Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Asia Cup 2025: ହରମନପ୍ରୀତଙ୍କ ହ୍ୟାଟ୍ରିକ୍… ବିଜୟରୁ ଭାରତର ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ:ଆଜିଠୁ ବିହାରର ରାଜଗିରରେ ଏସିଆ କପ୍ 2025(Asia Cup 2025) ହକି ଆରମ୍ଭ ହୋଇଛି । ଏଥିସହ ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଧିନାୟକ ହରମନପ୍ରୀତ ସିଂ(Harmanpreet Singh)ଙ୍କ ଦମଦାର ହ୍ୟାଟ୍ରିକ୍ ଗୋଲ୍ (20’, 33’, 47’) ବଳରେ ଚୀନ ବିପକ୍ଷରେ ଭାରତ ବିଜୟ ହାସଲ କରିଛି…

Weather Update: ଆସନ୍ତାକାଲି ଏସବୁ ଜିଲ୍ଲାରେ ବର୍ଷିବ! ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ତାରିଖ ଯାଏଁ ହାଲୁକାରୁ…

GDP growth: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ; ଜିଡିପିରେ ଅଭିବୃଦ୍ଧି

ନୂଆଦିଲ୍ଲୀ: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ। GDPରେ ଅଭିବୃଦ୍ଧି। ପ୍ରଥମ ତ୍ରୈମାସିକରେ ମୋଟ୍ ଘରୋଇ ଉତ୍ପାଦ (GDP) ଅଭିବୃଦ୍ଧି ୭.୮% ପଞ୍ଜିକୃତ କରିଛି। ଏନେଇ ପରିସଂଖ୍ୟାନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଲା ତଥ୍ୟ। ଗତବର୍ଷ ପ୍ରଥମ ତ୍ରୈମାସିକରେ GDP ଗ୍ରୋଥ୍ ରେଟ୍ ୬.୫% ଥିଲା।…

Mahua Moitra Controversial Statement: ଅମିତ ଶାହଙ୍କୁ ନେଇ ବିବାଦୀୟ ବୟାନ ଦେଇ ଫସିଗଲେ ମହୁଆ ମୋଇତ୍ରା, କହିଦେଲେ…

ନୂଆଦିଲ୍ଲୀ: ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଟିଏମସି ସାଂସଦ ମହୁଆ ମୋଇତ୍ରା। ଗୃହମନ୍ତ୍ରୀଙ୍କୁ ନେଇ ଦେଲେ ଆପତ୍ତିଜନକ ବୟାନ। ମହୁଆ ମୋଇତ୍ରା ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ସାମ୍ବାଦିକଙ୍କ ସହ କଥାବାର୍ତ୍ତା ସମୟରେ ଏହି ବୟାନ ଦେଇଥିଲେ। ଯେତେବେଳେ ସାମ୍ବାଦିକମାନେ ତାଙ୍କୁ…

Sentenced to jail: ୨୦୨୧ ବାଲିପାଟଣା ନାବାଳିକା ଦୁଷ୍କର୍ମ ମାମଲା; ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲ୍

ଭୁବନେଶ୍ବର:୨୦୨୧ ବାଲିପାଟଣା ନାବାଳିକା ଦୁଷ୍କର୍ମ ମାମଲାରେ ଚୁଡାନ୍ତ ଶୁଣାଣି ହୋଇଛି । ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଦିଆଯାଇଛି । ଆଡ଼ିସିନାଲ ସେସନ୍ସ ଜଜ-୧ ଅଭିଯୁକ୍ତ ସାହାଜାନ ଖାଁ ଓରଫ ସନିଆକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି । ୨୦୨୧ ମସିହାରେ…

Dissent Brews In BJD: ଏବେ କ’ଣ କରିବେ ନବୀନ ?

