Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଘରେ ପଶି ଭାଉଜଙ୍କୁ ହାଣିଦେଲା ଦିଅର, ଅଭିଯୁକ୍ତ ଫେରାର

ଆସିକା: ଗଞ୍ଜାମ ଜିଲ୍ଲା ଶେରଗଡ ଥାନା ଅନ୍ତର୍ଗତ ରାମଗିରି ଗ୍ରାମରେ ବୀଭତ୍ସ ହତ୍ୟାକାଣ୍ଡ। ସମ୍ପତ୍ତି ପାଇଁ ଭାଉଜର ବେକ କାଟିଦେଲା ଦିଅର। ଘଟଣା ସ୍ଥଳରେ ଭାଉଜର ମୃତ୍ୟୁ। ମୃତ ଭାଉଜ ଜଣକ ହେଲେ ୩୫ ବର୍ଷୀୟ ମୀତା ସେଠୀ। ସୂଚନା ଅନୁସାରେ ସାତ ମାସତଳେ କିଡନୀ ରୋଗରେ ପଡି ସ୍ବାମୀ…

ପୁରୁଣା ମାରୁତି କାର୍ ମାଲିକଙ୍କୁ ଆଶ୍ୱସ୍ତି: E20 ପେଟ୍ରୋଲ୍ ପାଇଁ ଉପଯୁକ୍ତ ୨୦୦୮ ପରର ସବୁ ମଡେଲ୍

ନୂଆଦିଲ୍ଲୀ: ଭାରତର ସବୁଠାରୁ ବଡ଼ କାର୍ ନିର୍ମାତା କମ୍ପାନୀ ମାରୁତି ସୁଜୁକି ନିଜ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ତଥା ଆଶ୍ୱସ୍ତିକର ଖବର ଦେଇଛି । କେନ୍ଦ୍ର ସରକାର ଏବେ ଦେଶରେ ଇଥାନଲ୍ ମିଶ୍ରିତ ପେଟ୍ରୋଲ୍ ବା ଇ-୨୦ ଇନ୍ଧନ ଉପରେ ଅଧିକ ଗୁରୁତ୍ୱ ଦେଉଥିବା ବେଳେ, ମାରୁତି ଗ୍ରାହକଙ୍କ ମନରେ ନିଜ…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ କିପରି ରହିବ ଭାରତର ଭବିଷ୍ୟତ? ସୁନା ବିନିଯୋଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତଥା ପୂର୍ବରୁ ଦେଶବାସୀଙ୍କୁ ସୁନା କିଣିବା ଏବଂ ଏଥିରେ ବିନିଯୋଗ କରିବା ନେଇ ଯେଉଁ ଆହ୍ୱାନ ଦେଇଛନ୍ତି, ତାହାକୁ ନେଇ ଏବେ ଜ୍ୟୋତିଷ ଶାସ୍ତ୍ରରେ ବିଶେଷ ଚର୍ଚ୍ଚା ଆରମ୍ଭ ହୋଇଛି । କେବଳ ଅର୍ଥନୈତିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଗ୍ରହ…

ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତ କରିବେ ସଚିବ: ଅକ୍ଟୋବର ସୁଦ୍ଧା ରିପୋର୍ଟ ଦେବାକୁ ଉନ୍ନୟନ କମିଶନରଙ୍କ…

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଓ କେନ୍ଦ୍ର ପ୍ରାୟୋଜିତ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଏବଂ ତୃଣମୂଳ ସ୍ତରରେ ଏହାର ବାସ୍ତବ ସ୍ଥିତି ଯାଞ୍ଚ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟର ତଦାରଖ କରିବା…

ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ପଦୋନ୍ନତି: ଏସ୍‌ପି ପାହ୍ୟାକୁ ଉନ୍ନୀତ ହେଲେ ୧୫ ଜଣ ଅତିରିକ୍ତ ଏସ୍‌ପି

ଭୁବନେଶ୍ୱର: ରାଜ୍ୟ ପୋଲିସ ବିଭାଗରେ କାର୍ଯ୍ୟରତ ୧୫ ଜଣ ବରିଷ୍ଠ ଓପିଏସ୍ ଅଧିକାରୀଙ୍କୁ ରାଜ୍ୟ ସରକାର ପଦୋନ୍ନତି ପ୍ରଦାନ କରିଛନ୍ତି। ଗୃହ ବିଭାଗ ଅଧୀନରେ କାର୍ଯ୍ୟରତ ଏହି ସମସ୍ତ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସ୍ତରର ଅଧିକାରୀମାନଙ୍କୁ ଓପିଏସ୍ (ଏସ୍‌ବି) ରାଙ୍କରୁ ଓପିଏସ୍ (ଏସ୍) ଅର୍ଥାତ…

ସମୟର ରହସ୍ୟ: କାହିଁକି ଭାରତ ଓ ଚୀନ୍‌ରେ ଗୋଟିଏ ଟାଇମ୍ ଜୋନ୍ ଥିବାବେଳେ ଫ୍ରାନ୍ସରେ ଅଛି ଏକାଧିକ?

