Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରଥରେ ଭଙ୍ଗାହେଲା ଅଧରପଣା ହାଣ୍ଡି; ତୃପ୍ତ ହେଲେ ଚଣ୍ଡୀଚାମୁଣ୍ଡା ଓ ଅସରରୀ

ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି । ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା । ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା । ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା…

ମତ୍ସ୍ୟ ସେବା ଓ ଉଦ୍ୟାନ-କୃଷି ସେବା କ୍ୟାଡରର ପୁର୍ନବିନ୍ୟାସକୁ ଅନୁମୋଦନ: ସୃଷ୍ଟି ହେବ ୨୮୪ଟି ନୂତନ ପଦବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ମତ୍ସ୍ୟଚାଷ ସେବା ଏବଂ ଓଡିଶା ଉଦ୍ୟାନ କୃଷି ସେବା କ୍ୟାଡରର ବିଭିନ୍ନ ପଦବୀ ଗୁଡିକର ପୁର୍ନବିନ୍ୟାସ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟ ସରକାର ମତ୍ସ୍ୟଚାଷ ଓ ଉଦ୍ୟାନ କୃଷି କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ଲକ୍ଷ୍ୟ ରଖିଛନ୍ତି।…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ I ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ବଢ଼ିବ ମାନବ ସମ୍ବଳ, ଅତିରିକ୍ତ ଭାବେ ୧୬ ହଜାର ଶିକ୍ଷକଙ୍କୁ ହେବେ ନିଯୁକ୍ତି

ଭୁବନେଶ୍ୱର: ପାଠପଢ଼ା ଗୁଣାତ୍ମକ, ସୁନିଶ୍ଚିତ କରିବା ଲାଗି ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ବଢ଼ାଯିବ। ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିଆଯାଉଛି ବିଭିନ୍ନ ପଦକ୍ଷେପ। କଲେଜ, ବିଶ୍ୱବିଦ୍ୟାଳୟରେ ପାଠପଢ଼ାକୁ ଗୁଣାତ୍ମକ କରାଯିବ। ଶିକ୍ଷକ-ଛାତ୍ର ଅନୁପାତ ସବୁ ସମୟରେ ଯେପରି ଠିକ୍‌…

ମାଓବାଦୀଙ୍କ ବର୍ବର କାଣ୍ଡ: ପୁଣି ଜଣେ ପୂର୍ବତନ ସରପଞ୍ଚକୁ ହତ୍ୟା

ମାଲକାନଗିରି: ଜଣେ ପୂର୍ବତନ ସରପଞ୍ଚକୁ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲାର ଚିତ୍ରାକୋଡେପାଲ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ମାଓବାଦୀଙ୍କ ବର୍ବର କାଣ୍ଡ ପରେ ମାଓ ଅପରେସନ୍‌ ଜୋରଦାର। ଏହି ଘଟଣା ପରେ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଛି। ଛତିଶଗଡ଼ରେ…

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ !

ଭୁବନେଶ୍ବର: ସମସ୍ତ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି ।…

ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା

ଡେରାଡୁନ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଳକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଭୂସ୍ଖଳନ ଘଟଣା ମଧ୍ୟ ସାମ୍ନାକୁ ଆସିଛି । ଯାହାକୁ ଦୃଷ୍ଟିରେ ରଖି କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି । ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ…

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ରେସରେ ୩ ମହିଳା ନେତ୍ରୀ

ନୂଆଦିଲ୍ଲୀ: କିଏ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ? ଆସନ୍ତା କିଛି ଦିନ ମଧ୍ୟରେ ବିଜେପିକୁ ମିଳିପାରନ୍ତି ନୂଆ ମୁଖିଆ । ଅଧିକାଂଶ ରାଜ୍ୟ ବିଜେପିକୁ ନୂଆ ସଭାପତି ମିଳି ସାରିଛନ୍ତି । ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନରେ ଏମାନଙ୍କର ଭୂମିକା ରହିଛି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି…

ପାକିସ୍ତାନରେ ବଡ଼ ହଲଚଲ୍…ଇତିହାସ ଦୋହରାଇବ ଜୁଲାଇ !

ନୂଆଦିଲ୍ଲୀ: ପାକିସ୍ତାନରେ ପୁଣି ଏକ ବଡ଼ ରାଜନୈତିକ ହଲଚଲ ଦେଖିବାକୁ ମିଳିପାରେ । ପରଦା ପଛରେ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ ଓ ସେନା ମୁଖ୍ୟ ଅସିମ ମୁନିରଙ୍କ ମଧ୍ୟରେ ଛକାପଞ୍ଝା ଲାଗିଥିବା ଚର୍ଚ୍ଚା ହେଉଛି । କୁହାଯାଉଛି, ଜର୍ଦ୍ଦାରୀଙ୍କୁ ରାଷ୍ଟ୍ରପତି ପଦରୁ ହଟାଇବାକୁ ପ୍ରସ୍ତୁତି…

ସାବଧାନ୍!, ଭ୍ୟୁ ପାଇଁ ସୋସିଆଲ ମିଡିଆରେ ପକାନ୍ତୁନି ବନ୍ୟପ୍ରାଣୀଙ୍କ ଭିଡିଓ, ନହେଲେ….

ଭୁବନେଶ୍ୱର: ସାବଧାନ କ’ଣ ଆପଣ ବି ଜୀବଜନ୍ତୁଙ୍କ ଭିଡିଓ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି କି? ତେବେ ସତର୍କ ହୋଇଯାଆନ୍ତୁ, କାରଣ ବର୍ତ୍ତମାନ ସୋସିଆଲ ମିଡିଆରେ ବନ୍ୟପ୍ରାଣୀଙ୍କ ଭିଡିଓ ଅପଲୋଡ୍ କରି ଭ୍ୟୁ ହାସଲ କରିବା ଏକ ଟ୍ରେଣ୍ଡ ଚାଲିଥିବା ବେଳେ ଏହାକୁ ବିରୋଧ କରି କଠୋର…