Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

PRATIBHA Setu: UPSC ଆଶାୟୀମାନଙ୍କ ପାଇଁ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ, ‘ପ୍ରତିଭା ସେତୁ’ର କଲେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୧୨୫ତମେ ମନ କି ବାତ୍ ରେ'ପ୍ରତିଭା ସେତୁ'ର ଆରମ୍ଭ କରିବାର ଘୋଷଣା କରିଛନ୍ତି। ଯାହା UPSC ଆଶାୟୀମାନଙ୍କୁ ସମର୍ଥନ କରିବା ପାଇଁ ଏକ ଡିଜିଟାଲ୍ ପ୍ଲାଟଫର୍ମ ହେବା। ଯେଉଁ ଆଶାୟୀମାନେ ଅଳ୍ପକେରେ UPSC ଚୂଡ଼ାନ୍ତ ମେରିଟ୍ ତାଲିକାରୁ ବଞ୍ଚିତ…

New Nacs Municipalities: ଆଉ ୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ । ସମଗ୍ର ରାଜ୍ୟ ପାଳୁଛି ସ୍ବାୟତ୍ତ ଶାସନ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ…

Vocal For Local: ‘ଗର୍ବରେ କୁହ ଏହା ସ୍ୱଦେଶୀ’, ଶୁଳ୍କ ଚିନ୍ତା ଭିତରେ ‘ମନ କି ବାତ’ରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୨୫ ତମ ଏପିସୋଡରେ ଲୋକାଲ୍ ଫର ଭୋକାଲ୍ ଉପରେ ଅଧିକ ଗୁରୁତ୍ୱାରୋପ କରିଛନ୍ତି। ଆମେରିକାରେ ଶୁଳ୍କ ପ୍ରହାରକୁ ଜବାବ ଦେବାକୁ ମୋଦି ସ୍ଵଦେଶୀ ଜିନିଷର ଅଧିକ ବ୍ୟବହାର କରିବା ଉପରେ ଜୋର୍ ଦେଇଛନ୍ତି।…

125th Mann Ki Baat: କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ  ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ । ଆଜି…

Modi Meets Jinping: ଭାରତ-ଚୀନ୍ ସମ୍ପର୍କର ପୁନର୍ଜନ୍ମ, ଆମେରିକା ଗାଲରେ ବାଜିଲା ଶକ୍ତ ଚାପୁଡ଼ା…..

ନୂଆଦିଲ୍ଲୀ: ଆମେରିକା ସହିତ ଶୁଳ୍କ ଯୁଦ୍ଧ ପରେ, ଭାରତ ଏବଂ ଚୀନ୍ ସେମାନଙ୍କର ସମ୍ପର୍କକୁ ଏବେ ମଜବୁତ୍ କରୁଛନ୍ତି । ଦୀର୍ଘ ୬ ବର୍ଷ ପରେ ଚୀନରେ ପାଦ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିସହିତ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି ମୋଦି। ଯାହା ଏସିଆରେ ଆମେରିକାର ରଣନୀତି…

Nandankanan Zoo: ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ ଫ୍ଲୁକୁ…

Koraput Municipality: କୋରାପୁଟ ମ୍ୟୁନିପାଲିଟି ପାଇବ ଶ୍ରେଷ୍ଠ ପୌରାଞ୍ଚଳ ପୁରସ୍କାର

କୋରାପୁଟ: ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ । ଏନେଇ କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି । ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ କରାଯିବ । କୋରାପୁଟ…

Weather Update: ଆସୁଛି ୨ଟି ଲଘୁଚାପ; ଆଜିଠୁ ପ୍ରବଳ ବର୍ଷିବ!, ଏହି ସବୁ ଜିଲ୍ଲାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ…

Belpahad Municipality corruption: ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ଆଉ ଏକ…

ଝାରସୁଗୁଡ଼ା: ବେଲପାହାଡ଼ ମ୍ୟୁନିସିପାଲିଟି ଦୁର୍ନୀତି ଘଟଣାରେ ନିଆଗଲା ଆଉ ଏକ କାର୍ଯ୍ୟାନୁଷ୍ଠାନ । ମ୍ୟୁନିସିପାଲଟିର ପୂର୍ବତନ ନିର୍ବାହୀ ଅଧିକାରୀ ତଥା ଏବେର ମୟୁରଭଞ୍ଜ ଜିଲ୍ଲା ଜାମଡା ତହସିଲଦାର ମଧୁସ୍ମିତା ସିଂଙ୍କୁ ନିଲମ୍ବିତ କରାଯାଇଛି । ସ୍ବତନ୍ତ୍ର ଅଡିଟ୍ ରିପୋର୍ଟ ଦାଖଲ ପରେ ରାଜସ୍ବ…

ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ଗଣଦୁଷ୍କର୍ମ ଅଭିଯୋଗ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଲଜ୍ଜା । ଶୁକ୍ରବାର ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ୫ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିବା ସୂଚନା । ଏନେଇ ଶନିବାର ଥାନାରେ ମାମଲା ରୁଜୁ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।…