Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ସ୍ୱାଧୀନତା ଦିବସ’ରେ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା, ଜାଣନ୍ତୁ…

ଭୁବନେଶ୍ୱର: ସ୍ୱାଧୀନତା ଦିବସ ଉପଲକ୍ଷେ କମିଶନରେଟ୍ ପୋଲିସ ଅଗଷ୍ଟ ୧୫ ତାରିଖରେ ରାଜ୍ୟସ୍ତରୀୟ ଉତ୍ସବ ପାଳନ ପୂର୍ବରୁ ସହରରେ ଟ୍ରାଫିକ୍ କଟକଣା ଲାଗୁ କରିଛି। ଅଗଷ୍ଟ ୧୫ ପାଳନ ପାଇଁ ମହାତ୍ମା ଗାନ୍ଧୀ ମାର୍ଗ ଏବଂ ଏହାର ପରିଧିରେ ଅଭ୍ୟାସ କାର୍ଯ୍ୟକ୍ରମ ଏବଂ ପୂର୍ଣ୍ଣ ପୋଷାକ ଅଭ୍ୟାସ ପାଇଁ…

ତ୍ରୟୋଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୮୮ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି । ଭୁବନେଶ୍ୱର ୟୁନିଟ୍-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ।…

ମୁମ୍ବାଇ ପରେ ଦିଲ୍ଲୀରେ ଖୋଲିଲା ଟେସଲାର ନୂଆ ସୋରୁମ୍, ଜାଣନ୍ତୁ କ’ଣ ଖାସ୍ ରହିଛି?

ନୂଆଦିଲ୍ଲୀ: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖବର। ଏଲନ ମସ୍କଙ୍କ ବୈଦ୍ୟୁତିକ ଯାନ ନିର୍ମାତା କମ୍ପାନୀ ଟେସଲା ଆଜି ଅର୍ଥାତ୍ ୧୧ ଅଗଷ୍ଟ ୨୦୨୫ରେ ଦିଲ୍ଲୀର ଏରୋସିଟି (ଆଇଜିଆଇ ବିମାନବନ୍ଦର ନିକଟରେ)ରେ ନିଜର ଦ୍ୱିତୀୟ ଶୋ’ରୁମ୍ ଆରମ୍ଭ କରିଛି। ମୁମ୍ବାଇ ବ୍ୟତୀତ, ଟେସଲା ଦିଲ୍ଲୀରେ ମଧ୍ୟ…

ସେପ୍ଟେମ୍ବର ୧ରୁ ଦିଲ୍ଲୀରୁ ଏହି ସହରକୁ ବିମାନ ଚଳାଚଳ ବନ୍ଦ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ସୋମବାର ଏୟାର ଇଣ୍ଡିଆ କମ୍ପାନୀ ଏକ ବଡ଼ ନିଷ୍ପତ୍ତି ନେଇଛି । କମ୍ପାନୀ ସେପ୍ଟେମ୍ବର ୧ ତାରିଖରୁ ଦିଲ୍ଲୀରୁ ୱାଶିଂଟନକୁ ସିଧାସଳଖ ବିମାନ ସେବା ବନ୍ଦ କରିଦେଇଛି । ଏୟାର ଇଣ୍ଡିଆ କହିଛି ଯେ ୨୬ଟି ବୋଇଂ ୭୮୭-୮ ବିମାନକୁ ଅପଗ୍ରେଡ୍ କରିବାକୁ ପଡିବ । ଏହି କାରଣରୁ ୱାଶିଂଟନକୁ…

ସଂସଦରେ ଆଗତ ହେଲା ସଂଶୋଧିତ ଆୟକର ବିଲ

ନୂଆଦିଲ୍ଲୀ: ଆଜି ସଂସଦରେ ଆଗତ ହେଲା ନୂଆ ଇନକମ୍‌ ଟ୍ୟାକ୍ସ ବିଲ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଇନକମ୍‌ ଟ୍ୟାକ୍ସ ବିଲର ଏକ ସଂଶୋଧିତ ସଂସ୍କରଣ ଆଗତ କରିଛନ୍ତି । ଏହି ବିଲରେ ଅନେକ ନୂତନ ପରିବର୍ତ୍ତନ କରାଯାଇଛି, ଯାହା ସାଧାରଣ କରଦାତାଙ୍କୁ ମଧ୍ୟ ପ୍ରଭାବିତ କରିବ । ଏହି…

