Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏକ ମିଳିତ ପ୍ରେସ ବ୍ରିଫିଂ କରିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ ରୁଷ ଭାରତର ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ର କୁଡାନକୁଲମ ଉପରେ ମିଳିତ ଭାବରେ କାମ କରୁଛି। ତାମିଲନାଡୁର ପରମାଣୁ…

ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଏବଂ ଶେଷ ଦିନ। ଏହି ସମୟରେ, କଂଗ୍ରେସ ସାଂସଦ ଶଶି ଥରୁର ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, "ମୋତେ ବୈଦେଶିକ ବ୍ୟାପାର କମିଟିର ଅଧ୍ୟକ୍ଷ ଭାବରେ ନିମନ୍ତ୍ରଣ କରାଯାଇଛି, ଏବଂ ମୁଁ ଯିବି।…

ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର

କୋଲକାତା: ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲ୍ଲାର ଭରତପୁର ବିଧାୟକ ହୁମାୟୁଁ କବୀର ଘୋଷଣା କରିଛନ୍ତି ଯେ ସେ ଡିସେମ୍ବର ୬ ତାରିଖରେ ମୁର୍ଶିଦାବାଦର ବେଲଡାଙ୍ଗାରେ ବାବରୀ ମସଜିଦ ଆକୃତିର ଏକ ମସଜିଦର ଶିଳାନ୍ୟାସ କରିବେ। ତାଙ୍କ ବିରୁଦ୍ଧରେ କୋଲକାତା ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା,…

ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA

ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟକୁ ନେଇ ଭାରତ ସରକାର ଏକ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାତ୍ରୀଙ୍କ ଅସୁବିଧାକୁ କମ କରିବା ପାଇଁ ସରକାର ଏକ ୨୪x୭ ନିୟନ୍ତ୍ରଣ କକ୍ଷ ମଧ୍ୟ ପ୍ରତିଷ୍ଠା କରିଛନ୍ତି। ଏହା ବ୍ୟତୀତ କେନ୍ଦ୍ର ସରକାର ଇଣ୍ଡିଗୋକୁ ନୂଆ ଉଡ଼ାଣ ଡ୍ୟୁଟି ସମୟ ସୀମାରୁ…

ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍‌ ଲିଭ୍

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଲାଗୁ ହେଲା ମହିଳା କର୍ମଚାରୀଙ୍କୁ ମାସକୁ ଗୋଟିଏ ପିରିୟଡ୍ ଲିଭ୍‌ ଆଦେଶ। ଅର୍ଥାତ୍ ସେମାନଙ୍କୁ ବର୍ଷକୁ ୧୨ଟି ପିରିୟଡ୍ ଲିଭ୍ ମିଳିବ। ୧୮-୫୨ ବର୍ଷୀୟ ସମସ୍ତ ମହିଳା କର୍ମଚାରୀ ଏହାଦ୍ୱାରା ଉପକୃତ ହେବେ। ରାଜ୍ୟ ସରକାର ଅକ୍ଟୋବର ୯ ତାରିଖରେ ମେନ୍ ଷ୍ଟ୍ରୁଆଲ୍ ଲିଭ୍…

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭…

Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି

ଭୁବନେଶ୍ବର:  ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର…

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ବର: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି ମୁଁ ପଣ, ଅହଂଜ୍ଞାନ, ମୁଁ ଭାବ, ମୁଁ ଅଛି-…

ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ପୁଟିନଙ୍କ ଭାରତ ଗସ୍ତର ଦ୍ୱିତୀୟ ଦିନ। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଦ୍ବିପାକ୍ଷିକ ଆଲୋଚନା ପରେ ମୋଦି-ପୁଟିନ୍‌ଙ୍କ ମିଳିତ ପ୍ରେସ୍‌ ବିବୃତି ଜାରି କରିଛନ୍ତି। ବହୁ…

Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି

ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ…