Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୭ ତାରିଖ ଚନ୍ଦ୍ରଗ୍ରହଣ ନେଇ ନୀତି ନିର୍ଘଣ୍ଟ; ଦିନ ୧୨ଟା ୫୭ରୁ ପାକ ତ୍ୟାଗ…

ପୁରୀ:ଛତିଶା ନିଯୋଗ ବୈଠକରେ ୭ ତାରିଖ ରବିବାର ଚନ୍ଦ୍ରଗ୍ରହଣ ନେଇ ନୀତି ନିର୍ଘଣ୍ଟ ହୋଇଛି । ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୭ ତାରିଖ ଦିନ ୧୨ ଟା ୩୦ ସୁଦ୍ଧା ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ଏହା ପରେ ୧୨ଟା ୫୭ରୁ ପାକ ତ୍ୟାଗ କରାଯିବ। କୌଣସି ଦେବ ନୀତି କରାଯିବ…

ପାର୍ବଣ ପୂର୍ବରୁ ଗ୍ୟାଙ୍ଗ୍‌ଷ୍ଟାର୍ ସକିଲର ଆତ୍ମସମର୍ପଣ

କଟକ:କଟକ ସହରର ଆଇନ ଶୃଙ୍ଖଳାକୁ ନଜରରେ ରଖି ପେଶାଦାର ଅପରାଧୀଙ୍କୁ ସ୍କାନରରେ ରଖିଛି କମିଶନରେଟ୍ ପୋଲିସ । ଏହି ସମୟରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ସକିଲ କରିଛି ଆତ୍ମସମର୍ପଣ । ମଙ୍ଗଳାବାଗ ଥାନାର ଏକ ମାମଲାରେ ଆତ୍ମସମର୍ପଣ ସୂଚନା ରହିଛି । କଟକ JMFCରେ ସକିଲର ଆତ୍ମସମର୍ପଣ କରିଛି ।…

ଫୁଲବାଣୀ ଓ ତାଳଚେର ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ…

୫୬ତମ ଜିଏସଟିି ବୈଠକରେ ଯୋଗ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସାମଗ୍ରୀ ଏବଂ ସେବା ଟିକସ (ଜିଏସଟିି) ପରିଷଦର ୫୬ତମ ବୈଠକ ବୁଧବାର ଦିନ ନୂଆଦିଲ୍ଲୀରେ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ବୈଠକରେ ଅଧ୍ୟକ୍ଷତା କରିବେ। ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ପରିଷଦର…

‘ମହିଳାଙ୍କ ମୃତ୍ୟୁ ପାଇଁ ରାଜ୍ୟ ସରକାର ଦାୟୀ’

ଭୁବନେଶ୍ୱର:ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି । ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ ଭିତରେ ବିପର୍ଯ୍ୟସ୍ତ ହୋଇଥିବା…

Spicejet News: ଯାତ୍ରୀଙ୍କୁ ୧୪ ଘଣ୍ଟା ପାଇଁ ହଇରାଣ କରି ୫୫ ହଜାର ଟଙ୍କା ଜୋରିମାନା ଗଣିବ ସ୍ପାଇସଜେଟ୍

ମୁମ୍ବାଇ: ମହଙ୍ଗା ବିମାନ ଟିକେଟ୍ କିଣୁଥିବା ଯାତ୍ରୀମାନେ ଆଶା କରନ୍ତି ଯେ ସମୟସୀମା ମଧ୍ୟରେ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚିଯିବ, କିନ୍ତୁ କେତେକ ସମୟରେ ପାଗ କିମ୍ବା ଅନ୍ୟାନ୍ୟ ପରିସ୍ଥିତି ଯୋଗୁଁ ବିମାନଗୁଡ଼ିକ ବିଳମ୍ବ ହୁଏ । କେତେକ ସମୟରେ ଯାନ୍ତ୍ରିକ ସମସ୍ୟା ଯୋଗୁଁ ବିମାନଗୁଡ଼ିକ…

ରାଜ୍ୟର କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ପରେ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଥିଲେ ମଧ୍ୟ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ। ଏନେଇ ମଙ୍ଗଳବାର ଦିନ ଓଡ଼ିଶା ସରକାର ପ୍ରକାଶ କରିଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ଭଳି…

ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା ହୀରାକୁଦର ୬ଟି ଗେଟ୍

ସମ୍ବଲପୁର:ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ୁଥିବାରୁ ଖୋଲିଲା ୬ଟି ଗେଟ୍ । ଆଜି କିଛି ଘଣ୍ଟା ପୂର୍ବରୁ ପ୍ରଥମେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲିଥିଲେ । ପରେ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା । ୨ଟି ଗେଟ୍‌ ଖୋଲାଥିବା ବେଳେ ଜଳଭଣ୍ଡାରର ଜଳସ୍ତର ୬୨୬.୩୭ ଫୁଟ ରହିଥିଲା।…

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ, ୪ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ବଡ଼ ଲୁଟ୍‌ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍‌ ଫୁଟାଇ ରୂପା, ଅଳଙ୍କାର ସହ ନଗଦ ଟଙ୍କା…

ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ମାମଲା: ଗିରଫ ହେଲେ ମଧୁସ୍ମିତା ସିଂ

ଭୁବନେଶ୍ବର: ଜାମଦା ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ତାଙ୍କୁ ଗିରଫ କରାଯାଇଛି । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪…