Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Ayushman Yojana: ଆଗାମୀ ୩ ଦିନରେ ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ‘ଆୟୁଷ୍ମାନ’ ଯୋଜନାକୁ ନେଇ ବଡ ଅପଡେଟ୍ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆଗାମୀ ଦିନରେ ଆୟୁଷ୍ମାନ ଭାରତର…

Teachers’ Fight in Sambalpur: ୨ ଶିକ୍ଷୟିତ୍ରୀ ହାତାହାତି ଘଟଣା; ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ

ସମ୍ବଲପୁର: ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ । ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ କିର୍ବା ଅପର ପ୍ରାଇମେରୀ ବିଦ୍ୟାଳୟରେ ଦୁଇ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ମାରପିଟ ଘଟଣାରେ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ହୋଇଥିବା ଶିକ୍ଷୟିତ୍ରୀ…

Gaza Peace Board: ଗାଜା ଶାନ୍ତି ବୋର୍ଡରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ: ଭାରତରେ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗର୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାଜା ଶାନ୍ତି ବୋର୍ଡର ଅଂଶ ହେବା ପାଇଁ ଆମନ୍ତ୍ରଣ କରିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚିଠି ସେୟାର କରିଛନ୍ତି । ଟ୍ରମ୍ପ ମୋଦିଙ୍କୁ ଏକ ଚିଠି ପଠାଇଛନ୍ତି, ଯାହାକୁ ଭାରତରେ ଆମେରିକାର…

ସାଉଦି ଆରବ ନା ୟୁଏଇ ! କିଏ ଭାରତ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ?

ନୂଆଦିଲ୍ଲୀ: UAE ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହୟାନ୍ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆସିଛି, ଯେଉଁଥିରେ ଇରାନ-ଆମେରିକା ଉତ୍ତେଜନା, ୟେମେନରେ ସାଉଦି ଆରବ ଏବଂ UAE ମଧ୍ୟରେ ସଂଘର୍ଷ ଏବଂ ଗାଜାରେ ଅସ୍ଥିର ରାଜନୈତିକ

ଭୁବନେଶ୍ୱରରୁ କନ୍ଦରପୁରକୁ ସଂଯୋଗ ହେବ ନୂଆ ରାସ୍ତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରୋଡ୍‌ ନେଟ୍‌ୱାର୍କକୁ ସୁଦୃଢ଼ କରି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସ୍ପଷ୍ଟ ଆଭିମୁଖ୍ୟ ରହିଛି । ଏହି ଲକ୍ଷ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ସହିତ ରାଜ୍ୟର ସବୁ…

କଟକରେ ଫାଟିଲା ଗ୍ୟାସ ଲାଇନ, ଲୋକେ ଭୟଭୀତ…

କଟକ: କଟକର ସିଡିଏ ସେକ୍ଟର-୯ରେ ସୋମବାର ଦିନ ନିର୍ମାଣ କାର୍ଯ୍ୟ ସମୟରେ ଦୁର୍ଘଟଣାବଶତଃ ଗେଲ୍ (ଇଣ୍ଡିଆ) ଲିମିଟେଡ୍‌ର ଏକ ଏଲପିଜି ଗ୍ୟାସ୍ ପାଇପଲାଇନ୍ ଫାଟି ଯାଇଛି। ସୂଚନା ଅନୁଯାୟୀ, ସିଡିଏ ସେକ୍ଟର-୯ରେ ଚାଲିଥିବା ନିର୍ମାଣ କାର୍ଯ୍ୟ ପାଇଁ ଭାରୀ ଯନ୍ତ୍ରପାତି ବ୍ୟବହାର କରାଯାଉଥିବା…

Illegal Cannabis Cultivation: ୨ କୋଟି ଟଙ୍କା ମୂଲ୍ୟର ୯୫ ହଜାରରୁ ଅଧିକ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଯଶୀପୁର ଥାନା ଅଞ୍ଚଳରେ ୯୫ ହଜାରରୁ ଅଧିକ ଅଫିମ ଗଛ ନଷ୍ଟ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇବା ପରେ ଯଶୀପୁର ପୋଲିସ, ବନ ବିଭାଗ, ଅବକାରୀ ବିଭାଗ ଏବଂ ସ୍ଥାନୀୟ ରାଜସ୍ୱ ବିଭାଗ ମିଳିତ ଭାବରେ ଚଢଉ କରି ଅଫିମ ଚାରା ନଷ୍ଟ କରିଛନ୍ତି । ଏହାର ଆନୁମାନିକ…

Spain Train Accident: ଭୟଙ୍କର ଟ୍ରେନ ଦୁର୍ଘଟଣା; ୨୧ ଯାତ୍ରୀ ମୃତ, ଅନେକ ଗୁରୁତର

ବାର୍ସେଲୋନା: ଦକ୍ଷିଣ ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟି ୨୧ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଟ୍ରେନ୍ ଦୁର୍ଘଟଣାର ଦୃଶ୍ୟ ଦେଖିଲେ ବାହାନଗାର ଚିତ୍ର ସାମ୍ନାକୁ ଆସିଯାଉଛି । ଏକ ହାଇସ୍ପିଡ ଟ୍ରେନ ଟ୍ରାକରେ ଆସୁଥିବା ବେଳେ ହଠାତ ଲାଇଚ୍ୟୁତ ହୋଇ ଅନ୍ୟ ଟ୍ରାକରେ ଆସୁଥିବା ଟ୍ରେନକୁ…

BJP National President Election: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ; ନାମାଙ୍କନ ଭରିବେ ନୀତିନ ନବୀନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେଉଛି। ସୋମବାର, ଜାନୁଆରୀ ୧୯ ତାରିଖରେ, ଦଳର ଜାତୀୟ କାର୍ଯ୍ୟକାରିଣୀ ସଭାପତି ନୀତିନ ନବୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିବେ। ନୀତିନ

Dolphin Count: ଆସନ୍ତାକାଲିଠାରୁ ଚିଲିକାରେ ହେବ ଡଲଫିନ୍ ଗଣନା

ଚିଲିକା: ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ୍ ଗଣନା । ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡ଼ାରେ ଚାଲିବ ଡଲଫିନ୍ ଗଣନା । ଡଲଫିନ୍ ଗଣନା ପାଇଁ ଗଠନ ହେଲା ୧୮ଟି ସ୍ୱତନ୍ତ୍ର ଟିମ୍ । ଜଣେ ବିଶେଷଜ୍ଞଙ୍କ ସହ ରହିବେ ୩ରୁ ୫ ଗଣନାକାରୀ । ଚିଲିକାର ସମସ୍ତ ବୋଟ୍‌