Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏହା ସହ ଦରମା ମଧ୍ୟ ବନ୍ଦ ହୋଇପାରେ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସବୁ ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର…

Road Accident: ୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଚାଲିଗଲା ୫ ଜୀବନ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା ପଟୁ ଧକ୍କା ଦେଇ କିଛି ଦୂର ଘୋଷାଡ଼ି ନେଇଥିଲା । ସେହିପରି…

ଜାମ୍ମୁର କିସ୍ତୱାଡରେ ଏନକାଉଣ୍ଟର; ୩ ଜଣ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି ସୁରକ୍ଷା ବାହିନୀ

ଶ୍ରୀନଗର: ଜମ୍ମୁର କିସ୍ତୱାଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଆଉ ଏକ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟର କିସ୍ତୱାଡର ଡୋଲଗାମ ଅଞ୍ଚଳରେ ଘଟିଛି, ଯେଉଁଠାରୁ ଆତଙ୍କବାଦୀମାନେ ଜାନୁଆରୀ ୧୮, ୨୨ ଏବଂ ୨୪ ତାରିଖରେ ପଳାଇ ଯାଇଥିଲେ । ହେଲେ ଭାରତୀୟ ସେନା ଏବଂ ସ୍ପେଶାଲ ଅପରେସନ୍ସ…

Iran Fortifies Nuclear Sites: ମାଟି ତଳେ ଇରାନର ପରମାଣୁ ବମ୍, ତାଟକା ଡୋନାଲ୍ଡ ଟ୍ରମ୍ପ୍!

ନୂଆଦିଲ୍ଲୀ: ବଡ଼ ଖେଳ କରୁଛି ଇରାନ ଧଡ଼କାଇ ଚାଲିଥିଲେ ଟ୍ରମ୍ପ ଆଖି ତଳେ ଚୁପଚାପ୍ ଲକ୍ଷ୍ୟ ମୁହାଁ ଇରାନ୍ ଆମେରିକାକୁ ଚମକେଇ ଦେଲା ସାଟେଲାଇଟ୍ ଚିତ୍ର ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି, ଏବଂ ଆମେରିକା ଯେକୌଣସି ସମୟରେ ଇରାନ ଉପରେ ଆକ୍ରମଣ କରିପାରେ।…

Youth Arrested: ପାକିସ୍ତାନ ପାଇଁ ଗୁଇନ୍ଦାଗିରି ପଡିଲା ମହଙ୍ଗା; ଯୁବକ ଗିରଫ

ଜୟପୁର: ରାଜସ୍ଥାନରୁ ଧରାପଡିଛି ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ଗୁଇନ୍ଦାଗିରି କରୁଥିବା ଜଣେ ଯୁବକ । ସୀମାନ୍ତ ଜିଲ୍ଲା ଜୈସଲମେରରୁ ଜଣେ ୨୮ ବର୍ଷୀୟ ଯୁବକକୁ ଗିରଫ କରିଛି ରାଜସ୍ଥାନ ପୋଲିସ । ସେ ଭାରତୀୟ ସେନାର ବିଭିନ୍ନ ସମ୍ବେଦନଶୀଳ ଓ ଗୁପ୍ତ ସୂଚନା ପାକିସ୍ତାନକୁ…

Sunetra Pawar Oath Ceremony: NDA ସରକାରରେ ଯୋଗ ଦେବେ କି ଶରଦ ପାୱାର?, ସୁନେତ୍ରାଙ୍କ ରାଜ୍ୟାଭିଷେକ ନେଇ ଦେଲେ…

ମୁମ୍ବାଇ: ସୁନେତ୍ରା ପାୱାର ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ। ଆଜି ଅପରାହ୍ନ ୨ ଟାରେ ଏନସିପି ଅଜିତ ପାୱାରଙ୍କ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବ ହେଲେ ଏ ବିଷୟରେ ମୋତେ କିଛି ଜଣା ନାହିଁ। ଏହି ବୟାନ ଏନସିପି ସଭାପତି ଶରଦ ପାୱାର ଦେଇଛନ୍ତି। ସେ କହିଛନ୍ତି ଯେ…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି । ଏହି ବୈଠକରେ…

ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା

ଭୁବନେଶ୍ବର: ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହେଲେ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି । ସହକାରୀ ପ୍ରଣାଳୀ,…

୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ

କେନ୍ଦ୍ରାପଡ଼ା: ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦେଶାନ୍ତର କରିଛି କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ । ଦୀର୍ଘ ୨୧ ବର୍ଷ ପରେ ଶୁକ୍ରବାର ଦିନ ଏହି ଦେଶାନ୍ତର କରିଥିବା ସୂଚନା ମିଳିଛ । ସେମାନେ ହେଲେ ଅମିନା ବିବି, ଇନସାନ ଖାନ ଓ ମୁନତାଜ ଖାନ । ଏହି ପରିବାର ୧୯୮୭ ମସିହାରେ ବାଂଲାଦେଶରୁ…