Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଅନ୍ତର୍ଗତ ଧମତରୀ ଜିଲ୍ଲା ପୋଲିସ ଆଗରେ ୯ ଜଣ କୁଖ୍ୟାତ ମାଓବାଦୀ ଆତ୍ସମମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୭ ଜ ମହିଳା କ୍ୟାଡର ରହିଛନ୍ତି l ଧମତରୀ ଜିଲ୍ଲାରେ ସକ୍ରିୟ ଥିବା ଏହା ମାଓବାଦୀଙ୍କ ଏକ ବଡ଼ ଗୋଷ୍ଠୀ ଅଟେ ବୋଲି…

ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳ ସାରା ଓଡ଼ିଶାରେ ଧାନ ସଂଗ୍ରହର ଅଭାବନୀୟ ପରିସ୍ଥିତି ପାଇଁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି । ଓଡ଼ିଶାର ଚାଷୀମାନେ ଧାନ ସଂଗ୍ରହର ଏକ ଦୁର୍ଭାଗ୍ୟଜନକ ପରିସ୍ଥିତି ଦେଇ ଗତି କରୁଛନ୍ତି, ଯାହା ଓଡ଼ିଶାର ଇତିହାସରେ ପୂର୍ବରୁ କେବେ ଦେଖାଯାଇନଥିଲା । ଓଡ଼ିଶା ଏକ…

କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନୂଆ ରୂପ ପାଇବ ନଦୀକୂଳ: ମୁଖ୍ୟମନ୍ତ୍ରୀ

କଟକ: ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ନାୟକ, ଆଜାଦ୍‌ ହିନ୍ଦ୍‌ ଫୌଜର ପ୍ରତିଷ୍ଠାତା ତଥା ଓଡ଼ିଶାର ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ତଥା ପରାକ୍ରମ ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ପୁଣି ବିଜେଡିକୁ ଫେରିବେକି ଅରବିନ୍ଦ? ବିଧାୟକଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ କହିଲେ ସମର୍ଥକ…

ଭୁବନେଶ୍ୱର: ପୁଣି ବିଜେଡିକୁ ବାହୁଡିବେକି ଅରବିନ୍ଦ ? ଆଜି ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ପ୍ରବଳ ମାତ୍ରାରେ ଭିଡ ଦେଖିବାକୁ ମିଳିଥିଲା । ବିରାଟ ପଟୁଆରରେ ପାଟକୁରାରୁ ଅରବିନ୍ଦଙ୍କ ଶହ ଶହ ସମର୍ଥକ ଆସିଥିଲେ । ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକ…

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ୍ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର: କାହିଁକି ମହାନଦୀ ଟ୍ରିବ୍ୟୁନାଲରେ ବିଳମ୍ବ ହୋଇଥିଲା ସେନେଇ ବିଜେଡିକୁ ଟାର୍ଗେଟ୍ କଲେ ମନ୍ତ୍ରୀ ସୁରେଶ ପୂଜାରୀ । ଲୋକସଭା ଭବନରେ ମହାନଦୀ ଟ୍ରିବ୍ୟୁନାଲ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବ ସରକାରର ୨୪ ବର୍ଷ ଶାସନ…

ନିଟ୍‌-ଏମଡିଏସ୍‌ ଏବଂ ନିଟ୍‌-ପିଜି ପରୀକ୍ଷା ପାଇଁ ତାରିଖ ଘୋଷଣା

ଭୁବନେଶ୍ବର: ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସେସ୍ (ଏନବିଇଏମଏସ୍) ନିଟ୍-ଏମଡିଏସ୍ ୨୦୨୬ ଓ ନିଟ୍-ପିଜି ୨୦୨୬ ପ୍ରବେଶିକା ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ମେ ମାସ ୨ ତାରିଖରେ ନିଟ୍-ଏମ୍‌ଡିଏସ୍ ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବାବେଳେ, ଅଗଷ୍ଟ ୩୦…

ସିଡିଏ ଜମି ଜାଲିଆତି ମାମଲା; ତଦନ୍ତ ନିର୍ଦ୍ଦେଶ ଦିଆ‌ଯାଇଥିବା କହିଲେ ବିଭାଗୀୟ ମନ୍ତ୍ରୀ

କଟକ: କଟକ ସିଡିଏ‌ ସେକ୍ଟର-୬ରେ ୧୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି କେଳେଙ୍କାରୀରେ ଜାଲିଆତି ମାମଲା । ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି, ଘଟଣାର ତଦନ୍ତ ନେଇ ବିଭାଗକୁ ନିର୍ଦ୍ଦେଶ ଦିଆ‌ଯାଇଛି । ତଦନ୍ତ…

Congress: ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ: ଭକ୍ତ ଦାସ

ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଭକ୍ତ କହିଛନ୍ତି, ହାର୍‌ ଜିତ୍‌କୁ ଭୟ ନାହିଁ,…

Leopard Skin: କଲରାପତରିଆ ବାଘ ଛାଲ ଡିଲ୍‌ ବେଳେ ୩ ଜଣଙ୍କୁ ଗିରଫ କଲା ବନବିଭାଗ

ନବରଙ୍ଗପୁର: ଏକ କଲରାପତରିଆ ବାଘଛାଲକୁ ନେଇ ଡିଲ୍‌ ଚାଲିଥିବା ବେଳେ ମାଡ଼ିବସିଲା ବନ ବିଭାଗର ସ୍ବତନ୍ତ୍ର ଟିମ୍‌ । ଏହି ମାମଲାରେ ତିନି ଜଣଙ୍କୁ ଧରିବାରେ ସଫଳ ହୋଇଛି ବନ ବିଭାଗ । ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ରେଞ୍ଜ ନୁନୁପାଣି ଗ୍ରାମ ନିକଟରେ ଚାଲିଥିଲା ଏହି ଡିଲ୍ । ସୂଚନା…

US Exit WHO: ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି, WHO ରୁ ଓହରିଗଲା ଆମେରିକା! 

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରୁ ଆନୁଷ୍ଠାନିକ ଭାବରେ ଓହରି ଯାଇଛି। ଏହା କରିବା ଦ୍ୱାରା ଆମେରିକା ଏବଂ ସାରା ବିଶ୍ୱରେ ଜନସ୍ୱାସ୍ଥ୍ୟ କ୍ଷତି ହେବ ବୋଲି ଏକ ବର୍ଷ ଧରି ଚେତାବନୀ ଦିଆଯିବା ପରେ ଦେଶ ଗୁରୁବାର ଦିନ ଆନୁଷ୍ଠାନିକ ଭାବରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ…