Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେନ୍ଦ୍ର କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି; ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: କୃଷକଙ୍କୁ ବଡ଼ ଉପହାର ଦେଲେ ମୋଦି ସରକାର । ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଯାହା ବିଷୟରେ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସେ କହିଛନ୍ତି ଯେ, ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର…

ପୁରୁଷମାନଙ୍କ ତୁଳନାରେ ମହିଳାଙ୍କ କ୍ଷେତ୍ରରେ ହାଇପୋଥାଇରଏଡିଜ୍‌ମ ୩ ଗୁଣ ଅଧିକ ପ୍ରଭାବୀ

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଛି ଥାଇରଏଡ୍‌ ରୋଗୀଙ୍କ ସଂଖ୍ୟା । ଶୀଘ୍ର ଏହି ରୋଗର ଚିହ୍ନଟ ନହେଲେ ଏହା ବିପଦଜନକ ସାବ୍ୟସ୍ତ ହୋଇଥାଏ । ତେବେ ଏହି ରୋଗର ପ୍ରାରମ୍ଭିକ ନିର୍ଣ୍ଣୟରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବା ନେଇ ମତବ୍ୟକ୍ତ କରିଛନ୍ତି ଏମସ୍…

କାମି ରିତା କିଏ? ଯିଏ ୩୧ ଥର ଏଭରେଷ୍ଟ ଚଢ଼ି କଲେ ବିଶ୍ବ ରେକର୍ଡ

କାଠମାଣ୍ଡୁ: ବିଶ୍ୱର ଅଧିକାଂଶ ପର୍ବତାରୋହୀଙ୍କ ସ୍ୱପ୍ନ ହେଉଛି ଅତି କମରେ ଥରେ ଏଭରେଷ୍ଟ ଶିଖରକୁ ଚଢ଼ିବା। କିନ୍ତୁ ନେପାଳର ଏପରି ଜଣେ ବ୍ୟକ୍ତି ଅଛନ୍ତି, ଯିଏ ଥରେ କି ଦୁଇଥର ନୁହେଁ, ବରଂ ୩୧ ଥର ଏଭରେଷ୍ଟ ଚଢ଼ି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ନେପାଳର ଏଭରେଷ୍ଟ ମ୍ୟାନ୍‌ ଭାବେ ପରିଚିତ…

ଆସନ୍ତାକାଲି ଅନୁଷ୍ଠିତ ହେବ ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ମେ ୨୯ ଅର୍ଥାତ୍ ଆସନ୍ତାକାଲି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବ । ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଦେବା ସହ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଏହାର…

ପରୀକ୍ଷା ଫଳରେ ଦୁର୍ନୀତି ଅଭିଯୋଗ; ଜିଲ୍ଲାପାଳଙ୍କୁ ଭେଟିଲେ ସିବିଏସଏଇ ପରୀକ୍ଷାର୍ଥୀ

ବରଗଡ: ଗତ ୧୩ ତାରିଖରେ ସିବିଏସଏଇ ଶିକ୍ଷର୍ଥୀଙ୍କ ପରୀକ୍ଷା ଫଳ ବାହାରିଥିଵା ବେଳେ କିନ୍ତୁ ବରଗଡ଼ ଜିଲ୍ଲାର ୬ଟି ସ୍କୁଲର ୧୧୮୫ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବାହାରିନଥିଲା l ଯାହାକୁ ନେଇ ଆଜି ବରଗଡ ଜିଲ୍ଲାର ରେନବୋ ପବ୍ଲିକସ୍କୁଲର ଛାତ୍ରଛାତ୍ରୀ ଓ ଅବିଭାବକ ଜିଲ୍ଲାପାଳଙ୍କୁ…

ପିଏସୟୁ କର୍ମଚାରୀଙ୍କ ପାଇଁ ବଡ ଖବର: ହରାଇ ପାରନ୍ତି ଅବସର ଲାଭ…….

ନୂଆଦିଲ୍ଲୀ: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କୌଣସି ସଦସ୍ୟ ଏକ ପବ୍ଲିକ୍ ସେକ୍ଟର ଅଣ୍ଡରଟେକିଂ (ପିଏସୟୁ)ର କର୍ମଚାରୀ, ତେବେ ଥରେ ନଜର ପକାନ୍ତୁ । କେନ୍ଦ୍ର ସରକାର ପିଏସୟୁ କର୍ମଚାରୀଙ୍କ ପାଇଁ ପେନସନ ସମ୍ବନ୍ଧୀୟ ନିୟମରେ ବଡ ପରିବର୍ତ୍ତନ କରିଛନ୍ତି। ସରକାରଙ୍କ ନୂତନ ନିଷ୍ପତ୍ତି…

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ଦେବ୍ରିଗଡ଼ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ ମାନ୍ୟତା ପାଇଁ କଲେ…

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର…

ବିଜେଡିକୁ ଶକ୍ତ ଧକ୍କା; ଦଳ ଛାଡ଼ିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଶକ୍ତ । ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ନିଜେ ଘୋଷଣା କରିଛନ୍ତି । ଇସ୍ତଫା ଦେବା…

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କୋଭିଡ୍‌ ରିପୋର୍ଟ ଆସିଲେ RTPCR କରିବୁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

ରାଜ୍ୟସଭାରେ ଏଣ୍ଟ୍ରୀ କରିବେକି ଅଭିନେତା କମଲ ହାସନ!

ଚେନ୍ନାଇ: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ ରାଜ୍ୟସଭାରେ ଏଣ୍ଟ୍ରୀ କରିପାରନ୍ତି । ବୁଧବାର ତାମିଲନାଡୁର ଶାସକ ଦଳ ଡିଏମକେ ପ୍ରକାଶ କରିଛି ଯେ ଏହା ରାଜ୍ୟସଭାର ଦ୍ୱିବାର୍ଷିକ ନିର୍ବାଚନରେ ​​୪ଟି ଆସନରେ ଲଢ଼ିବ । ଦଳ କହିଛି ଯେ ଗୋଟିଏ ଆସନ କମଲ ହାସନଙ୍କ ଦଳ ମକ୍କଲ ନିଧି ମୟମ…