Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘Airawat’ Rescue Truck: ରାଜ୍ୟରେ ପ୍ରଥମ ଥର ପାଇଁ ଅନୁଗୁଳ ବନଖଣ୍ଡକୁ ଆସିଲା ‘ଐରାବତ’…

ଅନୁଗୁଳ: ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’ । ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ ସ୍ଥାନାନ୍ତର ପାଇଁ ବ୍ୟବହାର କରାଯିବ। ଟ୍ରକ୍‌ଟି…

Green Fuel: ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍‌ ତିଆରି କରିବ । ଟ୍ୱିନ୍‌ ସିଟିରେ ପ୍ରାଥମିକ ସ୍ତରରେ…

Mla Kc Virendra Arrested: ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ଗିରଫ କଲା ଇଡି; ୧୨ କୋଟି ନଗଦ, ୬ କୋଟି ଅଳଙ୍କାର…

ବେଙ୍ଗାଲୁରୁ: ଅଗଷ୍ଟ ୨୨ ଏବଂ ୨୩ ତାରିଖରେ ଦେଶବ୍ୟାପୀ ହୋଇଥିବା ଏକ ବଡ଼ ଅଭିଯାନରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି । ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ସିକିମରୁ ଗିରଫ…

Air Defence Weapon: ଶତ୍ରୁଙ୍କୁ ଶକ୍ତି ଦେଖାଉଛି ଭାରତ, ଓଡିଶା ଉପକୂଳରେ IADWSର ପ୍ରଥମ ପରୀକ୍ଷଣ ସଫଳ, ଧ୍ବଂସ…

ଭୁବନେଶ୍ବର: ଭାରତୀୟ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଏକ ସ୍ୱଦେଶୀ ବାୟୁ ପ୍ରତିରକ୍ଷା ପ୍ରଣାଳୀ ବିକଶିତ କରିଛି। DRDO, ଗତକାଲି ଅର୍ଥାତ୍ ୨୩ ଅଗଷ୍ଟ, ଦିନ ପ୍ରାୟ ୧୨:୩୦ ସମୟରେ ଓଡ଼ିଶା ଉପକୂଳରେ ସମନ୍ୱିତ ବାୟୁ ପ୍ରତିରକ୍ଷା ଅସ୍ତ୍ର ପ୍ରଣାଳୀ (IADWS) ର ପ୍ରଥମ ପରୀକ୍ଷଣ…

Hirakud Dam: ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା; ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ ଖୋଲିଲା । ଏବେ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ୍ ଜଳସ୍ତର । ପ୍ରଥମେ ଶନିବାର ୮ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଥିବାବେଳେ ରବିବାର…

Cheteshwar Pujara: କ୍ରିକେଟର ସବୁ ଫର୍ମାଟରୁ ସନ୍ନ୍ୟାସ ନେଲେ ଚେତେଶ୍ୱର ପୂଜାରା, କହିଲେ କିଛି ଏମିତି….

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ୍ ଚେତେଶ୍ୱର ପୂଜାରା ସମସ୍ତ ଫର୍ମାଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ବହୁତ ଦିନ ଧରି ଭାରତୀୟ ଟେଷ୍ଟ ଦଳରୁ ବାହାରେ ଥିଲେ। ଏବେ ସେ ତାଙ୍କର ସ୍ୱର୍ଣ୍ଣିମ କ୍ୟାରିୟରକୁ ବିଦାୟ ଦେଇଛନ୍ତି। ଭାରତୀୟ ଦଳରେ ତାଙ୍କ ସ୍ଥାନରେ ଅନେକ…

Road Accident: ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ

କାମାକ୍ଷାନଗର: ଅନୁଗୁଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ କାନପୁରା ପଞ୍ଚାୟତର ଭାଲୁମୁଣ୍ଡାଠାରେ ଅଜଣା ଗାଡ଼ି ଧକ୍କାରେ ପୋଲିସ୍ ସହକାରୀ ଆରକ୍ଷୀ ନିରୀକ୍ଷକ (ଏଏସଆଇ)ଙ୍କର ମୃତ୍ୟୁ ହୋଇଛି । ମୃତ ଏଏସଆଇ ମାନସ ସିଂଙ୍କ ଘର କଙ୍କଡ଼ାହାଡ଼ ଥାନା ପାଟବେଡ଼ା ଗାଁରେ । ସେ ଅନୁଗୁଳ ପୋଲିସରେ…

Dream11 Pulls Out: ଏବେ ଟିମ୍ ଇଣ୍ଡିଆ ଜର୍ସିରେ ରହିବ କାହା ଲୋଗୋ?, ଚୁକ୍ତିରୁ ଓହରିବ ଡ୍ରିମ୍ ୧୧….

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲ୍ ପାସ୍ ହେବା ପରେ, ଏସିଆ କପ୍ ପୂର୍ବରୁ ଡ୍ରିମ୧୧ ଭାରତୀୟ କ୍ରିକେଟ ଦଳର ଜର୍ସିର ସ୍ପନସରଶିପ୍ ବନ୍ଦ କରିବା ନେଇ ଏବେ ନିଷ୍ପତ୍ତି ନେଇସାରିଛି । ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଫାଣ୍ଟାସି ସ୍ପୋର୍ଟସ୍ ପ୍ଲାଟଫର୍ମ ଡ୍ରିମ୧୧ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ…

Bills To Sack Jailed Leaders:‘ନିଜକୁ ବି ଛାଡି ନାହାନ୍ତି ମୋଦି’, ଗିରଫ ମନ୍ତ୍ରୀଙ୍କୁ ପଦରୁ ବିଦା ବିଲ୍ ନେଇ…

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ କିରନ୍ ରିଜିଜୁ ଏକ ବଡ଼ ଖୁଲାସା କରିଛନ୍ତି । କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କୁ ନୂତନ ବିଲ ଠାରୁ ବାହାରେ ରଖିବା ପାଇଁ ପରାମର୍ଶ ଦିଆଯାଇଥିଲା । ଏହି ବିଲ୍…

Seized Vehicles Remove: ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର

ଭୁବନେଶ୍ୱର: ରାଜଧାନୀର ସବୁ ଥାନା ପରିସର ମଧ୍ୟରେ ପଡି ରହିଥିବା ଜବତ ଗାଡିକୁ ନେଇ ବଡ ସୂଚନା ଦେଲେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ । କହିଲେ ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି ବୋଲି ମେୟର୍…