Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

UAE President’s India Visit: ବିଜୁଳି ପରି ଆସିଲେ…ଭାରତ ସଙ୍ଗେ କରିଗଲେ ବଡ଼ ବଡ଼ ଡ଼ିଲ୍…

ନୂଆଦିଲ୍ଲୀ: ୨ ଘଣ୍ଟା, ୫ ଚୁକ୍ତିନାମା, ୭ ଘୋଷଣା... ବୁଲେଟ ସ୍ପିଡରେ ଭାରତ ଯାତ୍ରା AI, ଆତଙ୍କବାଦ ଏବଂ ବ୍ୟାପାର... UAE ରାଷ୍ଟ୍ରପତିଙ୍କ ପାୱାର ଗସ୍ତରେ ସମସ୍ତେ ଚକିତ ସଂଯୁକ୍ତ ଆରବ ଏମିରେଟ୍ସ (UAE) ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାଏଦ୍ ଅଲ୍ ନାହ୍ୟାନ୍ ଙ୍କ ସୋମବାର ଦିନ ହଠାତ୍…

Odisha Govt: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ: ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ନେଇ ଅନୁଷ୍ଠିତ ନିର୍ମାଣ ବିଭାଗର ସମୀକ୍ଷା ବୈଠକରେ ଏଭଳି କିଛି ନିଷ୍ପତ୍ତି

ଗ୍ରିନଲାଣ୍ଡକୁ ନେଇ ପୁଣି ଚେତାବନୀ ଦେଲେ ଟ୍ରମ୍ପ, କିପରି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଆମେରିକା?

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଗ୍ରିନଲ୍ୟାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ତାଙ୍କର ଉଦ୍ଦେଶ୍ୟକୁ ସାର୍ବଜନୀନ ଭାବରେ ଦୋହରାଇଛନ୍ତି। ସେ ୟୁରୋପୀୟ ଦେଶଗୁଡ଼ିକୁ, ବିଶେଷକରି ଡେନମାର୍କକୁ ଚେତାବନୀ ଦେଇଛନ୍ତି ଯେ ଯଦି ସେମାନେ ଆମେରିକାର ଦାବିକୁ ପ୍ରତିରୋଧ

ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ, ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର: ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଡଙ୍ଗା ଏବଂ ଭସାପୋଲ ଚଳାଚଳ ବନ୍ଦ

ଚିଲିକା: ଆଜିଠାରୁ ଚିଲିକାରେ ଡଲ୍‌ଫିନ୍ ଗଣନା ଆରମ୍ଭ। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବାଲୁଙ୍ଗା ଏବଂ ସିଡିଏର ମିଳିତ ଆନୁକୂଲ୍ୟରେ ଆଜି ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ଡଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ଭାଗ କରାଯାଇ ୧୮ଟି ଟିମ୍ ନିୟୋଜିତ ହୋଇଛି।

 Bjp National President: ଆଜିଠୁ ବିଜେପିରେ ‘ନବୀନ’ ଯୁଗ ଆରମ୍ଭ

ନୂଆଦିଲ୍ଲୀ: ଜେପି ନଡ୍ଡାଙ୍କ ପରେ କିଏ ହେବେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ? ଡିସେମ୍ବର ୧୪, ୨୦୨୫ରେ ନୀତିନ ନବୀନଙ୍କୁ କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତି ଦିଆଯିବା ସହିତ ଏହି ପ୍ରଶ୍ନକୁ ନେଇ ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିଲା। ସୋମବାର ନିର୍ବାଚନ

Weather Update: ରାଜ୍ୟରେ ଶୀତ ଗାଏବ, ବଢୁଛି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ରାତ୍ରିକାଳୀନ ତାପମାତ୍ରାରେ ବୃଦ୍ଧି। ଶୀତ ଗାଏବ। ସକାଳ ୫.୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ। ରାଜଧାନୀ ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କହିବାକୁ ଗଲେ ରାଜ୍ୟରେ ଏବେ ଋତୁ ବଦଳୁଛି। ରାତିରେ ଶୀତ

Fire Breaks Out: ବିଳମ୍ବିତ ରାତିରେ ୧ ନମ୍ବର ହାଟରେ ଭୟାବହ ଅଗ୍ନିକାଣ୍ଡ, ଧ୍ବଂସ ପାଇଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ,

Bhitarkanika: ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି; ୨୦ଟି ଧଳା କୁମ୍ଭୀର…

ପଟ୍ଟାମୁଣ୍ଡାଇ:ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି । ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୮୨୬ ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୫୮କୁ ବୃଦ୍ଧି ପାଇଛି। ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୩୨ଟି କୁମ୍ଭୀର…

ବଦଳିବ ଓଡ଼ିଶା ସରକାରଙ୍କ ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ 

ଭୁବନେଶ୍ୱର: ରାଜ୍ୟରେ ଜମି ଜନିତ ସମସ୍ୟାକୁ ସରଳ କରିବା ଏବଂ ଦୀର୍ଘ ଦିନ ଧରି ସମାଧାନ ହୋଇପାରୁନଥିବା ସମସ୍ୟା ଗୁଡ଼ିକ ପାଇଁ ସରକାର ଆଗାମୀ ବିଧାନସଭା ଅଧିବେଶନରେ ଏକ ନୂତନ ଆଇନ ପ୍ରଣୟନ କରିବାକୁ ଯାଉଥିବା ନେଇ ସୋମବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…