Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ…

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୫ତମ ବୈଠକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି…

Seaplane Services: ‘ରାଜ୍ୟରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ପ୍ରଚଳନ କରାଯିବ’

ଭୁବନେଶ୍ବର:କମ୍‌ ସମୟରେ, କମ୍‌ ଭଡ଼ାରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ବୁଲିବେ ପର୍ଯ୍ୟଟକ । ଆଉ ତାହା ବି ପୁଣି ହେଲିକପ୍ଟରରେ । ଓଡ଼ିଶାରେ ଖୁବ୍‌ଶୀଘ୍ର ସି-ପ୍ଲେନ୍ ଏବଂ ହେଲି ଟ୍ୟାକ୍ସି ପ୍ରଚଳନ କରାଯିବ । ଆଜି ସୂଚନା ଦେଇଛନ୍ତି ବାଣିଜ୍ୟ ଏବଂ ପରିବହନ ସଚିବ ଉଷା ପାଢୀ । ଆଜି ଭୁବନେଶ୍ୱରରେ…

INS Himgiri, Udaygiri: ଆସନ୍ତାକାଲି ଜଳାବତରଣ କରିବ ଯୁଦ୍ଧଜାହାଜ ଉଦୟଗିରି ଏବଂ ହିମଗିରି; ଜାଣନ୍ତୁ ଉଭୟଙ୍କ…

ନୂଆଦିଲ୍ଲୀ: ଭାରତୀୟ ନୌସେନାର ଦୁଇଟି ଆଧୁନିକ ଫ୍ରଣ୍ଟଲାଇନ୍ ଯୁଦ୍ଧଜାହାଜ, ଉଦୟଗିରି (F35) ଏବଂ ହିମଗିରି (F34) ଅଗଷ୍ଟ ୨୬ ତାରିଖରେ ଭାରତୀୟ ନୌସେନାରେ ସାମିଲ ହେବ। ଏହି ଦୁଇଟି ଅତ୍ୟାଧୁନିକ ଯୁଦ୍ଧଜାହାଜ ବିଶାଖାପାଟଣାରେ ଜଳାବତରଣ କରାଯିବ। ପୂର୍ବ ନୌସେନା କମାଣ୍ଡର ଅଧିକାରୀମାନେ ଏହି…

Odisha Migration: ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବଡ଼…

ଭୁବନେଶ୍ୱର: ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି। ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ। କାହିଁକି ସେମାନେ ସେହି ରାଜ୍ୟକୁ ଯାଉଛନ୍ତି ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରି…

Puri-Patna Train: ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା-ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: ଆସନ୍ତା ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ପରିଚାଳନା କରିବା ଏବଂ ଉନ୍ନତ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ, ଭାରତୀୟ ରେଳବାଇ ପାଟନା ଏବଂ ପୁରୀ ମଧ୍ୟରେ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌ ସେବା ପରିଚାଳନା କରିବାକୁ ନିଷ୍ପତ୍ତି ନେଇଛି । ସ୍ୱତନ୍ତ୍ର…

Odisha Flood Situation: ରାଜ୍ୟରେ ବନ୍ୟା ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ବନ୍ୟା ପାଣି ଛାଡ଼ିଲେ…

ଭୁବନେଶ୍ୱର: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ ନଦୀଜଳ ପ୍ରବାହିତ ହେଉଥିବାବେଳେ ଜଳକା ଜଳସ୍ତର ବଢ଼ୁଛି। ରାଜ୍ୟରେ ଏହି ବନ୍ୟା ସ୍ଥିତିକୁ ନଜରରେ ରଖି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

Cadet Pilot Program: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ପାଇଁ ଦିଆଯିବ…

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବଡ ଘୋଷଣା କରିଛନ୍ତି । ସେ କହିଥିଲେ ଯେ, ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ ଆସେଟସ୍ ଆଣ୍ଡ…

Cuttack Durga Puja: ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ,…

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି…

Odisha’s Cooperative Development: ଓଡ଼ିଶାରେ ସମବାୟ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବିଭିନ୍ନ ପ୍ରସ୍ତାବ…

ଭୁବନେଶ୍ୱର: ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।…

Reckless Car Stunts: ଷ୍ଟାଇଲ୍ ମାରିବା ମହଙ୍ଗା ପଡିଲା, ଗଣିଲେ ସିଧା ୧୦ ହଜାର ଜରିମାନା….

ଭୁବନେଶ୍ବର: ହାଇୱେ ଉପରେ ଷ୍ଟାଇଲ୍ ମାରିବା ମହଙ୍ଗା ପଡିଲା । ସିଧା ୧୦ ହଜାର ଜରିମାନା ଗଣିଲେ ଯୁବକ । ଗତ ଗୁରୁବାର ଭୁବନେଶ୍ୱରରେ ଦୁଇଜଣ ବ୍ୟକ୍ତି ଚଳନ୍ତା କାର ଡୋର ଖୋଲି ଗାଡିରୁ ଅଧା ବାହାରି, ଯାତ୍ରା ସମୟରେ ରାସ୍ତା ଉପରେ ଆତଙ୍କ ସୃଷ୍ଟି କରି ବିପଦପୂର୍ଣ୍ଣ ଷ୍ଟଣ୍ଟ୍ କରୁଥିବା…