Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ କଲେ ସାଇପ୍ରସ୍‌ ରାଷ୍ଟ୍ରପତି, ଜାଣନ୍ତୁ କାହିଁକି ଏହି ଗସ୍ତ ଏତେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ଗସ୍ତରେ ସାଇପ୍ରସରେ ପହଞ୍ଚିଛନ୍ତି। ସାଇପ୍ରସ ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡେସ୍ ବିମାନବନ୍ଦରରେ ରେଡ କାର୍ପେଟ ବିଛାଇ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଛନ୍ତି । ଦୁଇ ଦଶନ୍ଧି ମଧ୍ୟରେ ସାଇପ୍ରସ ଗସ୍ତରେ…

ହଇଜା ସଂକ୍ରମଣକୁ ନଜରରେ ରଖି ସପ୍ତାହ ପାଇଁ ବନ୍ଦ ରହିବ ସମସ୍ତ ହୋଟେଲ୍ ଓ ଦୋକାନ

ଯାଜପୁର:ଯାଜପୁର ସମେତ କେନ୍ଦୁଝର, ଢେଙ୍କାନାଳ, କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏବେ ଡାଇରିଆ ବ୍ୟାପିଛି। ଯାଜପୁର ଜିଲ୍ଲାର କିଛି ସ୍ଥାନରେ ହଇଜା ସଂକ୍ରମଣ ବ୍ୟାପିଲାଣି। ଏହାକୁ ନଜରରେ ରଖି ବରୀରେ ୨ ସପ୍ତାହ ପାଇଁ ବନ୍ଦ ରହିବ ସମସ୍ତ ହୋଟେଲ୍। ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି…

ରଥଯାତ୍ରା ଜଗିବ AI କ୍ୟାମେରା ଓ ରକ୍ଷକ ବାହନ ; ଯାତାୟତ ପାଇଁ ବିଶେଷ ମୋବାଇଲ ଆପ୍

ଭୁବନେଶ୍ୱର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ…

ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗ: ଇସ୍କନ ଗଭର୍ଣ୍ଣିଂ ବଡି କମିଶନ ଅଧ୍ୟକ୍ଷଙ୍କୁ ଗଜପତି ମହାରାଜାଙ୍କ…

ପୁରୀ: ସାରା ବିଶ୍ଵରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ତଥା ରଥଯାତ୍ରା ଶାସ୍ତ୍ର ଅନୁମୋଦିତ ତିଥିରେ ପାଳନ ସମ୍ପର୍କରେ ପଦକ୍ଷେପ ନେବାକୁ ଇସ୍କନ ଗର୍ଭର୍ଣ୍ଣିଂ ବଡି କମିଶନର ଅଧ୍ୟକ୍ଷଙ୍କୁ ଆଜି ପତ୍ର ଲେଖିଛନ୍ତି ଗଜପତି ମହାରାଜା । ଗଜପତି ମହାରାଜା ନିଜ ପତ୍ର ( ଇମେଲ୍ ମଧ୍ୟମରେ)…

ଘୂର୍ଣ୍ଣିବଳୟ ସକ୍ରିୟ: ଆସନ୍ତା ୧୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦେଇଛି। ଆସନ୍ତାକାଲି…

ଆସନ୍ତାକାଲି ରାଜକୀୟ ସମ୍ମାନ ସହ ହେବ ବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର

ଗୁଜୁରାଟ: ଆଜି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ ହୋଇଛି । ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଆସନ୍ତାକାଲି ( ସୋମବାର ଦିନ) ବିଜୟ ରୂପାନୀଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହ ରାଜକୋଟରେ ହେବ । ସୂଚନା ଅନୁଯାୟୀ,…

ଓଲଟିଲା ଯାତ୍ରୀବାହୀ ବସ୍‌,ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି

ଖୋର୍ଦ୍ଧା: ଖୋର୍ଦ୍ଧାର ପିତାପଲ୍ଲୀଠାରେ ଆଜି ଏକ ଦୁର୍ଘଟଣା ଘଟିଛି । ନୀଳକଣ୍ଠ ନାମକ ଘରୋଇ ବସ୍‌ଟି ଭୁବନେଶ୍ୱରରୁ ଆସ୍କା ଯାଉଥିଲା ବେଳେ ଖୋର୍ଦ୍ଧା ଠାରେ ଓଲଟି ପଡିଲା । ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ଶିଳ୍ପାଞ୍ଚଳ ଥାନା ଆଇଆଇସି ବାସୁଦେବ ରଣସିଂ ଓ ସହକାରୀ ମୋଟର ଯାନ ନିରୀକ୍ଷକ…

ଭୁଶୁଡ଼ିଲା ବ୍ରିଜ; ନଦୀରେ ଭାସିଗଲେ ୨୫ରୁ ଅଧିକ ପର୍ଯ୍ୟଟକ, ୬ ମୃତ

ପୁଣେ: ମହାରାଷ୍ଟ୍ରର ପୁଣେ ଜିଲ୍ଲାରେ ରବିବାର ଦିନ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ଏକ ପୋଲ ଭୁଶୁଡ଼ି ପଡ଼ିଛି। ଯାହା ଫଳରେ ୨୫-୩୦ ଜଣ ପର୍ଯ୍ୟଟକ ଭାସି ଯାଇଥିବା ଆଶଙ୍କା କରାଯାଉଛି। ସେମାନଙ୍କ ମଧ୍ୟରେ ଅନେକ ଛୋଟ ପିଲା ଅଛନ୍ତି। ମିଳିଥିବା ଖବର ଅନୁସାରେ ବ୍ରିଜ ଭୁଶୁଡ଼ିବା ଯୋଗୁ ୬…

‘ରାଜ୍ୟ ସରକାର ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ’

ଭୁବନେଶ୍ବର: ରାଜ୍ୟରେ ଏବେ ଯାଜପୁର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଛି । ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ଯାଇଛି । ଏହି ପ୍ରରିପେକ୍ଷିରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।…

କ’ଣ ଏହି ହରମୁଜ୍ ପ୍ରଣାଳୀ? ଇରାନ- ଇସ୍ରାଏଲ ଯୁଦ୍ଧ କିପରି ଅନ୍ୟଦେଶକୁ କରିପାରେ ହଟହଟା…..

ନୂଆଦିଲ୍ଲୀ: ଇସ୍ରାଏଲ ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଇରାନ ହରମୁଜ୍ ପ୍ରଣାଳୀକୁ ବନ୍ଦ କରିବାକୁ ଚିନ୍ତା କରୁଛି। ଏକ ଇରାନୀ ସାଂସଦଙ୍କ ଦାବି ଅନୁଯାୟୀ ହରମୁଜ୍ ପ୍ରଣାଳୀ ବନ୍ଦ କରିବା ବିଷୟରେ ଚିନ୍ତା କରୁଛନ୍ତି। ଯଦି ଇରାନ ଏପରି ପଦକ୍ଷେପ ନିଏ, ତେବେ ତୈଳ ମୂଲ୍ୟ ବୃଦ୍ଧି ପାଇବ ଏବଂ…