Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦଶ ମୂଳ ମୋଦକ ଚୋରୀ ଘଟଣା; ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର

ପୁରୀ: ଦଶ ମୂଳ ମୋଦକ ଚୋରୀ ଅଭିଯୋଗରେ ନୂଆ ମୋଡ । ଅନବସରରେ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ୭୦ ମୋଦକ କମ୍ ପଡ଼ିବା ନେଇ ବାଡଗ୍ରାହୀଙ୍କ ଅଭିଯୋଗ ପରେ ଜୋର୍ ଧରିଛି ଚୋରି ଚର୍ଚ୍ଚା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ କମାଣ୍ଡରଙ୍କୁ ଏନେଇ ଚିଠି କରିଛନ୍ତି ବଳଭଦ୍ରଙ୍କ ବାଡଗ୍ରାହୀ…

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ…

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ ବୋଲି କହିଛନ୍ତି ଗୋପାଳପୁର ଓ କେନ୍ଦୁଝର…

‘ବୋଉ ବୁଟୁ ଭୂତ’ପାଇଁ ବାୟା ହେଲେ ଦର୍ଶକ, ୧୦କୋଟିରୁ ଅଧିକ ଆୟ କଲାଣି ଫିଲ୍ମ

ଭୁବନେଶ୍ବର: ଚଳିତ ବର୍ଷ ରଜ ଉପଲକ୍ଷେ ମୁକ୍ତିଲାଭ କରିଥିବା ବାବୁସାନ ମହାନ୍ତିଙ୍କ ‘ବୋଉ ବୁଟୁ ଭୂତ’ର କ୍ରେଜ କମ୍ ହେବାରେ ନାହିଁ । ରିଲିଜର ୧୧ ଦିନ ମଧ୍ୟରେ ୧୦ କୋଟି ପାର୍ କରିଛି ଫିଲ୍ମ । ଏହିପରି ସର୍ବାଧିକ ଆୟ କରିଥିବା ପ୍ରଥମ ଓଡ଼ିଆ ଫିଲ୍ମ ହୋଇପାରିଛି । ଏଥିସହ ଫିଲ୍ମର ଟ୍ରେଲର 2…

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି MBBS କଲେଜ ଖୋଲିବ । ସେହିପରି ସମ୍ବଲପୁରର…

ବିଜେଡି ଛାଡିଦେବେ କି ଦୀପାଳି ?

ଭୁବନେଶ୍ବର: ବିଜେଡି ଛାଡିବେ କି ପୂର୍ବତନ ଝାରସୁଗୁଡା ବିଧାୟକା ଦୀପାଳି ଦାସ । ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଘରେ ଘନ ଘନ ଆୟକର ଚଢାଉ ଚାଲିଥିବା ବେଳେ ବିଜେଡି ଚୁପ ରହିଛି । ଏହାକୁ ନେଇ ନବଙ୍କ ପରିବାରର ଅନୁଗତ ଓ ଦୀପାଳିଙ୍କ ସମର୍ଥକଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ…

ଇରାନ-ଇସ୍ରାଏଲ୍ ଯୁଦ୍ଧରେ କାହାର ବାଜିମାତ୍?

ନୂଆଦିଲ୍ଲୀ: ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧବିରତି ସାରା ବିଶ୍ବ ପାଇଁ ଆଶ୍ବସ୍ତି ଆଣିଛି । ଯୁଦ୍ଧବିରତି ନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ । ଫଳରେ ୧୨ଦିନ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ଏହି ଭୟାବହ ଯୁଦ୍ଧ ବନ୍ଦ ହୋଇଛି ।  ଯୁଦ୍ଧବିରତି ନେଇ ଉଭୟ ଇରାନ ଓ…

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୧୨୯ଟି ନମୁନାର ପରୀକ୍ଷା ରିପୋର୍ଟ ମିଳିଥିବା…

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା…

ଯୁଦ୍ଧ ବିରତି ଭାଙ୍ଗିଲା କି ଇରାନ୍?, ଇସ୍ରାଏଲରେ ଶୁଭିଲା ସାଇରନ୍ ଶବ୍ଦ….

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ହେବାର ମାତ୍ର କିଛି ଘଣ୍ଟା ବିତିଛି। ଏହି ସମୟରେ, ଇରାନ ପୁଣି ଥରେ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇରାନର ଆକ୍ରମଣ ପରେ ଇସ୍ରାଏଲରେ ସାଇରନ୍ ଶୁଣାଯାଇଛି। ଇରାନ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି ।…