୀରମଥା ଅଞ୍ଚଳରେ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ଭିଡ ଜମିବ । ଏନ୍ତୁଡ଼ିଶାଳଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ ରିଡଲେଙ୍କର ପ୍ରଜନନ ପ୍ରକ୍ରିୟା ଆରମ୍ଭ ହେବ । ଅଲିଭ ରିଡଲେର ସୁରକ୍ଷା…

ରାଜଧାନୀରେ ଚାଞ୍ଚଲ୍ୟ: AIIMS କର୍ମଚାରୀଙ୍କୁ ଗୁଳିମାଡ଼

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ଗୁଳିମାଡ଼ ହୋଇଛି। ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି…

ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ ବିଶ୍ୱାସ

ନୂଆପଡା: ଆନ୍ତର୍ଜାତୀୟ ପାରା ବ୍ୟାଟମିଣ୍ଟନ ପ୍ରତିଯୋଗିତାରେ ଭାଗ ନେଇ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ନୂଆପଡାର ଜିଲ୍ଲା କୋମନା ବ୍ଲକ ଲରକି ଗାଁର ବିଶ୍ୱାସ ପଣ୍ଡା l ଏହାକୁ ନେଇ ବିଶ୍ୱାସଙ୍କ ପରିବାରକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ପରିବାର ସହ ପଡୋଶୀ ମଧ୍ୟରେ…

ସାବାଡ ହେବେ ମଦୁଆ: ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା: ଏଣିକି ସାବାଡ ହେବେ ମଦୁଆ। ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠା। ରାୟଗଡ଼ା ଜିଲ୍ଲା ଗୁଣୁପୁର ସବଡିଭିଜନର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସାର୍ବଜନୀନ ସ୍ଥାନଗୁଡ଼ିକରେ ମଦ୍ୟପାନ ହେଉଥିବା ଅଭିଯୋଗ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗୁଣପୁର…

ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ଆଶ୍ଚର୍ଯ୍ୟ ଓ ଅପମାନିତ ଅଟେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଗତକାଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ କଡ଼ା ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗ…