Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା

ଭୁବନେଶ୍ବର: ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହେଲେ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି । ସହକାରୀ ପ୍ରଣାଳୀ,…

୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ

କେନ୍ଦ୍ରାପଡ଼ା: ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦେଶାନ୍ତର କରିଛି କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ । ଦୀର୍ଘ ୨୧ ବର୍ଷ ପରେ ଶୁକ୍ରବାର ଦିନ ଏହି ଦେଶାନ୍ତର କରିଥିବା ସୂଚନା ମିଳିଛ । ସେମାନେ ହେଲେ ଅମିନା ବିବି, ଇନସାନ ଖାନ ଓ ମୁନତାଜ ଖାନ । ଏହି ପରିବାର ୧୯୮୭ ମସିହାରେ ବାଂଲାଦେଶରୁ…

Joranda Mela: ଚଳଚଞ୍ଚଳ ଢେଙ୍କାନାଳ;ଆରମ୍ଭ ହେଉଛି ବିଶ୍ବ ପ୍ରସିନ୍ଧ ଯୋରନ୍ଦା ମେଳା

ଢେଙ୍କାନାଳ: ପ୍ରତି ବର୍ଷ ପରି ମାଘ ଶୁକ୍ଳ ଚତୁଦର୍ଶୀ ଠାରୁ ଆରମ୍ଭ ହେବାକୁ ଯାଉଛି ଯୋରନ୍ଦା ମାଘ ମେଳା । ତେବେ ଆସନ୍ତାକାଲି ଅର୍ଥାତ ୩୧ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା । ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ…

Gopalpur Mahotsav: ଗଞ୍ଜାମ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି;୩୨ କୋଟିରେ…

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି…

ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ, କାହାରି ବି ଟୋକନ ଲାପ୍ସ ଯିବ ନାହିଁ: ମନ୍ତ୍ରୀ

ଭଦ୍ରକ: ଭଦ୍ରକ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାନକିଣା ନେଇ ସମୀକ୍ଷା ବୈଠକ କରିଛନ୍ତି ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବୈଠକ ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଥିଲେ ଯେ, ଜିଲାରେ ଧାନକିଣା ବାବଦରେ ମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାପାଳ ଓ ବିଭାଗୀୟ…

Odisha Budget 2026-27: ଏହି ଦିନରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ, ୨୦ରେ ବଜେଟ୍ ଉପସ୍ଥାପନ

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ…

Naxalites Surrender: ‘ଲାଲ ଆତଙ୍କ’ଉପରେ ପ୍ରହାର: ୮ଲକ୍ଷ ପୁରସ୍କାର ରାଶି ଥିବା ୪ ମାଓବାଦୀଙ୍କ…

ଛତିଶଗଡ଼:ଛତିଶଗଡ଼ର ନକ୍ସଲ ପ୍ରଭାବିତ ବସ୍ତର ଡିଭିଜନରେ ରାଜ୍ୟ ସରକାରଙ୍କ 'ନକ୍ସଲମୁକ୍ତ' ଅଭିଯାନର ଆଉ ଏକ ବଡ଼ ସଫଳତା ହାସଲ କରିଛି । କିସ୍ତାରାମ ଅଞ୍ଚଳରେ ସକ୍ରିୟ ଥିବା ଚାରି ଜଣ ପ୍ରମୁଖ ମାଓବାଦୀ କ୍ୟାଡର ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି…

ଏଣିକି ମହାପ୍ରୟାଣ ପରିବର୍ତ୍ତେ ‘୧୦୯ ନମ୍ବର’ ଗାଡି ବ୍ୟବହାର କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ

ଗଜପତି: ରାଜ୍ୟରେ ଅନେକ ସମୟରେ ସରକାରୀ ଡାକ୍ତରଖାନାରୁ ମୃତଦେହକୁ ନେବାକୁ ମହାପ୍ରୟାଣ ଗାଡ଼ି ଉପଲବ୍ଧ ହୋଇପାରୁନି । ଯାହାକୁ ନେଇ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇ ନିଜ ଆତ୍ମୀୟ ସ୍ବଜନଙ୍କ ମୃତଦେହକୁ କାନ୍ଧରେ କିମ୍ବା ସାଇକେଲରେ ବୋହି ନେବାର ଦେଖିବାକୁ ମିଳୁଛି । ଏହାକୁ ଦୃଷ୍ଟିରେ…

CBI Raid: ୭୫ ହଜାର ଟନ୍ କୋଇଲାର ମିଳୁ ନାହିଁ ହିସାବ; MCLରେ ସିବିଆଇର ତନାଘନା

ସୁନ୍ଦରଗଡ:କୋଇଲା ଚୋରା ଚାଲାଣ ଅଭିଯୋଗକୁ ନେଇ ଦିଲ୍ଲୀ ସିବିଆଇର ତିନିଟି ଦଳ ଏକକାଳୀନ ଚଢ଼ାଉ କରିଛନ୍ତି । ଅଭିଯୋଗ ହୋଇଛି ଯେ ଖଣିରୁ ସାଇଡିଂକୁ ଯାଉଥିବା ୭୫ ହଜାର ଟନ୍ କୋଇଲାର ହିସାବ ମିଳୁ ନାହିଁ । MCL ଗର୍ଜନବାହାଲ, କୁଲଡା କୋଇଲା ଖଣି ଓ କନିକା ରେଲୱେ ସାଇଡିଂରେ CBI ଟିମ୍ ଚଢ଼ାଉ…