ନୂଆଦିଲ୍ଲୀ: ସେପ୍ଟେମ୍ବର ୧ ତାରିଖକୁ ଦେଶରେ 'ଆଇଏସଟି (IST) ଡେ' ବା ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ ଟାଇମ୍ (ଭାରତୀୟ ମାନକ ସମୟ) ଦିବସ ଭାବେ ପାଳନ କରାଯାଏ । ୧୯୪୭ ମସିହା ସେପ୍ଟେମ୍ବର ୧ ତାରିଖରେ ଏହି ସମୟକୁ ସରକାରୀ ଭାବେ ସମଗ୍ର ଦେଶରେ ଲାଗୁ କରାଯାଇଥିଲା । ତେବେ ଗୋଟିଏ ଆଶ୍ଚର୍ଯ୍ୟର କଥା…

ଦେବଗଡ଼ ଜିଲ୍ଲା କଲ୍ଲା ପ୍ୟାକ୍ସର ପୂର୍ବତନ ସଂପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼: ସମବାୟ ସମିତି ମାଧ୍ୟମରେ ସାଧାରଣ ଲୋକ ଓ ଗରିବ ଚାଷୀଙ୍କୁ ମିଳୁଥିବା ସରକାରୀ ସହାୟତାକୁ କିପରି କିଛି ଅସାଧୁ ଅଧିକାରୀ ବାଟମାରଣା କରୁଛନ୍ତି, ତାର ଏକ ଜ୍ୱଳନ୍ତ ଉଦାହରଣ ଦେବଗଡ଼ ଜିଲ୍ଲାରୁ ସାମ୍ନାକୁ ଆସିଛି । ପ୍ରାୟ ୧୬ ଲକ୍ଷ ୭୨ ହଜାର ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଦେବଗଡ଼…

ମୟୂରଭଞ୍ଜ ସେଣ୍ଟ୍ରାଲ କୋଅପରେଟିଭ୍ ବ୍ୟାଙ୍କ ଠକେଇ: ୨ ପୂର୍ବତନ ଅଧିକାରୀଙ୍କ ନାଁରେ ଆଉ ଏକ ମାମଲା ରୁଜୁ

ବାରିପଦା: ମୟୂରଭଞ୍ଜ ସେଣ୍ଟ୍ରାଲ କୋଅପରେଟିଭ୍ ବ୍ୟାଙ୍କର ବାହଳଦା ଶାଖାରେ ହୋଇଥିବା ଲକ୍ଷାଧିକ ଟଙ୍କାର ଆର୍ଥିକ ଠକେଇ ମାମଲାରେ ଏବେ ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ପୂର୍ବରୁ ଗିରଫ ହୋଇ ଜେଲରେ ଥିବା ଦୁଇ ଜଣ ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କ ନାମରେ ଓଡ଼ିଶା…

‘ଆଜି ଧର୍ମ ଓ ନ୍ୟାୟର ଜୟ ହୋଇଛି, ସଂଘର୍ଷ ବେଳେ ସାଥୀରେ ଥିଲେ ନବୀନ ବାବୁ’: ଜେଲ୍‌ରୁ ବାହାରି କହିଲେ…

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇ ଦୀର୍ଘ ଦିନ ଧରି ବିଚାର ବିଭାଗୀୟ ହାଜତରେ ଥିବା ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ବିକ୍ରମ କୁମାର ପଣ୍ଡା ଶେଷରେ ଜେଲ୍‌ରୁ ମୁକୁଳିଛନ୍ତି । ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ତାଙ୍କୁ ସର୍ତ୍ତମୂଳକ…

ଉଚ୍ଚ ଶିକ୍ଷା ପାଇଁ ଗରିବ ମେଧାବୀ SC/ST ଶିକ୍ଷାର୍ଥୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର

ଭୁବନେଶ୍ୱର: ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର। ସ୍ନାତକୋତ୍ତର ଓ Ph.D ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ। ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ ଛାତ୍ରଛାତ୍ରୀ। ବାର୍ଷିକ…