ଆୟ ବର୍ହିଭୂତ ସମ୍ପତ୍ତି ମାମଲାରେ ଅବସରପ୍ରାପ୍ତ ଆଇଏଫଏସ ଅଧିକାରୀଙ୍କୁ ୨ ବର୍ଷ ଜେଲ

କଟକ: କଟକର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ସୋମବାର ଏକ ଆୟ ବର୍ହିଭୂତ ସମ୍ପତ୍ତି ମାମଲାରେ ଅବସରପ୍ରାପ୍ତ ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ଅମରେଶ କୁମାର ଜୟସୱାଲଙ୍କୁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଭିଜିଲାନ୍ସ କୋର୍ଟର ବିଚାରପତି ଅରୁଣ କୁମାର ମଲ୍ଲିକ…

ଭୋଟର ତାଲିକାକୁ ନେଇ ଆଭ୍ୟନ୍ତରୀଣ କନ୍ଦଳ: ନିଜ ପଦରୁ ଇସ୍ତଫା ଦେଲେ ସମବାୟ ମନ୍ତ୍ରୀ କେଏନ ରାଜନ୍ନା

ବେଙ୍ଗାଲୁରୁ: କର୍ଣ୍ଣାଟକର ସମବାୟ ମନ୍ତ୍ରୀ କେ.ଏନ୍. ରାଜନ୍ନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭୋଟର ତାଲିକା ଦୁର୍ନୀତି ବିରୋଧରେ ସ୍ୱର ଉଠାଇଥିଲେ। ରାଜନ୍ନା ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ସେ ସର୍ବସାଧାରଣରେ ସ୍ୱୀକାର କରିଛନ୍ତି ଯେ…

ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଜମି ଅଧିଗ୍ରହଣ ସମୟରେ ବିସ୍ଥାପିତଙ୍କ ଯେଭଳି ଅସୁବିଧା ନ ହେବ ସେଥିପାଇଁ ଓଡ଼ିଶା ସରକାର ୨୦୨୫ ମସିହାରେ ଏକ ନୂତନ ବିସ୍ଥାପନ ଓ ଥଇଥାନ (ଆରଆଣ୍ଡଆର) ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାର ଏହି ସମ୍ପର୍କରେ ଏକ ନୂତନ ବ୍ୟବସ୍ଥା ପ୍ରସ୍ତୁତ ଏବଂ ପ୍ରଣୟନ ପାଇଁ…

ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା, ୨ ଜଣଙ୍କୁ ଅଟକ ରଖିଲା ପୋଲିସ

ବରଗଡ଼: ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଖୁଲାସା । ଆଇଜି ହିମାଂଶୁ ଲାଲ୍‌, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି । ପାରିବାରିକ କଳହ ଘଟଣାରୁ ଏହା ଘଟିଛି ବୋଲି କହିଲେ ହିମାଂଶୁ ଲାଲ୍‌ । ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖାଯାଇଛି । ଗାଏସିଲେଟ୍…

ଅଖିଳେଶ ହୁଅନ୍ତୁ କି ପାଓ୍ବାର…ବିରୋଧୀ ଏକାଠି

ନୂଆଦିଲ୍ଲୀ: ଅଖିଳେଶ ଯାଦବ ହୁଅନ୍ତୁ କି ମମତା ବାନାର୍ଜୀ। ପୂରା ବିରୋଧୀ ଏକ ସ୍ବର। ଭୋଟ୍ ଚୋରି ଅସ୍ତ୍ର ଚଳାଇ ବିରୋଧୀଙ୍କୁ ଗୋଟିଏ ମଞ୍ଚକୁ ଆଣିଛନ୍ତି ରାହୁଲ ଗାନ୍ଧୀ। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ ଇଣ୍ଡିଆ ବ୍ଲକର ନେତାମାନେ ଦିଲ୍ଲୀରେ ଶକ୍ତି ପ୍ରଦର୍ଶନ…