Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Puri Drowning: ଚକ୍ରତୀର୍ଥ ରୋଡ୍‌ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…

ପୁରୀ:ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଲା ମା’ ଓ ପୁଅଙ୍କ ଜୀବନ। ମୃତ ମା’ ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା । ସୂଚନାମୁତାବକ, ଆଜି ସକାଳେ କୁସୁମ ଓ ଅଙ୍କିତ ପରିବାରବର୍ଗଙ୍କ ସହ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ…

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର

ମୁମ୍ବାଇ: ଦିବଙ୍ଗତ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ମୃତ୍ୟୁ ପରେ ବିଧାନସଭା ଭବନରେ ଅନୁଷ୍ଠିତ ଏକ ବୈଠକରେ ସର୍ବସମ୍ମତି କ୍ରମେ ଦଳର ବିଧାୟକ ନେତା ଭାବରେ ସୁନେତ୍ର ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁନେତ୍ର ପାୱାର ୨୦୨୪ ଲୋକସଭା…

ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପଶୁଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଶନିବାର ଦିନ ବାନ୍ଧିଛି। କୁକୁଡ଼ା ପାଳନ ଯୋଜନାରେ ଜଣେ ହିତାଧିକାରୀଙ୍କଠାରୁ ସବସିଡି ଟଙ୍କା ପ୍ରଦାନ ପାଇଁ ୩୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି…

ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…

ମାଲକାନଗିରି:ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଆହ୍ୱାନ । ମୁଁ ଓଡ଼ିଶା ପୋଲିସ ଡିଜି ଓ୍ୱାଇ ବି ଖୁରାନିଆ କହୁଛି । ସୁରକ୍ଷାକର୍ମୀଙ୍କ ନିକଟରେ ମାଓବାଦୀମାନେ ତୁରନ୍ତ ଆତ୍ମସମର୍ପଣ କରନ୍ତୁ । ଅଡ଼ିଓ ବାର୍ତ୍ତା ଜରିଆରେ ମାଓ ସଂଗଠନକୁ ଏପିରି କିଛି କହିଛନ୍ତି ଡିଜିପି ଓ୍ୱାଇ.ବି ଖୁରାନିଆ ।…

କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ

ଇସଲାମବାଦ: ପାକିସ୍ତାନର ଅବସ୍ଥା ସାଂଘାତିକ । ଦେଶର ଦୟନୀୟ ଅର୍ଥନୀତି ନେଇ ଶେଷରେ ମୁହଁ ଖୋଲିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ । ସେ କହିଛନ୍ତି ଯେ, "ଇଜ୍ଜତ ଦେଇ କରଜ ମାଗିବାକୁ ପଡୁଛି।" ଦେଶର ଋଣ ବୋଝ ଏମିତି ସ୍ଥିତିରେ ପହଞ୍ଚିଛି ଯେ, ପ୍ରତିଟି ପାକିସ୍ତାନୀଙ୍କ ମୁଣ୍ଡରେ…

ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଫେବୃଆରୀ ୩ ତାରିଖରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତି ଆରମ୍ଭ ହୋଇଛି । କାରଣ ଫେବୃଆରୀ ୩ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।…

Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ…

ଭୁବନେଶ୍ୱର: ବିଜେଡିର ଗୁରୁଦାୟିତ୍ଵ ତୁଲାଇବେ କି କଳିକେଶ? ଚର୍ଚ୍ଚା ଭିତରେ ନବୀନ ନିବାସରେ ପହଞ୍ଚିଲେ କାହିଁକି ଅଚାନକ କଳିକେଶକୁ ଡାକରା? ନବୀନଙ୍କ ସହ କଲେ କି ଆଲୋଚନା? ପୁଣି ବିଜେଡିରେ ଉତ୍ତରାଧିକାରୀ ଝଡ଼ ମୁଣ୍ଡ ଟେକିଛି। କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଦାବି ପରେ ତେଜିଛି…

ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ

ଭୁବନେଶ୍ବର:ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ…

ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏହା ସହ ଦରମା ମଧ୍ୟ ବନ୍ଦ ହୋଇପାରେ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସବୁ ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର…

Road Accident: ୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଚାଲିଗଲା ୫ ଜୀବନ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା ପଟୁ ଧକ୍କା ଦେଇ କିଛି ଦୂର ଘୋଷାଡ଼ି ନେଇଥିଲା । ସେହିପରି…