Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀ ଭାଗବତ ସାର ୬୭: ଶ୍ରୀମଦ ଭାଗବତ ଓ ବେଦାନ୍ତ ଦର୍ଶନ ଭିତରେ ରହିଛି ଅନେକ ସାମଞ୍ଜସ୍ୟ

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ଓ ବେଦାନ୍ତ ଦର୍ଶନ ଭିତରେ ରହିଛି ଅନେକ ସାମଞ୍ଜସ୍ୟ। ଯେପରି ଶ୍ରୀମଦ ଭାଗବତ ମହାପୁରାଣର ପ୍ରଥମ ଶ୍ଳୋକର ଆରମ୍ଭ ହୋଇଛି "ଜନ୍ମାଦସ୍ୟ ଯତଃ", ସେହିପରି ବେଦାନ୍ତ ଦର୍ଶନ ବା ବ୍ରହ୍ମସୂତ୍ରର ଦ୍ଵିତୀୟ ସୂତ୍ରଟି ମଧ୍ୟ…

ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନା ପଣ୍ଡ: ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନାକୁ ଭୁବନେଶ୍ବର କମିଶନରେଟ ପୋଲିସ ବିଫଳ କରିଛି। ଜଟଣୀର ଏକ ନିଦ୍ଦିଷ୍ଟ ସ୍ଥାନରେ ବନ୍ଧୁକ ବିକ୍ରି ବେଳେ ଏୟାର ଫିଲ୍ଡ ଥାନା ପକ୍ଷରୁ ଅତର୍କିତ ଭାବେ ଚଢ଼ଉ କରାଯାଇଥିଲା ଓ ଜଣେ ଓଡ଼ିଆଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଓ ୬ଟି…

ଯାଜପୁର ଝାଡ଼ାବାନ୍ତି; ୮ କଲେରା ପଜିଟିଭ୍ ଚିହ୍ନଟ

ଯାଜପୁର: ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ସୂଚନା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଦେଇଛନ୍ତି ।…

ଦେଶରେ ପ୍ରଥମ: ଓଡିଶାରେ ଆରମ୍ଭ ହେଲା ଆନୁଷ୍ଠାନିକ ଶାଳ ବିହନ ବାଣିଜ୍ୟ ସହ ଜଙ୍ଗଲ ଅର୍ଥନୀତି ମଡେଲ

ଭୁବନେଶ୍ବର:ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ସ୍ଥିର ଅର୍ଥନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି । ଦେଶରେ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇ ଓଡ଼ିଶା ସଫଳତାର ସହିତ ଅଣ-କାଠ ବନ ଉତ୍ପାଦ (NTFP)ର ବାଣିଜ୍ୟ ଏବଂ ପରିଚାଳନା କ୍ଷେତ୍ରରେ ମହିଳାମାନଙ୍କ ନେତୃତ୍ୱରେ ଜଙ୍ଗଲଭିତ୍ତିକ…

ମିଳିଲା ବ୍ଲାକ ବକ୍ସ;ଏଥିରେ ରେକର୍ଡ ହୋଇଛି ସବୁ ତଥ୍ୟ

ଗୁଜୁରାଟ: ଜୁନ୍ ୧୨ ତାରିଖରେ ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ AI171 ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।  ଏହି ଅଘଟଣ ପରେ ସାରା ଦେଶ ସ୍ତବ୍ଧ । ଅହମ୍ମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣାର ତଦନ୍ତ ଜାରି ରହିଛି। ଏହି ସମୟରେ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ ବିମାନର…

ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କୁ ଆକାଂକ୍ଷୀ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଥିବା ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ବୀର ବିକ୍ରମ ଯାଦବ ଏବଂ ଭିନୀଲ କ୍ରିଷ୍ଣାଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି। ସେମାନେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଅଧୀନରେ ଢେଙ୍କାନାଳ ଏବଂ ବଲାଙ୍ଗୀର ଦାୟିତ୍ୱରେ ରହିବେ। କେନ୍ଦ୍ର ଦ୍ୱାରା…

ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନର ନୂଆ କମିଶନର ହେଲେ ପ୍ରଥମେଶ ଅରବିନ୍ଦ

ଭୁବନେଶ୍ୱର: ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନ୍ (BeMC)ର ନୂତନ କମିଶନର ଭାବରେ ପ୍ରଥମେଶ ଅରବିନ୍ଦ ରାଜେଶିର୍କଙ୍କୁ ନିଯୁକ୍ତ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଶୁକ୍ରବାର ଦିନ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେ ୨୦୨୧ ବ୍ୟାଚ୍ ଆଇଏଏସ୍…

୧୧ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ; ଦଶ ହଜାର ନିଯୁକ୍ତି ହେବ ସୃଷ୍ଟି

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୧୭ଟି ପ୍ରକଳ୍ପ ନିର୍ମାଣ ହେଲେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ। ସୂଚନାଥାଉକି, ପ୍ଲାଷ୍ଟିକ,…

ଅହମ୍ମଦାବାଦ ବିମାନ ଦୁର୍ଘଟଣା; ପତ୍ନୀଙ୍କ ଅସ୍ଥି ବିସର୍ଜନ ପାଲଟିଲା ଶେଷ ଯାତ୍ରା, ଲଣ୍ଡନରେ ଅପେକ୍ଷା କରିଛନ୍ତି କୁନି…

ଅହମ୍ମଦାବାଦ: ଅହମ୍ମଦାବାଦରେ ଗୁରୁବାର ଅପରାହ୍ନରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସାରା ଭାରତ ସ୍ତବ୍ଧ ହୋଇଯାଇଛି। ଏହି ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ କିଏ ନିଜ ସ୍ତ୍ରୀଙ୍କୁ ହରାଇଛନ୍ତି ତ କିଏ ନିଜ ସ୍ୱାମୀ ଏବଂ ପିଲାମାନଙ୍କୁ ହରାଇଛନ୍ତି। ତେବେ ଏହି ଦୁର୍ଘଟଣାରେ ଏକ…

ଦୋକାନୀଙ୍କ ଉପରକୁ ବୋମାମାଡ଼; ୨ ଗୁରୁତର

ପୁରୀ: ରାସନ ଦୋକାନ ଉପରେ ବୋମାମାଡ଼ । ଏହି ଆକ୍ରମଣରେ ଜଣେ ଦୋକାନୀ ଓ ଜଣେ ଗ୍ରାହକ ଗୁରୁତର ହୋଇଥିବା ସୂଚନା । ଉଭୟ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନାର ଛୋଟପୁର ଗାଁରେ ଆଜି ଅପରାହ୍‌ଣରେ ଏହି ଆକ୍ରମଣ ହୋଇଛି । ଗୁରୁତର ହେଲେ…