Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଅହମ୍ମଦାବାଦ ବିମାନ ଦୁର୍ଘଟଣାର ତଦନ୍ତରେ ସାମିଲ ହେବ ନାହିଁ ଜାତିସଂଘ, ଅନୁମତି ଦେଲାନି ଭାରତ

ନୂଆଦିଲ୍ଲୀ: ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ତଦନ୍ତ କରାଯାଉଛି। ଏହି ଦୁର୍ଘଟଣାର ତଦନ୍ତରେ ଯୋଗଦେବା ପାଇଁ ଜାତିସଂଘ ମଧ୍ୟ ଭାରତଠାରୁ ଅନୁମତି ମାଗିଥିଲା। ଏବେ ସୂତ୍ରରୁ ଜଣାପଡ଼ିଛି ଯେ ଭାରତ ଏହି ବିମାନ ଦୁର୍ଘଟଣାର ତଦନ୍ତରେ ଯୋଗଦେବାକୁ ଜାତିସଂଘର ଜଣେ…

ହିନ୍ଦୀକୁ ସମ୍ପୂର୍ଣ୍ଣ ଅଣଦେଖା କରିବା ଠିକ୍ ନୁହେଁ: ମହାରାଷ୍ଟ୍ରର ଭାଷା ବିବାଦ ଉପରେ ଶରଦ ପାୱାରଙ୍କ ବଡ଼ ବୟାନ

ମୁମ୍ବାଇ: ଭାଷା ବିବାଦକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ସାମ୍ପ୍ରତିକ ନିର୍ଦ୍ଦେଶ ଯୋଗୁଁ ଏହି ସମସ୍ତ ହଇଚଇ ସୃଷ୍ଟି ହୋଇଛି। ଏହି ଆଦେଶରେ ସ୍ପଷ୍ଟ ଭାବରେ କୁହାଯାଇଛି ଯେ ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ…

ପହଣ୍ଡି କରି ରଥାରୂଢ ଚତୁର୍ଦ୍ଧାମୂରତି: ୪ଟାରେ ଆରମ୍ଭ ହେବ ରଣଟଣା….

ପୁରୀ: ଟାହିଆ ହଲେଇ ହଲେଇ ଝୁଲି ଝୁଲି, ବଡଦାଣ୍ଡରେ ଭକ୍ତଙ୍କୁ ବାଇଆ କରି ଶେଷରେ ଚତୁର୍ଦ୍ଧମୂରତି ରଥେ ବିଜେ କରିଛନ୍ତି । ତାଳଧ୍ବଜରେ ବିଜେ ବଡ ଠାକୁର ବଳଭଦ୍ର, ନନ୍ଦିଘୋଷରେ ବିଜେ ମହାପ୍ରଭୁ କାଳିଆ ସାଆନ୍ତ, ଆଉ ମଝିରେ ଦେବଦଳନରେ ରଥରେ ବିଜେ କରିଛନ୍ତି ହଳଦୀ ମୁହିଁ ଦେବୀ ସୁଭଦ୍ରାଙ୍କ ସହ…

କାହିଁକି ଏହି ସମାଧି ଆଗରେ ଅଟକି ଥାଏ ନନ୍ଦିଘୋଷ ରଥ?

ପୁରୀ: ସିଏ ଭାବର ଠାକୁର ଭାବୋବିନୋଦିଆ । ଭାବରେ ଡାକିଲେ ଭକ୍ତଙ୍କୁ ସିଧା ତାର ଭବ୍ୟ ରୂପର ଦର୍ଶନ ମିଳେ । ଭାବରେ ହାତ ବଢେଇଦେଲେ ସେ ସଙ୍ଗେ ସଙ୍ଗେ ସାହାରା ଦେଇଦିଏ । ପ୍ରତିବର୍ଷ ଆଷାଢ଼ ଶୁକ୍ଳ ପକ୍ଷ ଦ୍ୱିତୀୟା ଦିନ ଅର୍ଥାତ୍ ଆଜିର ଦିନରେ ସେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବଡଦାଣ୍ଡକୁ…

ଆରମ୍ଭ ହେଲା ମହାପ୍ରଭୁଙ୍କ ପହଣ୍ଡି: ଝୁଲି ଝୁଲି ଆସୁଛନ୍ତି ଶ୍ରୀଜିଉ…

ପୁରୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ସକାଳୁ ସକାଳୁ ରଥଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ, ଏବେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ପହଣ୍ଡି ବିଜେ ନୀତି । ପ୍ରଥମେ ଧାଡ଼ି ପହଣ୍ଡିରେ ଶ୍ରୀସୁଦର୍ଶନ ରଥେ ବିଜେ କରିସାରିଲେଣି । ସୁଦର୍ଶନ ଠାକୁର ଦେବଦଳନ ରଥରେ…

୬ ବର୍ଷ ପରେ ଚୀନ୍ ସହିତ କଥା ବନିଲା….ଏସସିଓରୁ ଭାରତ ପାଇଁ ଖୁସି ଖବର ଦେଲେ ରାଜନାଥ ସିଂହ…..

ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଚୀନ୍ ପ୍ରତିରକ୍ଷା ମନ୍ତ୍ରୀ ଆଡମିରାଲ ଡନ୍ ଜୁନ୍ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଚୀନ୍‌ର କ୍ୱିଂଡାଓରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ ପ୍ରତିରକ୍ଷା ମନ୍ତ୍ରୀଙ୍କ ବୈଠକ ଅବସରରେ ଉଭୟଙ୍କ ମଧ୍ୟରେ ଏହି ବୈଠକ ହୋଇଥିଲା।…

‘ସୁଖ, ସମୃଦ୍ଧି ଆଉ ସୌଭାଗ୍ୟ’: ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ମୁର୍ମୁ, ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର/ନୂଆଦିଲ୍ଳୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ରଥାରୂଢ ହେବେ ତିନି ଠାକୁର । ଏନେଇ ଏବେ ଦେଶବିଦେଶରୁ ଓଡିଶାକୁ ଛୁଟୁଛି ଶୁଭେଚ୍ଛାର ସୁଅ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନ ମହାପ୍ରଭୁ ଜଗନ୍ନାଥ ରଥଯାତ୍ରା ଆରମ୍ଭ ହେବା ଅବସରରେ ଭକ୍ତମାନଙ୍କୁ ତାଙ୍କର ହାର୍ଦ୍ଦିକ…

କାହିଁକି ରଥଟଣା ପୂର୍ବରୁ ରାଜା କରନ୍ତି ଛେରା ପହଁରା, କ’ଣ ରହିଛି ବିଧି?

ପୁରୀ: ୧୨ ମାସ ହେଲା ଚାହିଁ ରହିଛି ବଡଦାଣ୍ଡ, ମାଉସୀ ମା’ । କୋଳକୁ ଫେରିବେ ବଡ ଠାକୁର । ଆଉ ଆଜି ସେହି ପବିତ୍ର ଦିନ । ଝୁଲି ଝୁଲି ପଣ୍ଡାଙ୍କ ପିଠିରେ ଲଦି ହୋଇ ରଥାରୂଢ ହେବେ ପ୍ରଭୁ ଜଗନ୍ନାଥ ତାଙ୍କ ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରା । ଭାଇ ଭଉଣୀ ସଙ୍ଗେ ଗୁଣ୍ଡିଚା ମନ୍ଦିର ଅଭିମୁଖେ…

iPhoneରେ ଭଲ ଫଟୋ କ୍ଲିକ୍ କରିବା ପାଇଁ କ୍ୟାମେରାର ଏହି ସେଟିଂସ୍ ବଦାଳନ୍ତୁ…

ଭୁବନେଶ୍ବର: iPhone ନିଜର ଉତ୍କୃଷ୍ଟ କ୍ୟାମେରା ଗୁଣବତ୍ତା ପାଇଁ ଜଣାଶୁଣା। ଆପଣ ଜାଣିଛନ୍ତି ,କିଛି ସରଳ କ୍ୟାମେରା ସେଟିଂସ୍ ଦ୍ବାରା ଆପଣଙ୍କ iPhoneରୁ ଆହୁରି ଭଲ ଫଟୋ କ୍ଲିକ୍ କରିପାରିବେ। ଏହି ଫଟୋଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସୁନ୍ଦର ଦିଶିବ । -କ୍ୟାମେରା ରିଜୋଲ୍ୟୁସନ୍ ଏବଂ…

ଚୀନ ସହ ସୁଧୁରୁଛି ଆମେରିକା ସଂପର୍କ, ହେଲା ବଡ ଡିଲ୍: ‘ଭାରତ ସହ ବହୁ ଶୀଘ୍ର’ କହିଦେଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଚୁକ୍ତିନାମା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଯାହା ଏବେ ଚୀନ ଏବଂ ଆମେରିକା ମଧ୍ୟରେ ନିକଟତା ବୃଦ୍ଧି କରୁଥିବା ପରି ମନେ ହେଉଛି । ଆଉ ସବୁଠୁ ବଡ କଥା ହେଉଛି ଯେ ଟ୍ରମ୍ପ ମଧ୍ୟ ଭାରତ ସହ କିଛି…