Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ୨୪ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଆସନ୍ତା ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ତେବେ ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି , ତେଣୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ଗୁଡିକ…

ଶ୍ରୀ ଭାଗବତ ସାର ୭୨: ଦେବତାମାନେ ମନ୍ତ୍ରର ଅଧୀନ, ସେହି ମନ୍ତ୍ର ବ୍ରାହ୍ମଣ ମାନଙ୍କ ଅଧୀନ; ତେଣୁ ବ୍ରାହ୍ମଣମାନେ ହିଁ…

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତକୁ ଶ୍ରୀଜଗନ୍ନାଥ ଦାସ ରଚନା କରିବା ସମୟରେ ଓଡିଶା ତଥା ଶ୍ରୀକ୍ଷେତ୍ରର ସାମାଜିକ ସ୍ଥିତି ଏକ ପ୍ରକାର ଭାବମୟ ଥିଲା। ତନ୍ତ୍ର ପରମ୍ପରାର ପ୍ରବେଶ ଘଟି ସାରିଥିଲା। ତଥାପି ଶ୍ରୀଜଗନ୍ନାଥ ଦାସ ଶ୍ରୀ ରାମାନୁଜଙ୍କ ମତ…

କମ୍ପିଟିଟିଭ୍ ପରୀକ୍ଷା ପାଇଁ ପିଲାଙ୍କୁ କୋଚିଂ ସେଣ୍ଟରରେ ପଢ଼ାଇବେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଖୋର୍ଦ୍ଧା: ଏଣିକି ଅର୍ଥାଭାବରୁ କୌଣସି ମେଧାବୀ ପିଲା ଉଚ୍ଚଶିକ୍ଷା ଏବଂ ବିଭିନ୍ନ ପ୍ରକାରର ସରକାରୀ କି ବେସରକାରୀ ଚାକିରୀ ପାଇବାରୁ ବଞ୍ଚିତ ହେବେ ନାହିଁ । ରେଲଓ୍ୱେ, ବ୍ୟାଙ୍କିଂ ଭଳି କମ୍ପିଟିଟିଭ୍ ପରୀକ୍ଷା ଲାଗି ଅଧିକ ଟଙ୍କା ଖର୍ଚ୍ଚ କରି କେଉଁ ବେସରକାରୀ କୋଚିଂ ସେଣ୍ଟଟରକୁ ବି ଯିବାକୁ…

ରଥଯାତ୍ରା ପୂର୍ବରୁ ପୁରୀରେ ଜଳବାହିତ ରୋଗ ନିବାରଣ ବ୍ୟବସ୍ଥାକୁ କଡାକଡି କରିବାକୁ ନିର୍ଦ୍ଦେଶ

ପୁରୀ: ଯାଜପୁର ଜିଲ୍ଲାରୁ ଆରମ୍ଭ ହୋଇଥିବା ହଇଜା ଏବେ ରାଜ୍ୟର ଅନେକାଂଶ ଜିଲ୍ଲାରେ କାୟା ବିସ୍ତାର କରିବାରେ ଲାଗିଛି । ଆଉ ଏହି ସମୟ ଭିତରେ ଆରମ୍ଭ ହେବାକୁ ଯାଉତିବା ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ, ଏଥିପାଇଁ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ଗୃହ ଏବଂ ନଗର…

ଅପରେସନ ସିନ୍ଧୁ: ଇରାନରୁ ଫେରିବେ ୧୧୦ ଭାରତୀୟ ଛାତ୍ରଛାତ୍ରୀ 

ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ରମାନଙ୍କୁ ଇରାନରୁ ଉଦ୍ଧାର କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ୧୧୦ ଜଣ ଭାରତୀୟ ଛାତ୍ରଙ୍କୁ ବାହାର କରାଯାଇଛି। ଯେଉଁମାନଙ୍କ ମଧ୍ୟରୁ ୯୦ ଜଣ କାଶ୍ମୀରର ଛାତ୍ର ଥିବା ଜଣାପଡ଼ିଛି। ଛାତ୍ର…

ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ଭିଡିଓ କରି ଯୁବକ ଗିରଫ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟ କରି ଯୁବକ ଗିରଫ । ସୋସିଆଲ୍ ମିଡିଆରେ ପୋଷ୍ଟ କରିବାରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗିରଫ ଯୁବକ ଜଣକ ହେଲେ ରାୟଗଡ଼ା ଚାନ୍ଦିଲିର କିଶୋର କୌଶଲ୍ୟା । ଫେସବୁକରେ ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ସେୟାର କରିଥିଲେ ।…

ଜୁନ୍ ୨୦ରେ ଭୁବନେଶ୍ବର ଓ କଟକ ମହାନଗରରେ ବନ୍ଦ ରହିବ ସମସ୍ତ ସ୍କୁଲ

ଭୁବନେଶ୍ବର: ଆସନ୍ତା ୨୦ ତାରିଖରେ ଭୁବନେଶ୍ବର, କଟକ ମହାନଗରରେ ବନ୍ଦ ରହିବ ସମସ୍ତ ସ୍କୁଲ୍‌ । ଖୋର୍ଦ୍ଧା ଓ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ଗଣ ଶିକ୍ଷା ବିଭାଗ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ୍‌ ଛୁଟି ରଖିବାକୁ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି…

ଶ୍ରୀକ୍ଷେତ୍ରରୁ ବିଜେଡ଼ି ଆରମ୍ଭ କଲା ଜନ ଜାଗରଣ ଅଭିଯାନ

ପୁରୀ: ରାଜ୍ୟରେ ବିଜେପି ସରକାରକୁ ପୂରିଛି ବର୍ଷେ । ଏହି ଅବସରରେ ବିଭିନ୍ନ ଜିଲ୍ଲା ଏବଂ ନିର୍ବାଚନ ମଣ୍ଡଳୀରେ ବିଜେପି ତା'ର ଏକବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଛି । ତେବେ ବିଜେପିର ଏଭଳି ପୂର୍ତ୍ତି ଉତ୍ସବକୁ କାଉଣ୍ଟର ଆଟାକ କରିଛି ବିଜେଡ଼ି । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ଗତ…

ତୁମେ ବେଷ୍ଟ; ମୋଦି ଓ ମେଲୋନୀଙ୍କୁ ନେଇ ପୁଣି ଚର୍ଚ୍ଚା

ନୂଆଦିଲ୍ଲୀ: କାନାଡାର କାନାନାସ୍କିସରେ ମଙ୍ଗଳବାର ଦିନ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ସମୟରେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସେମାନଙ୍କ ସାକ୍ଷାତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ…

କଟକ ମାର୍କେଟ କମ୍ପ୍ଲେକ୍ସରୁ ମୃତଦେହ ଉଦ୍ଧାର, ବେକ କାଟି ନିର୍ମମ ହତ୍ୟା

କଟକ: କଟକ ବକ୍ସି ବଜାର ଅଞ୍ଚଳରେ ଚାଞ୍ଚଲ୍ୟ । ସିଡିଏ ମାର୍କେଟ କମ୍ପ୍ଲେକ୍ସ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଜଣେ ଦୋକାନର କର୍ମଚାରୀ ଆଶୋକ ବାରିକ (୫୪) । ତାଙ୍କ ଘର ବାଦାମବାଡ଼ି ଶଙ୍କରପୁର ମଙ୍ଗଳା ଲେନ୍‌ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଦୁର୍ବୃତ୍ତମାନେ ବେକ କାଟି ହତ୍ୟା…