Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Ekamra Project: ମହାଶିବରାତ୍ରୀ ପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ବର ଏକାମ୍ର ପ୍ରକଳ୍ପ କାମ ମହାଶିବରାତ୍ରୀ ପୂର୍ବରୁ ସାରିବାକୁ ଯୋଜନା ରହିଛି। ମହାଶିବରାତ୍ରି ପୂର୍ବରୁ ଜରୁରୀକାଳୀନ ଭିତ୍ତିରେ ପାର୍କିଂ ଏବଂ ମନ୍ଦିରର ଚତୁଃପାର୍ଶ୍ଵର ଆଲୋକୀକରଣ କାର୍ଯ୍ୟ, ପାର୍କିଂ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବିନ୍ଦୁ ସାଗରକୁ ସଫା ସହ ଦେବୀ…

Mahanadi Water Dispute: ଆସନ୍ତାକାଲି ଯୁଗ୍ମ ବୈଷୟିକ କମିଟି ବୈଠକ, ୨୦ରେ ଟ୍ରିବ୍ୟୁନାଲ ଶୁଣାଣି

ଭୁବନେଶ୍ବର: ଛତିଶଗଡ ସହ ମହାନଦୀ ଜଳ ବିବାଦ ମାମଲା । ଶୁକ୍ରବାର ଅର୍ଥାତ୍ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ । ୨୦ ତାରିଖରେ ରହିଛି ଟ୍ରିବ୍ୟୁନାଲ୍ ଶୁଣାଣି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଗୃହରେ ଉତ୍ତର ରଖିଲେ…

କୋଲ୍ଡ ମୁନ କଣ? ଆଜି ଆକାଶରେ ସାଧାରଣ ଚନ୍ଦ୍ରଠୁ ୧୦ ପ୍ରତିଶତ ବଡ଼ ଦିଶିବ

ନୂଆଦିଲ୍ଲୀ: ସାରା ବିଶ୍ୱର ଲୋକଙ୍କ ପାଇଁ ଆଜି ଏକ ବିଶେଷ ଦିନ ହେବାକୁ ଯାଉଛି। ହିନ୍ଦୁ ଧର୍ମରେ, ଆଜି ମାର୍ଗଶୀର ପୂର୍ଣ୍ଣିମା ଏବଂ ଅନ୍ନପୂର୍ଣ୍ଣା ଜୟନ୍ତୀ ପାଳନ କରାଯାଉଛି। ଆଉ ଆଜି ସନ୍ଧ୍ୟାରେ ଆକାଶର ଶୋଭା ବଢ଼ାଇବ ବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ର (କୋଲ୍ଡ ମୁନ୍)। ଏହା ବର୍ଷର ସର୍ବୋଚ୍ଚ…

Shark Fish in Balasore: ସମୁଦ୍ରରୁ ୨ଟି ବିଶାଳ ସାର୍କଙ୍କ ମୃତଦେହ ଉଦ୍ଧାର; ୬ କ୍ବିଣ୍ଟାଲରୁ ହେବ ଉର୍ଦ୍ଧ୍ବ

ବାଲେଶ୍ବର:ବିପଦରେ ପଡ଼ିଛି କି ସାର୍କଙ୍କ ପ୍ରଜାତି । ବଙ୍ଗୋପସାଗରରୁ ଦୁଇଟି ବିଶାଳ ସାର୍କଙ୍କ ମୃତଦେହ ମିଳିଛି। ଭୋଗରାଇ ବ୍ଲକ୍‌ ତାଳସାରୀ ନିକଟରେ ଆଜି ଏକ ବିରାଟ ସାର୍କ ଧରାପଡ଼ିଛି। କିଛି ମତ୍ସ୍ୟଜୀବୀ ମାଛ ମାରିବା ପାଇଁ ଭୁଟୁଭୁଟିରେ ମଝି ସମୁଦ୍ରକୁ ଯାଇଥିଲେ। ସେଠାରେ ସାର୍କର ମୃତଦେହ…