ଭୁବନେଶ୍ବର: ବିଜେଡିରେ ଥମୁନି ଅସନ୍ତୋଷ। ଜଣକ ପରେ ଜଣେ ବରିଷ୍ଠ ବିଜେଡି ନେତା ଅସନ୍ତୋଷ ଝାଡୁଛନ୍ତି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ହୁଅନ୍ତୁ କି ବରିଷ୍ଠ ନେତା ଅଶୋକ ପଣ୍ଡା କିମ୍ବା ପ୍ରଫୁଲ୍ଲ ମଲ୍ଲିକ। ଗୋଟେ ପରେ ଗୋଟେ ବିସ୍ଫୋରକ ବୟାନ ଦେଇଛନ୍ତି। 24 ବର୍ଷର ଶାସନ ବେଳେ କେବେ…

Odisha Police Felicitated: ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଆଜି ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । କଟକ ଆଇପିଏସ ମେସସ୍ଥିତ ଆର.କେ. ପାଢ଼ୀ…

SIR in Bihar:ବିଦେଶୀ ସନ୍ଦେହରେ ୩ ଲକ୍ଷ ଭୋଟରଙ୍କୁ ECIର ନୋଟିସ ; କୁହାଗଲା ‘ନାଗରିକତା ପ୍ରମାଣ…

ପାଟନା:ବିହାରରେ ଚାଲିଥିବା ସ୍ପେଶାଲ ଇଣ୍ଟେନସିଭ ରିଭିଜନ (SIR) ମଧ୍ୟରେ, ପ୍ରାୟ ତିନି ଲକ୍ଷ ଭୋଟରଙ୍କୁ ନୋଟିସ ପଠାଯାଇଛି ଯାହାଙ୍କ ନାଗରିକତା "ସନ୍ଦିଗ୍ଧ" ବୋଲି ସନ୍ଦେହ କରାଯାଉଛି। ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ବିହାରରେ ଚୂଡ଼ାନ୍ତ ଭୋଟର ତାଲିକା ସେପ୍ଟେମ୍ବର ୩୦ ତାରିଖରେ…

MOTN Poll: ମୋଦିଙ୍କ କାମରେ ଦେଶ ଖୁସି ନା ଅସନ୍ତୁଷ୍ଟ? ୬ ମାସ ମଧ୍ୟରେ କମ୍ ହୋଇଗଲା ପ୍ରଧାନମନ୍ତ୍ରୀଙ୍କ…

ନୂଆଦିଲ୍ଲୀ: ମୁଡ୍ ଅଫ୍ ଦି ନେସନ୍ ସର୍ଭେରେ ପ୍ରଧାନମନ୍ତ୍ରୀ ମୋଦି ପୁଣି ଥରେ ଦେଶର ପସନ୍ଦ ଭାବରେ ଉଭା ହୋଇଛନ୍ତି। ଅଗଷ୍ଟ ୨୦୨୫ରେ କରାଯାଇଥିବା ଏହି ସର୍ଭେରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ମୂଲ୍ୟାଙ୍କନରେ ସାମାନ୍ୟ ହ୍ରାସ ଦେଖାଯାଇଛି। ଫେବୃଆରୀ ୨୦୨୫ରେ କରାଯାଇଥିବା ସର୍ଭେରେ ୬୨…

Japan snubs US: ଜାପାନରେ ମୋଦି, ରାତାରାତି ବଢିଗଲା ଟ୍ରମ୍ପଙ୍କ ବିପି!

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପ୍ ଆମେରିକାର ରାଷ୍ଟ୍ରପତି ହେବା ପରଠାରୁ ଲଗାତାର ଏପରି ନିଷ୍ପତ୍ତି ନେଉଛନ୍ତି, ଯାହା କେବଳ ଶତ୍ରୁମାନଙ୍କୁ ନୁହେଁ ବରଂ ବନ୍ଧୁ ଦେଶମାନଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଛି । ଯାହାର ପ୍ରଭାବରେ ଏବେ ଅଧା ଦେଶ ପ୍ରଭାବିତ ହୋଇଛି । ବିଶେଷକରି ଭାରତ ବିରୁଦ୍ଧରେ ୫୦…