Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛି । ଯିଏ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ…

ପେଟ ପୁରା ଖାଇ ସାରିବା ପରେ କାହିଁକି ଆସେ ନିଦ?

ନୂଆଦିଲ୍ଲୀ: ଆମ ସ୍ୱାସ୍ଥ୍ୟ ପାଇଁ ଖାଦ୍ୟ ବହୁତ ଗୁରୁତ୍ୱପୂର୍ଣ୍ଣ। ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରକୁ ପୁଷ୍ଟିସାର ମିଳିଥାଏ ଏବଂ ଏହା ଆମ ଶରୀରକୁ ସୁସ୍ଥ ରଖେ। ଅନେକ ସମୟରେ ଆପଣ ଅନୁଭବ କରିଥିବେ ଯେ ଖାଦ୍ୟ ଖାଇବାର କିଛି ସମୟ ପରେ, ଆମକୁ ଶୀଘ୍ର ନିଦ ଲାଗେ। ଅଳସୁଆ ମଧ୍ୟ ଲାଗେ। ମଧ୍ୟାହ୍ନ…

କାହିଁକି ଭାରତଠୁ ଡରିକି ରହିବ ପାକିସ୍ତାନ?, ନିଜେ କହିଲେ ପାକିସ୍ତାନ ଜେନେରାଲ…..

ନୂଆଦିଲ୍ଲୀ: ଦୁଇ ଦେଶର ବିଭାଜନ ସମୟରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଆରମ୍ଭ ହୋଇଛି ।  ସ୍ୱାଧୀନତା ପରଠାରୁ, ପାକିସ୍ତାନ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ କରିଛି । ଏହି ଆକ୍ରମଣର ଜବାବରେ ଭାରତ ଦ୍ୱାରା ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଯୋଗୁଁ…

ଡିଜିଟାଲ୍‌ ଆରେଷ୍ଟକୁ ନେଇ ସତର୍କ ରହିବାକୁ କିହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଭାରତୀୟ ଆଇନରେ ଡିଜିଟାଲ୍‌ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ସୂଚନା ଦେଇଛି ଓଡ଼ିଶା ପୋଲିସ। ଆଜିକା ଦିନରେ ସାଇବର ଅପରାଧିମାନେ ବିଭିନ୍ନ ଉପାୟରେ ଠକୁଛନ୍ତି। ତେଣୁ ସାଧାରଣ ଜନତା ସାବଧାନ ରହିବା ଉଚିତ୍। ସାଇବର ଅପରାଧୀମାନେ ନିଜକୁ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଉ ଜଣେ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି…

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୧୫ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…

ରାଜ୍ୟରେ ଅନାଥ ଶିଶୁଙ୍କ ସର୍ଭେ କରିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ। ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ପୋଲିସର ଗାଡ଼ି ଯାଞ୍ଚ କ୍ଷମତାକୁ ଘରୋଇ ବସ୍ ସଂଘର ବିରୋଧ

ଭୁବନେଶ୍ବର: ପୋଲିସର ଗାଡ଼ି ଯାଞ୍ଚ କ୍ଷମତାକୁ ବିରୋଧ କରିଛି ଅଲ୍ ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ । ଦୁର୍ଘଟଣା କମାଇବା ବାହାନାରେ ପୁଲିସକୁ ଗାଡ଼ି ଯାଞ୍ଚର ଅତିରିକ୍ତ କ୍ଷମତା ଦେବା ପ୍ରସ୍ତାବକୁ ନିହାତି ନିନ୍ଦନୀୟ ବୋଲି କହିଛି ସଙ୍ଘ । ଏହା ସହ ବାରମ୍ବାର ଯାଞ୍ଚ ଯୋଗୁଁ ଯାତ୍ରୀବାହୀ ବସ୍ ହିଁ…

ଓବିସି ତାଲିକାରେ ସାମିଲ ହେବ ୭୬ଟି ନୂଆ ଜାତି, ମିଳିଲା କ୍ୟାବିନେଟ ମଞ୍ଜୁରୀ

କୋଲକାତା: ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି ଏବଂ ଏଥିପାଇଁ ରାଜନୈତିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ରାଜ୍ୟରେ ନିଜର କ୍ଷମତା ବଜାୟ ରଖିବାକୁ ଚେଷ୍ଟା ଜାରି ରଖିଛି। ଏହି ସମୟରେ, ମମତା ବାନାର୍ଜୀ କ୍ୟାବିନେଟ୍…

କଂଗ୍ରେସ ଚିନ୍ତା ବଢାଇଲେଣି ନିଜ ଦଳ ନେତା !

ନୂଆଦିଲ୍ଲୀ: କଂଗ୍ରେସର ଚିନ୍ତା ବଢାଇଲେଣି ନିଜ ଦଳର ନେତା । ଶଶି ଥରୁର ହୁଅନ୍ତୁ କି ସଲମାନ ଖୁର୍ସିଦ କିମ୍ବା ମନୀଷ ତିଓ୍ବାରୀ, ଦଳ ଗୋଟେ ଆଡେ ତ ବରିଷ୍ଠ ନେତାଙ୍କ ମତ ଅନ୍ୟ ଆଡେ । ଅପରେସନ୍ ସିନ୍ଦୂରକୁ ନେଇ ପାର୍ଟି ଲାଇନରୁ ବାହାରି ଭିନ୍ନ ମତ ରଖୁଛନ୍ତି ନେତା । ଫଳରେ କଂଗ୍ରେସ ଭିତର…