Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମିକ୍ସଚର ଫ୍ୟାକ୍ଟ୍ରିରୁ ୧୫ ଲକ୍ଷ ମୂଲ୍ୟର ବ୍ରାଉନସୁଗର ଜବତ

ଭୁବନେଶ୍ବର: ମିକ୍ସଚର ଫ୍ୟାକ୍ଟ୍ରିରୁ ଜବତ ହେଲା ବ୍ରାଉନସୁଗର । ଅବକାରୀ ବିଭାଗ ଚଢାଉ କରି ଜବତ କରିଛି ୧୫୦ ଗ୍ରାମର ବ୍ରାଉନସୁଗର । ତେବେ ଏହି ବ୍ରାଉନସୁଗର କାରବାର ଅଭିଯୋଗରେ ଜଣେ ବ୍ୟବସାୟୀ ସହ ଅନ୍ୟ ଜଣେ କର୍ମଚାରୀଙ୍କୁ ଗିରଫ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଭାଟପଡ଼ାରେ…

କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍; ୧୦ରୁ ଅଧିକ ଦେଶ…

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ (ବ୍ରୋଞ୍ଜ ଲେଭେଲ)। ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। ଆଜି କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ…

ରାଜ୍ୟରେ ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ପିଏମ ସୂର୍ଯ୍ୟଘର ଯୋଜନାର ଅଗ୍ରଗତି ସମୀକ୍ଷା

ଭୁବନେଶ୍ବର: ଆଜି କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ସରକାରଙ୍କର ୨ଟି ପ୍ରମୁଖ ଯୋଜନା - ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ ଏବଂ ‘ପିଏମ୍ ସୂର୍ଯ୍ୟଘର: ମୁଫତ ବିଜଲି’ ଯୋଜନା…

ବସ୍‌ ମାଲିକ ସଂଘର ବଡ଼ ଘୋଷଣା; କାଲିଠୁ ସ୍ବଭାବିକ ହେବ ଘରୋଇ ବସ୍ ସେବା

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଶନିବାର ଠାରୁ ପୁଣି ସ୍ବଭାବିକ ହେବ ଘରୋଇ ବସ୍ ସେବା । କାଲିଠାରୁ ସାରା ରାଜ୍ୟରେ ପୁଣି ଗଡ଼ିବ ସବୁ ଘରୋଇ ବସ୍ । ଏନେଇ ରାଜ୍ୟ ଘରୋଇ ବସ ମାଲିକ ସଂଘ ଘୋଷଣା କରିଛି । ପୁରୀରେ ଚାଲିଥିବା ଘରୋଇ ବସ୍ ମାଲିକ ସଂଘର ବୈଠକ ପରେ ବସ୍ ଚାଲିବା ନେଇ ନିଷ୍ପତ୍ତି…

ବକେୟା ଫି’ ନଦେଲେ ବିଜୁଳି ଓ ପାଣି ସଂଯୋଗ ହେବ ବିଛିନ୍ନ: ବିଡିଏ

ଭୁବନେଶ୍ୱର: ହାଉସିଂ ସୋସାଇଟି କ୍ଷମତା ନେଇ ଐତିହାସିକ ନିଷ୍ପତ୍ତି ନେଇଛି ବିଡିଏ । ଆବାସିକ ଆପାର୍ଟମେଣ୍ଟର ଘର ମାଲିକ ରକ୍ଷଣାବେକ୍ଷଣ ଦେୟ ପୈଠରେ ବିଳମ୍ବ କଲେ କିମ୍ବା ଫି ନଦେଲେ ବିଚ୍ଛିନ୍ନ ହେବ ଘରର ଅତ୍ୟାବଶକ ସେବା । ଯଦି ମେଣ୍ଟେନାମସ ଫି ଘରମାଲିକ ଲଗାତାର ପୈଠ ନକରନ୍ତି ତେବେ ବିଜୁଳି…

କଟକ -ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ ଏବଂ ନିର୍ଗୁଣ୍ଡିରେ ରେଳ ଫ୍ଲାଏଓଭରକୁ ମଞ୍ଜୁରୀ

କଟକ: ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ₹୮୦୨.୯କୋଟି ମୂଲ୍ୟରେ କଟକ-ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ (୧୫.୯୯ କିଲୋମିଟର) ଏବଂ ନିର୍ଗୁଣ୍ଡି ଠାରେ ଏକ ରେଳ ଫ୍ଲାଏଓଭରକୁ ମଞ୍ଜୁରୀ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପର ଲକ୍ଷ୍ୟ ହେଉଛି ହାଓଡା-ଚେନ୍ନାଇ ମୁଖ୍ୟ ଲାଇନ ସେକ୍ସନ ଏବଂ…

ବରଗଡ଼ ରୋଡ୍-ନୱାପଡ଼ା ରୋଡ୍ ନୂତନ ବ୍ରଡ୍ ଗେଜ୍ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବରଗଡ଼ ରୋଡ୍ ଏବଂ ନୱାପଡ଼ା ରୋଡ୍ ମଧ୍ୟରେ ୧୩୮.୩୨ କିଲୋମିଟର ଦାର୍ଘ୍ୟ ବିଶିଷ୍ଟ ନୂତନ ବ୍ରଡ୍ ଗେଜ୍ (ବିଜି) ରେଳ ଲାଇନ କାର୍ଯ୍ୟକାରୀ କରିବାରେ ଭାରତୀୟ ରେଳବାଇ ଦୃଢ ଅଗ୍ରଗତି…

ଘରୋଇ ହସ୍ପିଟାଲ ପାଇଁ କଡ଼ା ନିୟମ; ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେନି

ଆସାମ:କୌଣସି ଘରୋଇ ହସ୍ପିଟାଲ କି ନର୍ସିଂ ହୋମ୍‍ ଆଉ କରିପାରିବେନି ମନମାନି । ବିଲ୍‌ ପେମେଣ୍ଟ ହେଉ ଅବା ନହେଉ ଏବେ ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେ ନାହିଁ । ମୃତ୍ୟୁ ହେବାର ୨ଘଣ୍ଟା ମଧ୍ୟରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିବା ବାଧ୍ୟତାମୂଳକ ବୋଲି ଘୋଷଣା କରିଛନ୍ତି ଆସାମ…

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା…

ଏହି ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା…

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ( ଅଗଷ୍ଟ ୯ ତାରିଖ)ରେ ୩ୟ…