Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଇଆଇଟି ମାଡ୍ରାସର ବଡ଼ ସଫଳତା: ୭୦ କିଲୋମିଟର ଯାଏଁ ଲକ୍ଷ୍ୟଭେଦ କରିପାରିବ ସ୍ୱଦେଶୀ ତୋପ ସେଲ୍, ସେନାକୁ କରିବ…

ନୂଆଦିଲ୍ଲୀ: ଆଇଆଇଟି ମାଡ୍ରାସ ରାମଜେଟ୍-ଭିତ୍ତିକ ତୋପ ସେଲ୍ ବିକଶିତ କରି ଡିଫେନ୍ସ ଟେକନୋଲୋଜିରେ ଏକ ବଡ଼ ସଫଳତା ହାସଲ କରିଛି । ଯାହା ତୋପ ସେଲ୍‌ର ଶକ୍ତିକୁ ୫୦ ପ୍ରତିଶତ ବୃଦ୍ଧି କରିଥାଏ । ଏହା ଭାରତୀୟ ସେନାର ଟ୍ୟାଙ୍କ ସେଲ୍‌ର ଶକ୍ତିକୁ ବହୁ ଗୁଣ ବୃଦ୍ଧି କରିବ । ଆଇଆଇଟି ମାଡ୍ରାସର ଏହି…

BJP: ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଆରମ୍ଭ..

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେଲା ଭାରତୀୟ ଜନତା ପାର୍ଟି (ବିଜେପି) ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା । ଆଜି ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ ହେବ । ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ କରାଯିବ ନାମାଙ୍କନ ପତ୍ର ଯାଞ୍ଚ ପ୍ରକ୍ରିୟା । ସନ୍ଧ୍ୟା ୫ଟାରୁ…

Weather Update: ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି । ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି । ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି କମ୍‌ ଅନ୍ତରାଳରେ ଦୁଇଟି ପଶ୍ଚିମାଝଡ଼ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ଆସନ୍ତା ୪ ଦିନ…

UAE President: ସାଉଦି ଆରବ ସହ ଉତ୍ତେଜନା ମଧ୍ୟରେ ୟୁଏଇ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ; ପ୍ରଧାନମନ୍ତ୍ରୀ ମୋଦୀଙ୍କୁ…

ନୂଆଦିଲ୍ଲୀ:ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହୟାନ ଜାନୁଆରୀ ୧୯ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ତୃତୀୟ ସରକାରୀ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣରେ ଏହି ଗସ୍ତ ହେଉଛି। ଗତ ଦଶନ୍ଧି ମଧ୍ୟରେ…

ଗତବର୍ଷ ତୁଳନାରେ ଏଥର ଚିଲିକାକୁ ଆସିଛନ୍ତି ଅଧିକ ପକ୍ଷୀ

ଚିଲିକା: ଚଳିତ ବର୍ଷ ଚିଲିକାକୁ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨ ଶହ ପକ୍ଷୀ ଆସିଛନ୍ତି । ଗତବର୍ଷ ତୁଳନାରେ ଚଳିତ ବର୍ଷ ଚିଲିକାକୁ ୪ ହଜାର ୯୭୨ ପକ୍ଷୀ ଅଧିକ ଆସିଛନ୍ତି । ପ୍ରଜାତି ସଂଖ୍ୟା ସମାନ ମାତ୍ର ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏଥିର ୧୦୬ ପ୍ରଜାତିର ବିଦେଶପକ୍ଷୀ ୧୧ ଲକ୍ଷ…

କଳାହାଣ୍ଡିକୁ ୮୯୧.୩୯ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡି ଓଡ଼ିଶାର ସବୁଠାରୁ ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ । କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬ ଉଦଯାପନୀ…

ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ

କଟକ: କଟକ ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍‌ । ଜାନୁଆରୀ ୨୩ରେ କଟକ ଆସିବା ନେଇ ଉପରାଷ୍ଟ୍ରପତି ସହମତି ଦେଇଛନ୍ତି । ଉପରାଷ୍ଟ୍ରପତି ନେତାଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ନେତାଜୀ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନୂଆ ଗ୍ୟାଲେରୀର ଉଦଘାଟନ କରାଯିବ ।…

Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର କରିବା ସହ କର୍ମୀଙ୍କ ପ୍ରତି ନିଲମ୍ବିତ ବିଧାୟକ ଅରବିନ୍ଦ ମହାପାତ୍ର ବିଶ୍ୱାସଘାତକତା କରିଛନ୍ତି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ତଥା ପାଟକୁରାର ଯୁବ ସଂଗଠକ ଅମରେଶ ପତ୍ରୀ…

Rourkela Plane Crash: ବିମାନ ଦୁର୍ଘଟଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି

ରାଉରକେଲା: ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗଙ୍କ ଘୋଷଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ନିଯୁକ୍ତି । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ।…

Sports Awards: ପ୍ରୀତିସ୍ମିତା, କାଳୁଚରଣ, ଏମଜିଏମ୍‌କୁ ‘ଓସଜା’ ପୁରସ୍କାର

ଭୁବନେଶ୍ବର:ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ, ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀ ଏବଂ କ୍ରୀଡ଼ା ପ୍ରୋତ୍ସାହନରେ ବିଶେଷ ଅବଦାନ ରଖୁଥିବା ଏମଜିଏମ୍‌ ଗ୍ରୁପ୍‌କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଛି। ରବିବାର…