Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଝିଅମାନେ ଅଧିକରୁ ଅଧିକ ଡାକ୍ତର ହେଲେ ସେବା କାର୍ଯ୍ୟ ଜୋରଦାର ହେବ: ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ମହାମହିମ । ଏହି ଅବସରରେ ଡିଗ୍ରୀପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁଅଙ୍କ ତୁଳନାରେ ଅଧିକ ଝିଅ ସ୍ୱର୍ଣ୍ଣ ପଦକ ପାଇଥିବାରୁ ଆହୁରି ଖୁସି…

କାନାଡା ରଥଯାତ୍ରା ସମୟରେ ଭକ୍ତଙ୍କ ଉପରକୁ ଅଣ୍ଡାମାଡ, ନିନ୍ଦା କଲେ ନବୀନ

ଭୁବନେଶ୍ୱର: କାନାଡାର ଟୋରଣ୍ଟୋରେ ରଥଯାତ୍ରା ପାଳନ ସମୟରେ ଭକ୍ତଙ୍କ ଉପରେ ଅଣ୍ଡା ଫିଙ୍ଗାଯିବା ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଇନଷ୍ଟାଗ୍ରାମ ୟୁଜର୍ସ ସାଙ୍ଗନା ବଜାଜ ରଥଯାତ୍ରା ଏବଂ ଫୁଟପାଥରେ ଭଙ୍ଗା ଅଣ୍ଡା ପଡିଥିବାର ଏକ ଭିଡିଓ ସେୟାର…

ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ରିପୋର୍ଟ ମାଗିଲେ ରାଜ୍ୟପାଳ

ଭୁବନେଶ୍ୱର: ଫକିର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ରିପୋର୍ଟ ମାଗିଲେ ରାଜ୍ୟପାଳ । ଘଟଣାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କହିଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇ ବିସ୍ତୃତ ତଥ୍ୟ ମାଗିଛି । କେଉଁ ସ୍ଥିତିରେ ଏଭଳି ଘଟିଲା, କ'ଣ ପଦକ୍ଷେପ…

ଓଡ଼ିଶା ପାଇଁ ବନ୍ୟା ଚେତାବନୀ ଦେଲେ ଆଇଏମଡି ଡିଜି

ଭୁବନେଶ୍ୱର: ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଇଏମଡି । ବନ୍ୟାଜନିତ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଅବପାତଜନିତ ବର୍ଷା ବନ୍ୟାଭଳି ସ୍ଥିତି ଆଣିପାରେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଜି ଉତ୍ତର…

୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା, ଆସିବ ୪୩୨ ଆମ୍ବୁଲାନ୍ସ

ଭୁବନେଶ୍ବର: ୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା । କାଗଜପତ୍ର ପାଇଁ ଲାଗିବ ଆଉ ସପ୍ତାହେ । ତେବେ ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ସୂଚନା ଦେଇଛନ୍ତି ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ । ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ…

ଶ୍ରୀମନ୍ଦିରକୁ ଦାନରେ ମିଳିଛି ୧୨ କେଜି ସୁନା, ୨୧୪ କେଜି ରୁପା

ପୁରୀ: ଶ୍ରୀମନ୍ଦିରକୁ ୩ ବର୍ଷରେ ଦାନରେ ମିଳିଛି ୧୨ କେଜି ସୁନା ଓ ୨୧୪ କେଜି ରୁପା। ଗତ ୩ ଆର୍ଥିକ ବର୍ଷରେ ଶ୍ରୀମନ୍ଦିରକୁ ମିଳିଛି ୧୧୬ କୋଟି ଟଙ୍କାରୁ ଅଧିକ ଦାନ। ନିକଟରେ ଏକ ତଥ୍ୟରୁ ଏହା ଜଣାପଡ଼ିଛି। ସୂଚନା ମୁତାବକ, ୨୦୨୧-୨୨, ୨୦୨୨- ୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ହୁଣ୍ଡିରୁ ୪୦…

ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ, ୬.୮ତୀବ୍ରତାରେ ଥରିଲା ଦ୍ୱୀପପୁଞ୍ଜ

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ସୋମବାର ଦିନ ଇଣ୍ଡୋନେସିଆର ଦକ୍ଷିଣ-ପୂର୍ବ ଭାଗରେ ଥିବା ତାନିମ୍ବର ଦ୍ୱୀପପୁଞ୍ଜରେ ୬.୮ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ସୂଚନା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଦେଇଛି । GFZ ଅନୁଯାୟୀ, ଭୂମିକମ୍ପର…

ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ। ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ।…

ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ଆମର ପ୍ରାଥମିକତା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବାଲେଶ୍ବର ଛାତ୍ରୀ ଆତ୍ମାହୁତୀ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ପୀଡିତା ଏବେ କ୍ରିଟିକାଲ କେୟାର ସେଣ୍ଟରରେ ଅଛନ୍ତି । ପୀଡ଼ିତା ପରିବାରକୁ ଭେଟି ସମବେଦନା ଦେଲି । ଡାକ୍ତରଙ୍କ ସହ ଆଲୋଚନା କଲି । ସେ ଶୀଘ୍ର…

ସାବଧାନ୍ ! ଆବଶ୍ୟକତାଠାରୁ ଅଧିକ ଲୁଣ ଖାଉଛନ୍ତି କି?

ନୂଆଦିଲ୍ଲୀ: ଲୁଣ ବିନା ଖାଦ୍ୟରେ ସ୍ବାଦ ଆସେନି । ହେଲେ ଖାଇବାକୁ ସ୍ବାଦିଷ୍ଟ କରୁଥିବା ଲୁଣରେ ଲୁଚି ରହିଛି ସ୍ବାସ୍ଥ୍ୟ ପାଇଁ ଅନେକ ବିପଦ। ଆବଶ୍ୟକତାଠାରୁ ଅଧିକ ଲୁଣ ଖାଇଲେ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ । ଏବେ ଖାଦ୍ୟ ରୁଚି ବଦଳିଥିବା ବେଳେ ଲୋକେ ଚିପ୍ସ ଓ ପ୍ରୋସେସଡ ଖାଦ୍ୟ…