Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Reliance’s Solar Project: ‘ରିଲାଏନ୍ସର ସୌରଶକ୍ତି ପ୍ରକଳ୍ପ ସିଙ୍ଗାପୁରର ଆକାରର ତିନି ଗୁଣ ବଡ଼…

ମୁମ୍ବାଇ: ଗୁଜୁରାଟର ଜାମନଗରରେ ନିର୍ମିତ ଧୀରୁଭାଇ ଅମ୍ବାନୀ ଗିଗା ଏନର୍ଜି କମ୍ପ୍ଲେକ୍ସ ଟେସଲାର ଗିଗାଫ୍ୟାକ୍ଟ୍ରି ଅପେକ୍ଷା ଚାରି ଗୁଣ ବଡ଼ । ୪୪ ଲକ୍ଷ ବର୍ଗଫୁଟ ପରିବ୍ୟାପ୍ତ ଏହି ଗିଗା ଏନର୍ଜି କମ୍ପ୍ଲେକ୍ସର କାମ ରେକର୍ଡ ଗତିରେ ଚାଲିଛି । ଏପର୍ଯ୍ୟନ୍ତ ଏହାକୁ ନିର୍ମାଣ କରିବା ପାଇଁ ୩୪…

Jio IPO: ଆସନ୍ତା ବର୍ଷର ପ୍ରଥମାର୍ଦ୍ଧରେ ଆସିବ ଜିଓ ଆଇପିଓ

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରଧାରକଙ୍କ ପାଇଁ ଖୁସି ଖବର। ଆସନ୍ତା ବର୍ଷର ପ୍ରଥମାର୍ଦ୍ଧ ଅର୍ଥାତ୍ ୨୦୨୬ ରେ ଆସିବ ଜିଓ ଆଇପିଓ(Jio IPO)। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ୪୮ତମ ବାର୍ଷିକ ସାଧାରଣ ବୈଠକରେ ସେୟାରଧାରକମାନଙ୍କୁ ସମ୍ବୋଧିତ କରି କମ୍ପାନୀର ଅଧ୍ୟକ୍ଷ ଏବଂ…

Diversion Tactic: ଯେବେ ସୀମା ପାର୍ କରନ୍ତି ନେତା…

ନୂଆଦିଲ୍ଲୀ: ବିହାରର ଦରଭଙ୍ଗାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭୋଟର ଅଧିକାର ଯାତ୍ରା ସମୟରେ ବୟାନକୁ ନେଇ ବଡ଼ ବିବାଦ ସାମନାକୁ ଆସିଛି । ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆପତ୍ତିଜନକ ବା ଅପଶବ୍ଦର ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଖାଲି ସେତିକି ନୁହେଁ…

Asia Cup 2025: ହରମନପ୍ରୀତଙ୍କ ହ୍ୟାଟ୍ରିକ୍… ବିଜୟରୁ ଭାରତର ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ:ଆଜିଠୁ ବିହାରର ରାଜଗିରରେ ଏସିଆ କପ୍ 2025(Asia Cup 2025) ହକି ଆରମ୍ଭ ହୋଇଛି । ଏଥିସହ ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଧିନାୟକ ହରମନପ୍ରୀତ ସିଂ(Harmanpreet Singh)ଙ୍କ ଦମଦାର ହ୍ୟାଟ୍ରିକ୍ ଗୋଲ୍ (20’, 33’, 47’) ବଳରେ ଚୀନ ବିପକ୍ଷରେ ଭାରତ ବିଜୟ ହାସଲ କରିଛି…

Weather Update: ଆସନ୍ତାକାଲି ଏସବୁ ଜିଲ୍ଲାରେ ବର୍ଷିବ! ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ତାରିଖ ଯାଏଁ ହାଲୁକାରୁ…

GDP growth: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ; ଜିଡିପିରେ ଅଭିବୃଦ୍ଧି

ନୂଆଦିଲ୍ଲୀ: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ। GDPରେ ଅଭିବୃଦ୍ଧି। ପ୍ରଥମ ତ୍ରୈମାସିକରେ ମୋଟ୍ ଘରୋଇ ଉତ୍ପାଦ (GDP) ଅଭିବୃଦ୍ଧି ୭.୮% ପଞ୍ଜିକୃତ କରିଛି। ଏନେଇ ପରିସଂଖ୍ୟାନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଲା ତଥ୍ୟ। ଗତବର୍ଷ ପ୍ରଥମ ତ୍ରୈମାସିକରେ GDP ଗ୍ରୋଥ୍ ରେଟ୍ ୬.୫% ଥିଲା।…

Mahua Moitra Controversial Statement: ଅମିତ ଶାହଙ୍କୁ ନେଇ ବିବାଦୀୟ ବୟାନ ଦେଇ ଫସିଗଲେ ମହୁଆ ମୋଇତ୍ରା, କହିଦେଲେ…

ନୂଆଦିଲ୍ଲୀ: ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଟିଏମସି ସାଂସଦ ମହୁଆ ମୋଇତ୍ରା। ଗୃହମନ୍ତ୍ରୀଙ୍କୁ ନେଇ ଦେଲେ ଆପତ୍ତିଜନକ ବୟାନ। ମହୁଆ ମୋଇତ୍ରା ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ସାମ୍ବାଦିକଙ୍କ ସହ କଥାବାର୍ତ୍ତା ସମୟରେ ଏହି ବୟାନ ଦେଇଥିଲେ। ଯେତେବେଳେ ସାମ୍ବାଦିକମାନେ ତାଙ୍କୁ…

Sentenced to jail: ୨୦୨୧ ବାଲିପାଟଣା ନାବାଳିକା ଦୁଷ୍କର୍ମ ମାମଲା; ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲ୍

ଭୁବନେଶ୍ବର:୨୦୨୧ ବାଲିପାଟଣା ନାବାଳିକା ଦୁଷ୍କର୍ମ ମାମଲାରେ ଚୁଡାନ୍ତ ଶୁଣାଣି ହୋଇଛି । ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଦିଆଯାଇଛି । ଆଡ଼ିସିନାଲ ସେସନ୍ସ ଜଜ-୧ ଅଭିଯୁକ୍ତ ସାହାଜାନ ଖାଁ ଓରଫ ସନିଆକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି । ୨୦୨୧ ମସିହାରେ…

Dissent Brews In BJD: ଏବେ କ’ଣ କରିବେ ନବୀନ ?

ଭୁବନେଶ୍ବର: ବିଜେଡିରେ ଥମୁନି ଅସନ୍ତୋଷ। ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ଅସନ୍ତୋଷ ଝାଡୁଛନ୍ତି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ହୁଅନ୍ତୁ କି ବରିଷ୍ଠ ନେତା ଅଶୋକ ପଣ୍ଡା କିମ୍ବା ପ୍ରଫୁଲ୍ଲ ମଲ୍ଲିକ। ଗୋଟେ ପରେ ଗୋଟେ ବିସ୍ଫୋରକ ବୟାନ ଦେଇଛନ୍ତି। 24 ବର୍ଷର ଶାସନ ବେଳେ କେବେ…

Odisha Police Felicitated: ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଆଜି ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । କଟକ ଆଇପିଏସ ମେସସ୍ଥିତ ଆର.କେ. ପାଢ଼ୀ…