Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

US Exit WHO: ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି, WHO ରୁ ଓହରିଗଲା ଆମେରିକା! 

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରୁ ଆନୁଷ୍ଠାନିକ ଭାବରେ ଓହରି ଯାଇଛି। ଏହା କରିବା ଦ୍ୱାରା ଆମେରିକା ଏବଂ ସାରା ବିଶ୍ୱରେ ଜନସ୍ୱାସ୍ଥ୍ୟ କ୍ଷତି ହେବ ବୋଲି ଏକ ବର୍ଷ ଧରି ଚେତାବନୀ ଦିଆଯିବା ପରେ ଦେଶ ଗୁରୁବାର ଦିନ ଆନୁଷ୍ଠାନିକ ଭାବରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ…

India Post Revenue: ପ୍ରଥମ ତିନି ଚଉଠରେ ଭାରତୀୟ ଡାକର ଲାଭ ୮.୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ: ଲାଭକାରୀ ସଂସ୍ଥା ହେବ ଭାରତୀୟ ଡାକ। ପ୍ରଥମ ତିନି ଚଉଠରେ ରାଜସ୍ବ ୮.୨% ବୃଦ୍ଧି ହୋଇଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନି ଚଉଠରେ ଭାରତୀୟ ଡାକର ଲାଭ ୮.୨ ପ୍ରତିଶତ ବୃଦ୍ଧି ପାଇଛି। ୨୦୨୫-୨୬ ଆର୍ଥିକ ବର୍ଷର ତୃତୀୟ ଚଉଠ ଶେଷ ସୁଦ୍ଧା ଏହା ୧୦,୧୫୫ କୋଟି ଟଙ୍କାରେ ପହଞ୍ଚିଛି।…

୨୪ରୁ ରାଜ୍ୟବ୍ୟାପୀ ଘରୋଇ ବସ୍ ଧର୍ମଘଟ ଡାକରା ବଳବତ୍ତର

ଭୁବନେଶ୍ୱର: ଆସନ୍ତା ୨୪ତାରିଖରୁ ରାଜ୍ୟବ୍ୟାପୀ ଘରୋଇ ବସ୍ ଧର୍ମଘଟ ଡାକରା ବଳବତ୍ତର ରହିଲା। ଆଜି କଟକ ଘରୋଇ ବସ୍ ମାଲିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଅଧିକାଂଶ କର୍ମକର୍ତ୍ତା ଯୋଗ ଦେଇଥିଲେ। ଆଜି…

ଟ୍ରମ୍ପଙ୍କୁ ଖୁସି କରିବାକୁ ଯାଇ ରାଜନୈତିକ ବିବାଦରେ ଫସିଲା ପାକିସ୍ତାନ, BoP କୁ ନେଇ ହଙ୍ଗାମା

ଡାଭୋସ: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ସମୟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ପ୍ରୟାସ, ଶାନ୍ତି ବୋର୍ଡର ଚାର୍ଟରରେ ସ୍ୱାକ୍ଷର କରିଥିଲେ। ସରିଫ ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଭାବରେ…

ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାମ୍ବାଦିକା ଶିଲା ପଟ୍ଟନାୟକ ମୃତ୍ୟୁ ଘଟଣାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁର୍ଘଟଣାରେ ମୃତ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଘୋଷଣା କରିଛନ୍ତି…

UP To Blackout: ଆଜି ସନ୍ଧ୍ୟା ୬ଟାରେ ପୁରା ଅନ୍ଧାର ହୋଇଯିବ ଉତ୍ତର ପ୍ରଦେଶ, ଏମିତି କ’ଣ କରିବାକୁ ଯାଉଛନ୍ତି…

ଲକ୍ଷ୍ନୌ: ଶୁକ୍ରବାର ସନ୍ଧ୍ୟା ୬ ଟାରେ ଅନ୍ଧକାରରେ ଛାଇଯିବ ପୁରା ଉତ୍ତରପ୍ରଦେଶ। ଜରୁରୀକାଳୀନ ପରିସ୍ଥିତିର ପ୍ରସ୍ତୁତି ପାଇଁ ଆଜି ଉତ୍ତର ପ୍ରଦେଶର ସମସ୍ତ ଜିଲ୍ଲାରେ ମକ୍ ଡ୍ରିଲ୍ କରାଯିବ। ସନ୍ଧ୍ୟା ୬ଟାରେ ସମଗ୍ର ଉତ୍ତର ପ୍ରଦେଶରେ ଏକକାଳୀନ ବ୍ଲାକଆଉଟ୍ ଲାଗୁ କରାଯିବ, ଯାହା ସମଗ୍ର…

Manipur Violence: ମଣିପୁରରେ ପୁଣି ହିଂସା, NIAକୁ ମାମଲା ହସ୍ତାନ୍ତର କଲେ ରାଜ୍ୟପାଳ

ଇମ୍ଫାଲ: ମଣିପୁରରେ ପୁଣି ହିଂସା। ମଣିପୁରର ଚୁରାଚାନ୍ଦପୁର ଜିଲ୍ଲାରେ କୁକି ସଂପ୍ରଦାୟର ଲୋକେମାନେ ମୈତେଇ ସମ୍ପ୍ରଦାୟର ଜଣେ ଯୁବକଙ୍କୁ ଅପହରଣ କରି ଗୁଳି କରି ହତ୍ୟା କରିଛନ୍ତି, ଯାହା ଅଶାନ୍ତ ମଣିପୁରରେ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି। ହତ୍ୟାର ପ୍ରତିବାଦରେ ମୈତେଇ ସମ୍ପ୍ରଦାୟର…

President Visit Odisha: ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଫେବୃୟାରୀ ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ…

Rath Yatra: ରଥଖଳାରେ ପହଞ୍ଚିଲା କାଠ, ମାଘ ପଞ୍ଚମୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ପବିତ୍ର ବସନ୍ତ ପଞ୍ଚମୀ। ଶ୍ରୀପଞ୍ଚମୀ ତଥା ମା’ ସରସ୍ୱତୀ ପୂଜାରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ପରମ୍ପରା କ୍ରମେ ରଥକାଠ ଅନୁକୂଳ ହେବ। ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ରଥଖଳାରେ ପହଞ୍ଚିଲା କାଠ। ଶ୍ରୀଗୁଣ୍ଡିଚା ଯାତ୍ରାର ପ୍ରଥମ ପର୍ବ ହିସାବରେ ଆଜି ଅନୁକୂଳ…