Birupa River: ବିରୂପା ନଦୀରୁ ଖସିପଡ଼ିଲା କାର୍;ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କଟକ:ଜଗତପୁର ଥାନା ଅନ୍ତର୍ଗତ ଆଇବି ରୋଡ୍‌ସ୍ଥିତ ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ। ଆଜି ସକାଳେ ମୃତଦେହ ଉଦ୍ଧାର ହୋଇଛି। ଅଗ୍ନିଶମ ଟିମ୍ ମୃତଦେହ ଉଦ୍ଧାର କରିଛନ୍ତି । ଗତକାଲି ବିରୂପା ନଦୀକୁ ଖସିପଡ଼ିଥିଲା କାର । ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଥିଲା କାର୍ । ମୃତକ ହେଲେ…

Naxal Encounter: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୨ ମାଓବାଦୀ ନିହତ; ୩ ଯବାନ ସହିଦ

ରାୟପୁର: ଛତିଶଗଡ଼ର ଦାନ୍ତେୱାଡ଼ା-ବିଜାପୁର ସୀମାରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ବୁଧବାର ବଡ଼ଧରଣର ଏନ୍‌କାଉଣ୍ଟର ହୋଇଛି। ଏଥିରେ ୧୨ ମାଓବାଦୀ ନିପାତ ହୋଇଛନ୍ତି। ଅନ୍ୟପଟେ ଏହି ଏନ୍‌କାଉଣ୍ଟରରେ ଡିଆର୍‌ଜି (ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ)ର ୩ ଯବାନ ସହିଦ ହୋଇଛନ୍ତି। ସେମାନେ ହେଲେ…

ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ବ୍ରତତୀ ହରିଚନ୍ଦନ

ନୂଆଦିଲ୍ଲୀ: ଡିସେମ୍ବର ୩ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ନୂଆଦିଲ୍ଲୀ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟ ପୁରସ୍କାର ସମାରୋହ - ୨୦୨୫ ବର୍ଷ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମହାମହିମ ରାଷ୍ଟ୍ରପତି ଜାତୀୟ ସ୍ତରରେ ଶ୍ରେଷ୍ଠ ବିବେଚିତ ହୋଇଥିବା ବିଭିନ୍ନ…

SI recruitment scam: ସିଲିକନ ଟେକ୍ ସହ ସମସ୍ତ ଚୁକ୍ତି ବାତିଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟ ପୋଲିସ ଏସଆଇ ନିଯୁକ୍ତିରେ ଜାଲିଆତି ସାମ୍ନାକୁ ଆସିବା ପରେ ସରକାରଙ୍କ ପକ୍ଷରୁ ଏସଆଇ ଜାଲିଆତିର ତଦନ୍ତ ର ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା। ପରେ ଏହାର ତଦନ୍ତର ଭାର ସିବିଆଇକୁ ଦିଆଗଲା । ତେବେ ତଦନ୍ତରୁ ଜଣାପଡିଛି ଯେ ଏସଆଇ ଜାଲିଆତିରେ ସିଲିକନ ସଂସ୍ଥାର ଭୂମିକା ରହିଛି…

ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋଆ ଅଡିଟୋରୀଅମରେ ଆୟୋଜିତ ହୋଇଥିବା ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସର ତିନି ଦିନିଆ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଭିନ୍ନକ୍ଷମମାନଙ୍କ ସମସ୍ୟା ଉପରେ ଆମ ସରକାର ସବୁବେଳେ ପ୍ରାଥମିକତା…

CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା । ଆଜି ସକାଳେ ଏକ ସ୍ବତନ୍ତ୍ର ବିମାନ ଯୋଗେ ମାଲକାନଗିରି ପହଞ୍ଚିଛନ୍ତି ବିଶେଷଜ୍ଞ ଡ଼ାକ୍ତରୀ ଦଳ । ଆଜି ଠାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସୁପର ସ୍ପେଶାଲିଷ୍ଟ ଡାକ୍ତର ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା…