Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Ukraine targets Moscow: ୟୁକ୍ରେନ୍‌ର ଋଷ ଉପରେ ବଡ଼ ଧରଣର ଏୟାରଷ୍ଟ୍ରାଇକ;୬ ଜଣଙ୍କ ମୃତ୍ୟୁ, ମସ୍କୋର ଜୋରଦାର…

ନୂଆଦିଲ୍ଲୀ:ରବିବାର ଦିନ ୟୁକ୍ରେନ୍ ଶହ ଶହ ଡ୍ରୋନ୍ ବ୍ୟବହାର କରି ଋଷର ବିଭିନ୍ନ ଅଞ୍ଚଳ ଉପରେ ଏକ ବଡ ଆକ୍ରମଣ କରିଛି। ଋଷର ଅଧିକାରୀଙ୍କ ଅନୁଯାୟୀ, ଏହି ଆକ୍ରମଣରେ ଅତିକମରେ ଛଅ ଜଣ ଲୋକ ପ୍ରାଣ ହରାଇଛନ୍ତି। ଯୁଦ୍ଧ ଆରମ୍ଭ ହେବା ପରଠାରୁ ୟୁକ୍ରେନ୍ ଦ୍ୱାରା କରାଯାଇଥିବା ସବୁଠାରୁ ବଡ଼…

NH-53 collapses:ଲଗାଣ ବର୍ଷାରେ ଜାତୀୟ ରାଜପଥ NH 53 ଦବିଲା, ଓଲଟିଲା ଟ୍ରକ୍;ନିମ୍ନମାନର ରାସ୍ତା କାମ ଅଭିଯୋଗ

ମହାକାଳପଡ଼ା:ଲଗାଣ ବର୍ଷାରେ କେନ୍ଦ୍ରପଡ଼ା ସ୍ଥିତି ବେହାଲ । ଲଗାଣ ବର୍ଷାରେ ମହାକାଳପଡ଼ା ଦେଇ ଯାଇଥିବା ୫୩ ନଂ(NH-53) ଜାତୀୟ ରାଜପଥର ଏକ ଅଂଶ ରବିବାର ଧସି ଯାଇଛି। ଫଳରେ ୩ଟି ଟ୍ରକ୍ ଧସି ଯାଇ ପାଣିରେ ଓଲଟି ପଡ଼ିଛି। କ୍ରମାଗତ ବର୍ଷା ଯୋଗୁଁ ନୂତନ ଭାବେ ନିର୍ମିତ ରାସ୍ତାଟି ଦୁର୍ବଳ…

ଆକାଶମାର୍ଗରୁ ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ରାଜ୍ୟରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଯାଜପୁର,ଭଦ୍ରକ ସମେତ ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାଜପୁର ଓ ଭଦ୍ରକର ବନ୍ୟାଞ୍ଚଳ…

ରାଜ୍ୟରେ ଅତି ପ୍ରବଳ ବର୍ଷା ଆଶଙ୍କା;ଆସନ୍ତାକାଲି ଉତ୍କଳ ବିଶ୍ବବିଦ୍ୟାଳୟର ପରୀକ୍ଷା ବାତିଲ, ମୟୂରଭଞ୍ଜ ସହ ଏହି…

ଭୁବନେଶ୍ବର:ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଓ ସାମ୍ପ୍ରତିକ ବନ୍ୟାସ୍ଥିତିକୁ ନଜରରେ ରଖି କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ ଆଦି ଜିଲ୍ଲାରେ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ବନ୍ଦ କରାଯାଇଛି । ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ମଧ୍ୟ ସୋମବାର ହେବାକୁ ଥିବା ସମସ୍ତ ପରୀକ୍ଷାକୁ…

DGP Yogesh Khurania Retires:ସରିଲା ଡିଜିପି ୱାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ;ବିଦାୟୀ ଅଭିଭାଷଣ କହିଲେ…

ଭୁବନେଶ୍ୱର:ଓଡ଼ିଶା ପୋଲିସ ମହାନିର୍ଦ୍ଦେଶ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ସରିଲା । ଡିଜିପିଙ୍କୁ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ନିଜ ବିଦାୟୀ ବକ୍ତବ୍ୟରେ ୱାଇ ବି ଖୁରାନିଆ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଦ୍ଵାରା ଓଡ଼ିଶାକୁ ନକ୍ସଲମୁକ୍ତ…

ଆସନ୍ତାକାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ 

ପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର ଏନେଇ ସୂଚନା ଦେଇଛି।…

Heavy Rainfall: ଏହି ଜିଲ୍ଲାକୁ ରେଡ୍ ଆଲର୍ଟ;ଆସନ୍ତାକାଲି ସମସ୍ତ ସ୍କୁଲ୍,କଲେଜ, ଅଙ୍ଗନବାଡ଼ି ବନ୍ଦ

କେନ୍ଦୁଝର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ କେନ୍ଦୁଝର ଜିଲ୍ଲାପାଳ ସୋମବାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ,କଲେଜକ ସହିତ…

ଓଡ଼ିଶା DGP ଭାବେ ଅତିରିକ୍ତ ଦାୟିତ୍ବ ନେଲେ ବିନୟତୋଷ ମିଶ୍ର

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ରବିବାର ଦିନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ପୋଲିସ ବାହିନୀର ମୁଖ୍ୟ ଭାବରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୱାଇ ବି ଖୁରାନିଆଙ୍କ ସ୍ଥାନ ନେଇଛନ୍ତି। ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପାଇଁ ରାଜ୍ୟ ସରକାରଙ୍କୁ…

ବର୍ଷା ଓ ବନ୍ୟା ପାଇଁ ସରକାରୀ ଅଫିସରଙ୍କ ଛୁଟି ବାତିଲ;୩ଜିଲ୍ଲାକୁ ଗଲେ ୩ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର:ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…

ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍ ଓ ଟ୍ରେଲର ମୁହାଁମୁହିଁ ଧକ୍କା

ସମ୍ବଲପୁର: ୫୫ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଏବଂ ମାଲବାହୀ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ରୂପେ ବ୍ୟାହତ…