Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Donald Trump: ଟ୍ରମ୍ପଙ୍କ ବର୍ଷକର ରିପୋର୍ଟ କାର୍ଡ; ୭ ଦେଶ ଉପରେ ଆକ୍ରମଣ, ଅଧା ପୃଥିବୀ ଉପରେ ନଜର

ଓ୍ବାଶିଂଟନ୍: ଦ୍ବିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବାର ବର୍ଷକ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କର ଏମିତି ହରକତ ସୀମା ଟପିଲାଣି । ତେବେ ପ୍ରଶ୍ନ ଉଠୁଛି ଟ୍ରମ୍ପ କାହିଁକି ଏମିତି ହରକତ କରୁଛନ୍ତି, କ'ଣ ରହିଛି ଏହା ପଛର କାରଣ । ଏହା ଟ୍ରମ୍ପଙ୍କର ପାଗଳାପଣ, ନା ଦିନକୁ…

Flower festival: ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦଘାଟିତ, ଫୁଲକୁ ନେଇ ଭିନ୍ନ ଭିନ୍ନ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ ଉତ୍ସବ’ ଉଦ୍‌ଘାଟିତ ହୋଇଯାଇଛି । ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦…

ପୋଲାଣ୍ଡ ବୈଦେଶିକ ମନ୍ତ୍ରୀଙ୍କୁ ସ୍ପଷ୍ଟ ବାର୍ତ୍ତା, ଆମ ପଡ଼ୋଶୀରେ ଆତଙ୍କବାଦକୁ ଉତ୍ସାହିତ କରନ୍ତୁ ନାହିଁ: ଏସ୍.…

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ପୋଲାଣ୍ଡକୁ ଏକ ଦୃଢ଼ ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି, ଆତଙ୍କବାଦ ବିରୁଦ୍ଧରେ ଶୂନ୍ୟ ସହନଶୀଳତା ବଜାୟ ରଖିବାକୁ ଏବଂ ଭାରତର ପଡ଼ୋଶୀରେ କୌଣସି ଆତଙ୍କବାଦୀ ଭିତ୍ତିଭୂମିକୁ ପ୍ରୋତ୍ସାହିତ ନକରିବାକୁ ଅନୁରୋଧ କରିଛନ୍ତି । ଜୟଶଙ୍କର…

କାବୁଲରେ ଭୟଙ୍କର ବିସ୍ଫୋରଣ; ୭ ମୃତ, ଟାର୍ଗେଟରେ ଥିଲେ ଚୀନ୍ ନାଗରିକ!

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ୭ ଜଣଙ୍କର ପ୍ରାଣହାନୀ ଘଟିଛି । ଏହି ବିସ୍ଫୋରଣରେ ଚୀନ୍ ନାଗରିକଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ଟାର୍ଗେଟ କରାଯାଇଥିଲା । ଏହି ଆକ୍ରମଣ ପଛରେ ତାଲିବାନ ଭିତରେ ଥିବା ପ୍ରତିଦ୍ୱନ୍ଦ୍ୱୀ ଗୋଷ୍ଠୀଙ୍କ ହାତ ଥିବା…

UAE President’s India Visit: ବିଜୁଳି ପରି ଆସିଲେ…ଭାରତ ସଙ୍ଗେ କରିଗଲେ ବଡ଼ ବଡ଼ ଡ଼ିଲ୍…

ନୂଆଦିଲ୍ଲୀ: ୨ ଘଣ୍ଟା, ୫ ଚୁକ୍ତିନାମା, ୭ ଘୋଷଣା... ବୁଲେଟ ସ୍ପିଡରେ ଭାରତ ଯାତ୍ରା AI, ଆତଙ୍କବାଦ ଏବଂ ବ୍ୟାପାର... UAE ରାଷ୍ଟ୍ରପତିଙ୍କ ପାୱାର ଗସ୍ତରେ ସମସ୍ତେ ଚକିତ ସଂଯୁକ୍ତ ଆରବ ଏମିରେଟ୍ସ (UAE) ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ୍ ଅଲ୍ ନାହ୍ୟାନ୍ ଙ୍କ ସୋମବାର ଦିନ ହଠାତ୍…

Odisha Govt: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ: ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ଅନୁଷ୍ଠିତ ନିର୍ମାଣ ବିଭାଗର ସମୀକ୍ଷା ବୈଠକରେ ଏଭଳି କିଛି ନିଷ୍ପତ୍ତି

ଗ୍ରିନଲାଣ୍ଡକୁ ନେଇ ପୁଣି ଚେତାବନୀ ଦେଲେ ଟ୍ରମ୍ପ, କିପରି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଆମେରିକା?

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଗ୍ରିନଲ୍ୟାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ତାଙ୍କର ଉଦ୍ଦେଶ୍ୟକୁ ସାର୍ବଜନୀନ ଭାବରେ ଦୋହରାଇଛନ୍ତି। ସେ ୟୁରୋପୀୟ ଦେଶଗୁଡ଼ିକୁ, ବିଶେଷକରି ଡେନମାର୍କକୁ ଚେତାବନୀ ଦେଇଛନ୍ତି ଯେ ଯଦି ସେମାନେ ଆମେରିକାର ଦାବିକୁ ପ୍ରତିରୋଧ

ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଡଙ୍ଗା ଏବଂ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ଭାଗ କରାଯାଇ ୧୮ଟି ଟିମ୍ ନିୟୋଜିତ ହୋଇଛି।