Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Odisha Highcourt: ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ…

କଟକ: ଏଣିକି ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି। ଏନେଇ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ଡିଏନ୍‌ଏ ପରୀକ୍ଷା ପାଇଁ ଜଣେ ବ୍ୟକ୍ତିଙ୍କୁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ଗୋପନୀୟତା ଅଧିକାରକୁ ପ୍ରଭାବିତ କରିଥାଏ। ପାରିବାରିକ…

PM Modi On Ukraine- Russia War: ‘ୟୁକ୍ରେନ ଶାନ୍ତିରେ ଭାରତର ଗୁରୁତ୍ୱପୂର୍ଣ୍ଣ ଭୂମିକା’, ୟୁରୋପୀୟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ୟୁରୋପୀୟ ସଂଘ ସମ୍ପର୍କ ସମୀକ୍ଷା ଏବଂ ଆଗକୁ ବଢ଼ାଇବା ପାଇଁ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନଙ୍କ ସହ ଏକ ମିଳିତ ଟେଲିଫୋନ୍ କଲ୍ କରିଥିଲେ। ନେତାମାନେ ବାଣିଜ୍ୟ,…

Hirakud Dam ବଢ଼ିଲା ବନ୍ୟା ଆଶଙ୍କା: ହୀରାକୁଦରୁ ୨୦ ଗେଟ୍​‌ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଉତ୍ତରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଫୁଲୁଛି ହୀରାକୁଦ ଜଳଭଣ୍ଡାର। ସକାଳ ୮ଟା ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୨୬.୫୬ ଫୁଟ୍‌ରେ ପହଞ୍ଚିଛି । ଫଳରେ ଆଉ ୪ ଟି ଗେଟ୍ ଖୋଲାଯାଇଛି। ଏବେ ୨୦ଟି ଗେଟ୍‌ ଦେଇ…

Odisha CM Meets President: ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା…

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି।…

ଫୁଲୁଛି ଜଳକା, ବୈତରଣୀ ଓ ବୁଢ଼ାବଳଙ୍ଗ: ବିପଦ ସଙ୍କେତ ଉପରେ ନଦୀର ବନ୍ୟାଜଳ ପ୍ରବାହିତ

ବାଲେଶ୍ୱର: ଲଗାଣ ବର୍ଷାରେ ଫୁଲୁଛି ଜଳକା, ବୈତରଣୀ ଓ ବୁଢ଼ାବଳଙ୍ଗ। ବିପଦ ସଙ୍କେତ ଉପରେ ଜଳକା ନଦୀର ବନ୍ୟାଜଳ ପ୍ରବାହିତ ହେଉଛି। ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ଉପରେ ଜଳକାର ଜଳସ୍ତର। ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୭୧ ମିଟରରେ ପ୍ରବାହିତ ହେଉଛି । ବସ୍ତା ବ୍ଲକର ୧୦ଟି…

Weather Update: ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ: କାଲିଠୁ କମିବ ବର୍ଷା ପରିମାଣ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଫଳରେ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ,…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ଅନ୍ତ୍ୟୋଦୟ ଯୋଜନାରେ ଘର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ତଥା ସେପ୍ଟେମ୍ବର ୧୭ ତାରିଖରେ ୫୦,୦୦୦ ଅନ୍ତ୍ୟୋଦୟ ଘର ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ କରିବା ନେଇ ଓଡ଼ିଶା ସରକାର ଗୁରୁବାର ଦିନ ଘୋଷଣା କରିଛନ୍ତି। ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବର୍ଗର ଲୋକଙ୍କୁ ଆଶ୍ରୟ ପ୍ରଦାନ କରିବା…

ଯୁକ୍ତ ୨ ନାମଲେଖା; ଦ୍ୱିତୀୟ ପର୍ଯ୍ୟାୟରେ ୩୯,୨୭୮ ପ୍ରାର୍ଥୀ ମନୋନୀତ

ଭୁବନେଶ୍ୱର: ଓଡ଼ିଶାରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ବିଭିନ୍ନ ଷ୍ଟ୍ରିମରେ ଯୁକ୍ତ ୨ ପାଠ୍ୟକ୍ରମରେ ନାମଲେଖା ଲାଗି ପ୍ରଥମ ଚୟନ ପ୍ରକ୍ରିୟାର ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୪୪,୯୬୬ ପ୍ରାର୍ଥୀ ଆବେଦନ କରିଥିଲେ। ସେଥିମଧ୍ୟରୁ  ମୋଟ ୩୯,୨୭୮ ପ୍ରାର୍ଥୀଙ୍କୁ ମନୋନୀତ କରାଯାଇଥିବା ନେଇ ଉଚ୍ଚ…

ସ୍ନେହାଙ୍ଗିନି ଛୁରିଆ ବିଜୁ ମହିଳା ଜନତା ଦଳର ସଭାପତି, ଜାଣନ୍ତୁ ଆଉ କାହାକୁ କେଉଁ ଦାୟିତ୍ଵ…

ଭୁବନେଶ୍ୱର: ବରିଷ୍ଠ ନେତା ତଥା ଓଡିଶାର ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନି ଛୁରିଆ ଗୁରୁବାର ଦିନ ବିଜୁ ମହିଳା ଜନତା ଦଳ (ବିଏମଜେଡି) ର ସଭାପତି ଭାବରେ ନିଯୁକ୍ତ ହୋଇଛନ୍ତି। ତୁରନ୍ତ ପ୍ରଭାବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ବିଏମଜେଡିର ସଭାପତି ଭାବରେ ନିଯୁକ୍ତ କରିଛନ୍ତି…

Hirakud dam: ହୀରାକୁଦର ୧୬ଟି ଗେଟ୍ ଖୋଲିଲା;ସତର୍କ ରହିବାକୁ ପରାମର୍ଶ

ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ନଜରରେ ରଖି ଜଳଭଣ୍ଡାରରୁ କ୍ରମାଗତ ଭାବେ ପର୍ଯ୍ୟାୟ କ୍ରମେ ଗେଟ୍‌ଗୁଡ଼ିକ ଖୋଲାଯାଉଛି। ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି…