Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୭୮ତମ ସିନିୟର ନ୍ୟାସନାଲ ଆକ୍ଵାଟିକ୍ ଚାମ୍ପିୟନସିପ୍: ପ୍ରଥମ ଦିନରେ ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ ସୃଷ୍ଟି

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ୭୮ତମ ସିନିୟର ନ୍ୟାସନାଲ୍ ଆକ୍ଵାଟିକ୍ ଚାମ୍ପିୟନସିପ୍ ପ୍ରତିଯୋଗିତା (ସନ୍ତରଣ ପ୍ରତିଯୋଗିତା) ଅନୁଷ୍ଠିତ ହେଉଛି। ଏହି ପ୍ରତିଯୋଗିତା ଜୁନ୍ ୨୨ ତାରିଖ ଠାରୁ ଆରମ୍ଭ ହୋଇ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସ୍ବିମିଙ୍ଗ ଫେଡ଼େରେସନ୍‌ ଅଫ୍…

ବର୍ଷାଋତୁରେ ନକ୍ସଲଙ୍କୁ ମିଳିବନି ଆରାମ,ଜାରି ରହିବ ନକ୍ସଲ ବିରୋଧୀ ଅଭିଯାନ : ଶାହ

ଛତିଶଗଡ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଛତିଶଗଡ଼ରେ ନକ୍ସଲବାଦ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ଘୋଷଣା କରିଛନ୍ତି। ରବିବାର ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଏବେ ନକ୍ସଲମାନେ ବର୍ଷାରେ ମଧ୍ୟ ଆରାମ ପାଇବେ ନାହିଁ, କାରଣ ସମଗ୍ର ମୌସୁମୀ ଋତୁରେ ନକ୍ସଲ ବିରୋଧୀ ଅଭିଯାନ ଜାରି ରହିବ।…

ବଗିରୁ ବଗି ଅଲଗା ହେଲା ହୀରାଖଣ୍ଡ ଟ୍ରେନ

କୋରାପୁଟ:ହୀରାଖଣ୍ଡ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିଛି। ଛତିଶଗଡ଼ର ଜଗଦଲପୁରରୁ ଭୁବନେଶ୍ବର ଅଭିମୁଖେ ବାହାରିଥିବା ହୀରାଖଣ୍ଡ ଏକ୍ସପ୍ରେସ୍‌ ଟ୍ରେନ୍‌ ଅଘଟଣର ଶିକାର ହୋଇଛି। ବଗିରୁ ବଗି ଅଲଗା ହୋଇଯିବାରୁ ଅଧାରେ ଅଟକି ରହିଥିଲା ଟ୍ରେନ୍ । ଆଜି ଅପରାହ୍ଣ ପ୍ରାୟ ୫ଟାରେ ଜଗଦଲପୁର-ଭୁବନେଶ୍ବର…

ଇସ୍ରାଏଲ-ଇରାନ ଯୁଦ୍ଧ; ଆମେରିକା ପରେ ଏଣ୍ଟ୍ରି କରିବ କି ଋଷ…

ନୂଆଦିଲ୍ଲୀ: ଇସ୍ରାଏଲ ଓ ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ଏଣ୍ଟ୍ରି କରିବା ସହ ଇରାନର ପରମାଣୁ ଘାଟି ଉପରେ ଆକ୍ରମଣ କରିଥିଲା। ଯାହା ପରେ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଇରାନ କେବଳ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରି ଏହାର ଜବାବ ଦେଇନାହିଁ ବରଂ କୌଣସି ପରିସ୍ଥିତିରେ…

‘ହରମୁଜ୍ ଷ୍ଟ୍ରେଟ୍’ ବନ୍ଦ କରିବ ଇରାନ; ପ୍ରଭାବିତ ହେବ ସାରା ବିଶ୍ଵ…

ତେହେରାନ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି ଯୋଗୁଁ ପରିସ୍ଥିତି ଜଟିଳ ହୋଇପଡ଼ିଛି। ଆମେରିକା ଇରାନର ତିନୋଟି ପରମାଣୁ ସ୍ଥାନ ଉପରେ ଆକ୍ରମଣ କରିଥିଲା। ଯାହାପରେ ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଯାହା ଫଳରେ ପ୍ରଭାବିତ ହେବ ସାରା ବିଶ୍ବ।…

କାଳିଆ ସାଆନ୍ତେ ହେଲେ ସୁସ୍ଥ, ଶ୍ରୀନିଅରକୁ ଖବର ନେଇ ଗଲେ ସେବାୟତ

ପୁରୀ:ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ସ୍ନାନ ମଣ୍ଡପରେ ସୁବାସିତ ଜଳରେ ସ୍ନାନ କଲାପରେ ଜ୍ବରରେ ପୀଡିତ ହୋଇ ଅଣସରରେ ଅଛନ୍ତି । ଅଣସର ଘରେ ହୋଇଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ସେବା । ଦଶମୂଳ ମୋଦକ ସେବନ ପରେ ଚତୁର୍ଦ୍ଧାମୂର୍ତ୍ତି ଏବେ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ଆଜି ଦ୍ୱାଦଶୀ…

ମଝି ଆକାଶରେ ବୋମା ଆତଙ୍କ, ବର୍ମିଂହାମ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନକୁ ରିୟାଦ…

ନୂଆଦିଲ୍ଲୀ: ଏୟାର ଇଣ୍ଡିଆକୁ ବୋମା ଧମକ। ଶନିବାର ବର୍ମିଂହାମ (ୟୁକେ)ରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ସାଉଦି ଆରବର ରିୟାଦକୁ ଡାଇଭର୍ଟ କରାଯାଇଥିଲା। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ନେଇ ଏୟାରଲାଇନ୍ସ ତରଫରୁ ସୂଚନା ଦିଆଯାଇଛି। ବୋମା…

ଇରାନ ରାଷ୍ଟ୍ରପତିଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ…

ନୂଆଦିଲ୍ଲୀ: ରବିବାର ସକାଳେ ଆମେରିକା ଇରାନର ତିନୋଟି ପରମାଣୁ ସ୍ଥାନ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ କଥା ହୋଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ବର୍ତ୍ତମାନର ପରିସ୍ଥିତି ଉପରେ ବିସ୍ତୃତ…

କଳିଯୁଗ ପୁଅ ! ବାପାକୁ ପିଟି ପିଟି ନିର୍ମମ ଭାବେ ହତ୍ୟା କଲା…

ନୂଆପଡା: ନୂଆପଡା ଜିଲ୍ଲା ବେଲଟୁକୁରି ଥାନା କୁରୁମୁଣ୍ଡା ଗାଁରେ କରୁଣ ଦୃଶ୍ୟ । ଜନ୍ମକଲା ବାପାକୁ ପିଟି ପିଟି ନିର୍ମମ ଭାବେ ହତ୍ୟା କଲା ପୁଅ । ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା। ରବିବାର ପୂର୍ବାହ୍ନରେ ବେଲଟୁକୁରି ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ପୁଅ…

ରାଜା ରଘୁବଂଶୀ ହତ୍ୟା ମାମଲାରେ ପ୍ରପର୍ଟି ଡିଲର ଗିରଫ

ଇନ୍ଦୋର: ରାଜା ରଘୁବଂଶୀ ହତ୍ୟା ମାମଲାରେ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଲୁଚାଇବା ଅଭିଯୋଗରେ ଇନ୍ଦୋରରୁ ଜଣେ ପ୍ରପର୍ଟି ଡିଲରଙ୍କୁ ଗିରଫ କରିଛି ମେଘାଳୟ ପୋଲିସ। ପୋଲିସ ସୂଚନା ଅନୁସାରେ, ପ୍ରପର୍ଟି ଡିଲର ହତ୍ୟାର ମୁଖ୍ୟ ଅଭିଯୁକ୍ତ ଏବଂ ମୃତ ରାଜା ରଘୁବଂଶୀଙ୍କ ପତ୍ନୀ ସୋନମଙ୍କ ବ୍ୟାଗ ଲୁଚାଇ…