Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Ganesh Puja Guideline: ଗଣେଶ ପୂଜା: କଟକ ପରେ ଭୁବନେଶ୍ୱର ପାଇଁ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର: ରାତି ପାହିଲେ ଗଣେଶ ପୂଜା । ଏନେଇ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଅବସରରେ କଣ କରିହେବ କଣ ନାହିଁ ସେନେଇ ପୂର୍ବରୁ ସିଲଭର ସିଟି କଟକ ପାଇଁ ଗାଇଡଲାଇନ ଜାରି ହୋଇଥିବାବେଳେ, ଏବେ ରାଜଧାନୀ ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଗାଇଡଲାଇନ…

Ajit Doval: ଚୁଟିରୁ ପରମାଣୁ ପ୍ଲାନର ଖୁଲାସା..

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ କୁହାଯାଏ ଦେଶୀ ଜେମସ ବଣ୍ଡ ଓ ସୁପରକପ୍। ଇଣ୍ଟେଲିଜେନ୍ସ ବ୍ୟୁରୋ ହେଉ କି ସିକ୍କିମ ମିଶନ, ନିଜକୁ ଅନେକ ଥର ପ୍ରମାଣିତ କରିସାରିଛନ୍ତି ଡୋଭଲ। ନିଜ କ୍ୟାରିୟରରେ ଅନେକ ବିପଜ୍ଜନକ ମିଶନରେ କାମ କରିଛନ୍ତି। ଡି ଦେବଦତ୍ତଙ୍କ ବହି…

Shree Mandir Management Committee: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ: ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ୧୦ ସଦସ୍ୟଙ୍କୁ କମିଟିରେ ସ୍ଥାନ ମିଳିଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ…

Patient Jumps Off Hospital Roof: ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

ସୁନ୍ଦରଗଡ଼: ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ। ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ। ମୃତକ ମାନସିକ ଅନଗ୍ରସର ଥିବା ସୂଚନା ରହିଛି। ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଯୁବକ। ସୂଚନା ଅନୁସାରେ ଗତ ରବିବାର ଅପସ୍ମାର ରୋଗରେ ପୀଡ଼ିତ ହୋଇ ଭର୍ତ୍ତି…

Nuakhai Holiday: ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର…

Gopabandhu Sambadika Health Insurance: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ…

ଭୁବନେଶ୍ୱର: ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଏହି ଅବଧିକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି…

Elephant Death Report: ଗତ ୬ ବର୍ଷ ମଧ୍ୟରେ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛନ୍ତି ଅନେକ ହାତୀ; କେଉଁ ରାଜ୍ୟରେ…

ଭୁବନେଶ୍ବର: ଓଡିଶାରେ ଅନେକ ସମୟରେ କୌଣସି ନା କୌଣସି କାରଣରୁ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଛି । ରାଜ୍ୟର ସମ୍ବଲପୁର, କଟକ, ଗଜପତି, ଢେଙ୍କାନାଳ, ଅନୁଗୁଳ ଏବଂ କେଉଁଝର ଭଳି ଜିଲ୍ଲାରେ ବିଦ୍ୟୁତ୍ ଆଘାତ ଲାଗି ସର୍ବାଧିକ ହାତୀଙ୍କ ମୃତ୍ୟୁ ହୋଇଛି । ତେବେ ହାତୀ ମୃତ୍ୟୁ ନେଇ ଆସିଛି…

Cm Kishan Money: ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ଏହା…

କେମିତି ସନ୍ନ୍ୟାସ ନିଅନ୍ତି କ୍ରିକେଟର?, କ’ଣ ରହିଛି ନିୟମ?

ନୂଆଦିଲ୍ଲୀ: ଭାରତୀୟ ଦଳର ମେରୁଦଣ୍ଡ କୁହାଯାଉଥିବା କିମ୍ବଦନ୍ତୀ ବ୍ୟାଟସମ୍ୟାନ୍ ଚେତେଶ୍ୱର ପୂଜାରା ସମସ୍ତ ଫର୍ମାଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପୂଜାରାଙ୍କ ନିଷ୍ପତ୍ତି ତାଙ୍କ ପ୍ରଶଂସକମାନଙ୍କୁ ଚକିତ…

Ambani’s Vantar: ଅମ୍ବାନୀଙ୍କ ‘ବନ୍ତାରା’କୁ ସୁପ୍ରିମକୋର୍ଟଙ୍କ ଝଟକା, ତଦନ୍ତ ପାଇଁ ଗଠନ ହେବ ଏସଆଇଟି

ନୂଆଦିଲ୍ଲୀ: ଅମ୍ବାନୀ ପରିବାରକୁ ସୁପ୍ରିମକୋର୍ଟଙ୍କ ଝଟକା। ସୁପ୍ରିମକୋର୍ଟ ଗୁଜରାଟର ଜାମନଗରରେ ଅବସ୍ଥିତ ବନ୍ତାରାର କାର୍ଯ୍ୟକଳାପର ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ତଦନ୍ତ ଦଳ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କେନ୍ଦ୍ରଟି ରିଲାଏନ୍ସ ଫାଉଣ୍ଡେସନ ଦ୍ୱାରା ପରିଚାଳିତ। କୋର୍ଟ ସ୍ପଷ୍ଟ…