Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡ୍ରାଫ୍‌ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା କ୍ଷେତ୍ରରେ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଥିବା ଓଡ଼ିଶା ସରକାର ଏବେ ନିଜର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାକୁ ଯାଉଛନ୍ତି। ରାଜ୍ୟର ନିଜସ୍ୱ ଉଦ୍ଧାରକାରୀ ଦଳ 'ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ…

ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍

ମୁମ୍ବାଇ: ବଲିଉଡରେ ନିଜର ଦମଦାର ଖଳନାୟକ ଚରିତ୍ର ପାଇଁ ଘରେ ଘରେ ପରିଚିତ ଥିବା ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ପରଲୋକ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସମଗ୍ର ଭାରତୀୟ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘ ଦିନ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ ଏବଂ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଫାଇଲ୍ ଚୋରି ଘଟଣାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ। ଏହି ଘଟଣାରେ ବିଜୁ ଜନତା ଦଳର ନେତାମାନେ ନବୀନ ସରକାରକୁ ବଦନାମୀରୁ ରକ୍ଷା କରିବା ପାଇଁ ସାମ୍ବାଦିକ ସମ୍ମିଳନୀ କରି ମିଥ୍ୟା…

ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ…

ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି। ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ ଏବଂ ୩ୟ ବ୍ରିକ୍ସ ବରିଷ୍ଠ ଅଧିକାରୀ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ଏହା ଭାରତର ୨୦୨୬ ବ୍ରିକ୍ସ (BRICS) ଅଧ୍ୟକ୍ଷତାରେ, ଶିକ୍ଷା ମନ୍ତ୍ରଣାଳୟ…

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଲୋକ ଭବନରେ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରୁଥିବା ସ୍ୱତନ୍ତ୍ର ଉପହାର…

ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ, ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ମୁକାବିଲା ଓ ପରିଚାଳନାକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଦଳ ଅଭିଯୋଗ କରିଛି ଯେ ସରକାରଙ୍କ ଅବ୍ୟବସ୍ଥା ଯୋଗୁଁ ବନ୍ୟା ସ୍ଥିତି ସଙ୍ଗୀନ ହୋଇପଡ଼ିଛି ଏବଂ ପ୍ରଭାବିତ ଲୋକଙ୍କୁ ସଠିକ୍ ସହାୟତା ମିଳୁନାହିଁ। କମିଥିବା କେନ୍ଦ୍ରୀୟ…

ସାଇବର ଅପରାଧ ତଦନ୍ତ ଓ ଡିଜିଟାଲ ଫରେନ୍ସିକ୍ସ କ୍ଷେତ୍ରରେ ଆହୁରି ଦକ୍ଷ ହେବ ପୁଲିସ: ୨୦୨୭ ସୁଦ୍ଧା ୪୮୦ ଜଣ ନେବେ ତାଲିମ

ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସ ଆଉ ପାଦେ ଆଗକୁ ବଢ଼ିଛି। ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ…

କାୟା ବିସ୍ତାର କରୁଛି ‘ଚାନ୍ଦିପୁରା ଭାଇରସ’: ୨୨ ଶିଶୁ ମୃତ

ଗାନ୍ଧୀନଗର: ଗୁଜରାଟରେ ଭୟଙ୍କର ‘ଚାନ୍ଦିପୁରା ଭାଇରସ’ (Chandipura Virus) ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ ସଂକ୍ରମଣ ଯୋଗୁଁ ଗୁଜରାଟରେ ଏପର୍ଯ୍ୟନ୍ତ ୨୨ ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଶିଶୁ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସେହିପରି…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଯାତ୍ରୀ ଆହତ

ନୂଆଦିଲ୍ଲୀ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଥାଇଲ୍ୟାଣ୍ଡର ଫୁକେଟରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ। ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ବିମାନଟି ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା। ମଝି ଆକାଶରେ ହଠାତ୍‌ ତଳକୁ ଖସିଥିଲା। ଫଳରେ…

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ BKPPER ପ୍ରକଳ୍ପ

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ ଋଣ ମିଳିବା ପୂର୍ବରୁ…