Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭାରତ-ବ୍ରିଟେନ୍ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି, ଜାଣନ୍ତୁ କ’ଣ ଶସ୍ତା ହେବ…

ନୂଆଦିଲ୍ଲୀ: ଭାରତ ଏବଂ ବ୍ରିଟେନ ଆଜି ଏକ ନୂତନ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ଉଭୟ ଦେଶ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ସ୍ୱାକ୍ଷର କରିଛନ୍ତି, ଯାହା ବ୍ୟବସାୟୀଙ୍କ ସମେତ ସାଧାରଣ ଲୋକଙ୍କୁ ବହୁତ ଲାଭ ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଏବଂ ବ୍ରିଟେନ…

ଯାତ୍ରୀ ପୂର୍ଣ୍ଣ ସରକାରୀ ବସ୍ ଖାଇକୁ ଖସି ୭ଯାତ୍ରୀଙ୍କ ମୃତ୍ୟୁ;୨୨ ଆହତ

ହିମାଚଳପ୍ରଦେଶ:ଆଜି ସକାଳ ପ୍ରାୟ ୧୦ଟା ସମୟରେ ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ହିମାଚଳ ସଡ଼କ ପରିବହନ ନିଗମ (HRTC)ର ଏକ ବସ୍ ନିୟନ୍ତ୍ରଣ ହରାଇ ଖାଇକୁ ଖସି ପଡ଼ିଛି। ଏହି ସଡ଼କ ଦୁର୍ଘଟଣାରେ ସାତ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି ଓ ୨୨ ଜଣ…

ଭକ୍ତଙ୍କ ଗୁଗଲି…ଦୋଛକିରେ ବିଜେଡି !

ଭୁବନେଶ୍ବର: ପିସିସି ସଭାପତି ଭକ୍ତ ଦାସଙ୍କ ଅନାସ୍ଥା ଗୁଗଲି । ବିଜେଡିରେ ଦ୍ବନ୍ଦ୍ବ, ଦଳ କରିବ କ’ଣ? ରାଜ୍ୟର ପ୍ରମୁଖ ବିରୋଧୀ ଦଳ ଭାବେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ବିଜେଡିକୁ ଆହ୍ବାନ ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ତେବେ ଭକ୍ତଙ୍କ ଏଭଳି ଆହ୍ବାନ ବିଜେଡି…

ଥାଇଲାଣ୍ଡ, କାମ୍ବୋଡିଆ ମୁହାଁମୁହିଁ

ନୂଆଦିଲ୍ଲୀ: ଥାଇଲାଣ୍ଡ ଓ କାମ୍ବୋଡିଆ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି । ଦୁଇ ଦେଶ ମଧ୍ୟରେ ଥିବା ସୀମା ବିବାଦ ବିପଜ୍ଜନକ ରୂପ ନେଇଛି । ସୀମାରେ ଗୁଳିବିନିମୟ ପରେ ଫାଇଟର ଜେଟ୍ ଏଫ୍-୧୬ ମୁତୟନ କରିଛି ଥାଇଲାଣ୍ଡ। ଏହାସହ ଆକାଶ ମାର୍ଗରୁ ଆକ୍ରମଣ ମଧ୍ୟ କରିଛି । ଥାଇଲାଣ୍ଡର ବୋମାମାଡ଼ ପରେ ଦୁଇ…

ବିଦେଶୀ ନୁହେଁ ଏବେ ଶତ୍ରୁଙ୍କୁ ମାତ୍ ଦେବ ସ୍ବଦେଶୀ ଅସ୍ତ୍ର

ନୂଆଦିଲ୍ଲୀ: ବିଶ୍ବର ଅନ୍ୟତମ ବଡ଼ ସେନା ଭାରତୀୟ ସେନା। ହେଲେ ଲମ୍ବା ସମୟ ଧରି ଦେଶ ହତିଆର ଓ ପ୍ରତିରକ୍ଷା ଉପକରଣ ପାଇଁ ବିଦେଶ ଉପରେ ନିର୍ଭରଶୀଳ ରହିଆସିଛି। ଏବେ ଆତ୍ମନିର୍ଭର ଭାରତ ଓ ମେକ୍ ଇନ ଇଣ୍ଡିଆ ମାଧ୍ୟମରେ ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀକରଣ ଆଡକୁ ଆଗକୁ ବଢୁଛି ଭାରତ। ଅର୍ଥାତ…

ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

କଟକ: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ। ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ ନିଲମ୍ବନ…

୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ରୁଷୀୟ ବିମାନ ଦୁର୍ଘଟଣା, ସମସ୍ତଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ରୁଷୀୟ ବିମାନ ଦୁର୍ଘଟଣା। ଦୁର୍ଘଟଣାରେ ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା। ଟିଣ୍ଡା ଯିବା ବେଳେ ଚୀନ ସୀମାନ୍ତ ଅମୁର ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ। ବିମାନଟି ସାଇବେରିଆ ସ୍ଥିତ ଅଙ୍ଗାରା ଏୟାରଲାଇନ୍ସର ବୋଲି ଜଣାପଡିଛି। ବିମାନରେ ୫ ପିଲାଙ୍କ ସହ ୪୪…

ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା…

ଭୁବନେଶ୍ୱର: ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ। କଂଗ୍ରେସର ଅନାସ୍ଥା ଆହ୍ଵାନକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ମନ୍ତ୍ରୀ କହିଛନ୍ତି ଯେ ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ବରଂ ଅନାସ୍ଥା ପ୍ରସ୍ତାବରେ ନିଜେ…

ଅନିଲ ଅମ୍ବାନୀଙ୍କ ୫୦ କମ୍ପାନୀ ଉପରେ ଇଡିର ରେଡ୍

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ଗ୍ରୁପ୍ ସହିତ ଜଡିତ ୩୫ରୁ ଅଧିକ ସ୍ଥାନରେ ଚଢାଉ କରିଛି। ଏଥିରେ ପ୍ରାୟ ୫୦ଟି କମ୍ପାନୀ ଅନ୍ତର୍ଭୁକ୍ତ ହୋଇଥିବା ବେଳେ୨୫ରୁ ଅଧିକ ଲୋକଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ୟେସ୍…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ଆଦିବାସୀ ମହାସଂଘ; ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ରଖିଲେ ପ୍ରସ୍ତାବ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟ ମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଦିବାସୀ…