Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୧୨ ଓପିଏସ୍ ଅଧିକାରୀଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ନୂତନ ପୋଷ୍ଟିଂ ପାଇଥିବା ପ୍ରାୟ ୧୨ ଜଣ ଓପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ଖବର ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ଯାହା ତୁରନ୍ତ କାର୍ଯ୍ୟକାରୀ ହେବ। ତେବେ ନିମ୍ନଲିଖିତ ଅଧିକାରୀମାନଙ୍କୁ ବଦଳି…

୩ ବର୍ଷରେ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା…

ଓଡ଼ିଶାରେ ଶିକ୍ଷା ବ୍ୟବସ୍ଥା ମଜବୁତ ପାଇଁ ବିଏସଇ ଓ ସିଏଚଏସଇର ମିଶ୍ରଣ

ଭୁବନେଶ୍ୱର: ଓଡ଼ିଶାର ସ୍କୁଲ ଶିକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ବଡ଼ ନିଷ୍ପତ୍ତି ନିଆଯାଇଛି। ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (Board of Secondary Education) ଓ କାଉନସିଲ ଅଫ ହାୟର ସେକେଣ୍ଡାରୀ ଏଜୁକେସନ (Council of Higher Secondary Education)କୁ ଏକ ବୋର୍ଡରେ…

କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା, ଧନ୍ୟବାଦ ଦେଲେ…

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ ଦେଇଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ…

ବରିଷ୍ଠ OAS ଲଲାଟେନ୍ଦୁ ସାହୁ ଓଡ଼ିଶା ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ଭୁବନେଶ୍ବର: ବରିଷ୍ଠ OAS ଲଲାଟେନ୍ଦୁ ସାହୁ ଓଡ଼ିଶା ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଗୁରୁବାର ଏକ ସରକାରୀ ବିଜ୍ଞପ୍ତି ଜାରି କରାଯାଇ ଏହି ସୂଚନା ଦିଆଯାଇଛି। ବରିଷ୍ଠ OAS ଅଧିକାରୀ ଲଲାଟେନ୍ଦୁ…

ଦୁର୍ଘଟଣା ପ୍ରବଣ ଜିଲ୍ଲା ମଧ୍ୟରେ ରହିଛି ଗଞ୍ଜାମ ଓ ସୁନ୍ଦରଗଡ଼

ଭୁବନେଶ୍ୱର: ଭାରତର ୧୦୦ଟି ସର୍ବାଧିକ ଦୁର୍ଘଟଣା ପ୍ରବଣ ଜିଲ୍ଲା ମଧ୍ୟରେ ଓଡ଼ିଶାର ଗଞ୍ଜାମ ଏବଂ ସୁନ୍ଦରଗଡ଼ ରହିଛି। ଏନେଇ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ (MoRTH) ରାଜ୍ୟ ପରିବହନ ବିଭାଗକୁ ଦେଇଥିବା ଏକ ଚିଠିରେ ଉଲ୍ଲେଖ କରାଯାଇଛି। ଏକ ଘରୋଇ ସଡ଼କ ସୁରକ୍ଷା ସଂସ୍ଥା ଦ୍ୱାରା…

Road Safety Awareness: ପାର୍ବଣରେ ସମସ୍ତ ପୂଜା ମଣ୍ଡପଗୁଡିକରେ ପ୍ରଦର୍ଶିତ ହେବ ସଡ଼କ ସୁରକ୍ଷା ବାର୍ତ୍ତା

କଟକ/ଭୁବନେଶ୍ୱର: ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ। ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ। କେବଳ ସେତିକି ନୁହେଁ, ନିଜ ଅଞ୍ଚଳକୁ ଦୁର୍ଘଟଣା ମୁକ୍ତ କରିବା ଦିଗରେ ସହଯୋଗ କରିବାକୁ ସାହି…

MoU Signed: ଏମ୍ସ ଭୁବନେଶ୍ୱର, କିଟ୍-ଟିବିଆଇ ଓ ବିସିକେଆଇସି ଫାଉଣ୍ଡେସନ୍ ସହ ଏମଓୟୁ ସ୍ୱାକ୍ଷର, ସ୍ୱାସ୍ଥ୍ୟସେବା…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା ନବସୃଜନକୁ ଆଗକୁ ବଢାଇବା ଏବଂ କ୍ଲିନିକାଲ୍ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଅନନ୍ୟ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ଆଜି କିଟ୍-ଟେକ୍ନୋଲୋଜି ବିଜନେସ ଇନକ୍ୟୁବେଟର (କିଟ୍-ଟିବିଆଇ) ଏବଂ ଭୁବନେଶ୍ୱର ସିଟି ନଲେଜ୍ ଇନୋଭେସନ୍ କ୍ଲଷ୍ଟର (ବିସିକେଆଇସି)…

Odisha CM’s Wife Surgery: ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀଙ୍କର ହେଲା ସଫଳ ଅସ୍ତ୍ରୋପଚାର, ସ୍ଥିର ରହିଛି…

କଟକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଆଜି ସଫଳ ଅସ୍ତ୍ରୋପଚାର ସରିଛି। ଏସସିବି ମେଡିକାଲ କଲେଜ ହସ୍ପିଟାଲର ସର୍ଜରୀ ବିଭାଗର ପ୍ରଫେସର ଡା. ଏଲ. ଭି. ଗୌରୀ ଏହି ଅସ୍ତ୍ରୋପଚାର କରିଛନ୍ତି। ସକାଳ ୧୧ ଘଟିକାରୁ ଆରମ୍ଭ ହୋଇଥିବା ଏହି ଅସ୍ତ୍ରୋପଚାର ପ୍ରାୟ ୪୫…

Bribe Case: ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ

ସମ୍ବଲପୁର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ। ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି ଭିଜିଲାନ୍ସ। ଅଭିଯୋଗକରୀଙ୍କ…