Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Police Medals: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।…

Republic Day: ପରେଡରେ ଦମ୍ ଦେଖାଇଲେ ଭାରତୀୟ ସେନାର ପଶୁ ଓ ପକ୍ଷୀ

ନୂଆଦିଲ୍ଲୀ: ୭୭ତମ ଗଣତନ୍ତ୍ର ଦିବସ ପରେଡରେ ଭାରତର ସାମରିକ ଶକ୍ତି ଏବଂ ପ୍ରାଣୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରାଯିବ। ଏହି ପରେଡରେ ପ୍ରାଣୀ-ଆଧାରିତ ଲଜିଷ୍ଟିକ୍ସ ଏବଂ ପ୍ରାକୃତିକ ପ୍ରତିରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଭାରତୀୟ ସେନା ଦେଶର ସବୁଠାରୁ…

ଭାରତୀୟ ସୀମାରେ ପାକିସ୍ତାନ ଅନୁପ୍ରବେଶକାରୀଙ୍କୁ ହତ୍ୟା କଲେ ସୁରକ୍ଷାକର୍ମୀ

ଶ୍ରୀନଗର: ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମାରେ ଏକ ବଡ଼ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି ଭାରତୀୟ ସେନା । ଜମ୍ମୁ-କାଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ନାଗରିକଙ୍କୁ ବିଏସ୍‌ଏଫ୍ ଯବାନମାନେ ଗୁଳି କରି ହତ୍ୟା କରିଛନ୍ତି । ଏହି ଘଟଣା ପରେ,…

Republic Day: କର୍ତ୍ତବ୍ୟପଥରେ ତ୍ରିରଙ୍ଗା ଉଡ଼ାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ…

ଗଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଦିଲ୍ଲୀ ଠୁ ପଲ୍ଲୀ, କଶ୍ମୀର ଠାରୁ କନ୍ୟାକୁମାରୀ ସବୁଠି ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି ୭୭ତମ ସାଧାରଣତନ୍ତ୍ର ଦିବସ । ରାଜଧାନୀ ଦିଲ୍ଲୀର ଜାତୀୟ ପଥରେ ଆଜି ପରେଡ୍ ପାଇଁ ପ୍ରସ୍ତୁତି କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ…

ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି । ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗୌରବମୟ ୭୭ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ…

Republic Day: ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରିଆଡେ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ଏହି ଅବସରରେ ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହ ଭବ୍ୟ ପରେଡ ଆରମ୍ଭ…

Triple Murder: ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କେନ୍ଦୁଝର: ଜମିବାଡ଼ି ବିବାଦରୁ ଗୋଟିଏ ପରିବାରର ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ ଓ ଝିଆରୀଙ୍କୁ ହାଣି ହତ୍ୟା କରାଯାଇଛି । ମୃତକମାନେ ହେଲେ ଜିତେନ୍ଦ୍ର ସୋରେନ, ମାଳତୀ ସୋରେନ, ମମି ସୋରେନ । ଏହି ଘଟଣାଟି କେନ୍ଦୁଝର…

ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ । ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି । ଅନ୍ୟ…

Khandagiri Jatra:ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ୧୪ ନିୟମ ଜାରି କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ଖଣ୍ଡଗିରି ଯାତ୍ରା । ତେବେ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ୧୪ଟି ନିୟମ ଜାରି କରିଛି ଖଣ୍ଡଗିରି ପୋଲିସ । କୌଣସି ପ୍ରକାର ନଗ୍ନ ନୃତ୍ୟ କିମ୍ବା ଉତ୍ତେଜକ ଦୃଶ୍ୟ ପରିବେଷଣ ନିଷିଦ୍ଧ ହୋଇଛି । ଯାତ୍ରା ପେଣ୍ଡାଲ ନିକଟରେ ୬ଟି ଏମର୍ଜେନ୍ସି ପ୍ରବେଶ ଓ…