Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆମେରିକା ଗସ୍ତ ଶେଷ କରି ଭାବପ୍ରବଣ ପୋଷ୍ଟ ଲେଖିଲେ ଶଶି ଥରୁର, ଯାହା ଆମେ ପାରିଲୁ, ତାହା….

ନୂଆଦିଲ୍ଲୀ: ଶଶି ଥରୁରଙ୍କ ନେତୃତ୍ୱରେ ସର୍ବଦଳୀୟ ସଂସଦୀୟ ପ୍ରତିନିଧି ଦଳ ଶନିବାର ତାଙ୍କର ଆମେରିକା ଗସ୍ତ ଶେଷ କରିଛି । ଏହି ସମୟ ମଧ୍ୟରେ ପ୍ରତିନିଧି ଦଳ ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସଙ୍କୁ ଭେଟିଥିଲେ । ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୁଦ୍ଧରେ ଭାରତର ଦୃଢ଼ ସଂକଳ୍ପକୁ…

ରଥଯାତ୍ରା ପୂର୍ବରୁ ଶେଷ ହେବ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ କାର୍ଯ୍ୟ

ପୁରୀ: ଆଉ ଦିନ କେଇଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏନେଇ ଜୋରସୋରରେ ଚାଲିଛି ସମସ୍ତ ପ୍ରସ୍ତୁତି । ତେବେ ରଥଯାତ୍ରା ପୂର୍ବରୁ ଶ୍ରୀକ୍ଷେତ୍ରରେ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ଶେଷ ହେବା ନେଇ ସୂଚନା ରହିଛି । ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ମେଘନାଦ ପାଚେରୀ ଇଟାରେ…

ଶ୍ରୀ ଭାଗବତ ସାର ୬୨: ସେହି ସ୍ୱର୍ଗର ମୂଲ୍ୟ ବା କଣ ଯେଉଁଠି ଦେବତା ମାନଙ୍କ ଆୟୁଷ ଏକ କଳ୍ପ ହୋଇଥାଏ

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ (ସଂସ୍କୃତ )ରେ ବର୍ଣିତ ଗୋଟିଏ ଶ୍ଳୋକ ମାନବ ଜୀବନର ଶ୍ରେଷ୍ଠତ୍ବ ଓ ଦେବତା ମାନଙ୍କ ଏହି ଦୁର୍ଲ୍ଲଭ ମାନବ ଜନ୍ମ ପାଇଁ ଥିବା ଉତ୍କଣ୍ଠା ଖୁବ ସୁନ୍ଦର ପ୍ରତିଫଳିତ "କଳ୍ପାୟୁଷା ସ୍ଥାନଜୟାତପୁନଭର୍ବାତ କ୍ଷଣାୟୁଷା…

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଜାତିସଂଘ ସାସାକାୱା ସମ୍ମାନ

ନୂଆଦିଲ୍ଲୀ:ଆଇଏମଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ଆଜି ସାରା ବିଶ୍ବରେ ଦେଶକୁ ଗର୍ବିତ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ମିଳିଲା ୨୦୨୫ ମସିହାରେ ଜାତିସଂଘ ସାସାକାୱା ପୁରସ୍କାର । ପ୍ରାକୃତିକ ବିପର୍ଯ୍ୟୟ ନିରାକରଣରେ…

ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ;୧୦ ଲକ୍ଷ ଲାଞ୍ଚ ନେବା ବେଳେ…

କଳାହାଣ୍ଡି: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। କଳାହାଣ୍ଡି ଜିଲାର ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା (ଆଇଏଏସ -୨୦୨୧ ବ୍ୟାଚ) ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଧରିଛି। ସୂଚନାଥାଉକି,ଅଭିଯୁକ୍ତ…

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି । ବର୍ତ୍ତମାନ ୧୫ ଜଣ ସୁସ୍ଥ…

ଭାରତ ମଣ୍ଡପମ୍ ଭଳି ହେବ ଓଡ଼ିଶା ମଣ୍ଡପ; ସରିଛି ଜାଗା ଚିହ୍ନଟ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ବର: ନୂଆ ଢ଼ାଞ୍ଚାରେ ତିଆରି ହେବ ଲୋକସେବା ଭବନ ଓ ବିଧାନସଭା । ପୁରୁଣା ବିଲ୍ଡିଂର ରୂପରେଖ ବଦଳାଯିବା ନେଇ ବିଚାର ଚାଲିଥିବା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେହିପରି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ ମଧ୍ୟ ବିଶ୍ୱସ୍ତରୀୟ ସମ୍ମିଳନୀ…

ସିଏମ ଟ୍ରଫି ଫୁଟବଲ ଚାମ୍ପିୟନସିପ: ବରଗଡ଼ ଏଫସିର ଟାଇଟଲ ହାସଲ

ରାଉରକେଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ପ୍ରଥମ ଥର ପାଇଁ ଆୟୋଜନ କରାଯାଇଥିଲା ସିଏମ୍ ଟ୍ରଫି (ଅଣ୍ଡର-୧୫) ଫୁଟବଲ ଚାମ୍ପିୟନସିପ -୨୦୨୫। ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍‌ ମ୍ୟାଚ୍ ଆଜି ରାଉରକେଲା ସ୍ଥିତ…

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ଆହତ ୭ଜଣଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ଥିବା ଆଶୁ ଚିକିତ୍ସା କେନ୍ଦ୍ରରେ ପ୍ରାଥମିକ…

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା…